Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାରିପଦାରେ ସେକ୍ସ ରାକେଟ୍‌ : 30 ଯୁବକ ଯୁବତୀଙ୍କ ସହିତ 3 ମ୍ୟାନେଜର ଅଟକ
ଆଜିର ଖବର

ବାରିପଦାରେ ସେକ୍ସ ରାକେଟ୍‌ : 30 ଯୁବକ ଯୁବତୀଙ୍କ ସହିତ 3 ମ୍ୟାନେଜର ଅଟକ

December 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ବାରିପଦା,22/12 : ମୟୂରଭଞ୍ଜ ବାରିପଦାରେ ସେକ୍ସ ରାକେଟ ଠାବ ହୋଇଛି । ବାରିପଦାର 3ଟି ଲଜ୍‌ ଉପରେ ଚଢାଉ କରି ପୋଲିସ 30 ଯୁବକଯୁବତୀଙ୍କୁ ଅଟକ ରଖିଛି । ଏହା ସହିତ ତିନୋଟି ଲଜ୍‌ର ମ୍ୟାନେଜରଙ୍କୁ ମଧ୍ୟ ପୋଲିସ୍‌ ଅଟକ ରଖିଛି । କିଛି ଦିନ ହେବ ମୟୂରଭଞ୍ଜ ଜିଲ୍ଲା ବାରିପଦା ସହରରେ ଥିବା କେତେକ ହୋଟେଲରେ ବେଆଇନ ଭାବେ ଦେହ ବ୍ୟବସାୟ ଚାଲିଥିବା ଅଭିଯୋଗ ରହିଥିଲା । ସୂଚନା ପାଇ ଟାଉନ ଥାନା ପୋଲିସ ଆଜି ବିଭିନ୍ନ ସ୍ଥାନରେ ଚଢାଉ କରିଥିଲା । ଏହି ରାକେଟ୍‌ରେ ହୋଟେଲ ମାଲିକଙ୍କ ସମ୍ପୃକ୍ତି ନେଇ ତଦନ୍ତ ଜାରି ରହିଛି ।

baripada sexracket
Share. Facebook Twitter LinkedIn Email WhatsApp Copy Link

Related Posts

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026

ଭାରତୀୟ କପା ନିଗମକୁ ୧,୭୧୮.୫୬ କୋଟିର ଏମଏସପି ପାଣ୍ଠି ମଞ୍ଜୁର କଲା କ୍ୟାବିନେଟ୍

March 18, 2026

ଖୋଲା ସ୍ଥାନରେ ନମାଜ କରିବାକୁ ମନା!: ବଡ଼ ନିଷ୍ପତ୍ତି ନେଲୀ UAE

March 18, 2026
Latest News

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026

ଭାରତୀୟ କପା ନିଗମକୁ ୧,୭୧୮.୫୬ କୋଟିର ଏମଏସପି ପାଣ୍ଠି ମଞ୍ଜୁର କଲା କ୍ୟାବିନେଟ୍

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.