Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିଏଏ ବିରୋଧୀ ଆନ୍ଦୋଳନ : ଉତ୍ତର ପ୍ରଦେଶରେ 15 ମୃତ, 879 ଗିରଫ
ଆଜିର ଖବର

ସିଏଏ ବିରୋଧୀ ଆନ୍ଦୋଳନ : ଉତ୍ତର ପ୍ରଦେଶରେ 15 ମୃତ, 879 ଗିରଫ

December 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, 22/12 : ସମଗ୍ର ଦେଶରେ ନାଗରିକତ୍ବ ସଂଶୋଧନକୁ ନେଇ ଆନ୍ଦୋଳନ ଚାଲିଥିବା ବେଳେ ଉତ୍ତର ପ୍ରଦେଶରେ ଆନ୍ଦୋଳନ ଭୟଙ୍କର ରୂପ ଧାରଣ କରିଛି । ଉତ୍ତର ପ୍ରଦେଶର ବିଭିନ୍ନ ସ୍ଥାନରେ ଆନ୍ଦୋଳନ ପରେ ପୋଲିସ୍‌ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ପୋଲିସ୍‌ ଆନ୍ଦୋଳନକାରୀଙ୍କୁ ରୋକିବାକୁ ଯାଇ ପ୍ରାୟ 5 ହଜାର ଲୋକଙ୍କୁ ଅଟକ ରଖିଥିବା ବେଳେ 879 ଜଣଙ୍କୁ ଗିରଫ କରିଛି । ଏହା ସହିତ ସମୁଦାୟ 15 ଜଣ ବ୍ୟକ୍ତିଙ୍କ ପ୍ରାଣହାନି ଘଟିଥିବା ନେଇ ଉତ୍ତର ପ୍ରଦେଶ ଡିଜିପି ଓ ପି ସିଂ ପ୍ରକାଶ କରିଛନ୍ତି । ବିଭିନ୍ନ ସ୍ଥାନରେ ହିଂସାତ୍ମକ ଆନ୍ଦୋଳନ ଘଟି 15 ଜଣ ନିହତ ହୋଇଥିବା ବେଳେ 288 ଜଣ ପୋଲିସ୍‌ କର୍ମଚାରୀ ଆହତ ହୋଇଛନ୍ତି ବୋଲି ଡିଜିପି ସୂଚନା ଦେଇଛନ୍ତି । ମୃତକ 15 ଜଣଙ୍କ ମଧ୍ୟରୁ ଅଧିକାଂଶ ଭିଡ ହିଂସାର ଶିକାର ହୋଇଛନ୍ତି ବୋଲି ଡିଜିପି ପ୍ରକାଶ କରିଛନ୍ତି । (ଏଜେନ୍ସୀ)

anticaa dgp up
Share. Facebook Twitter LinkedIn Email WhatsApp Copy Link

Related Posts

ଜାତୀୟ ଚମ୍ପିୟାନସିପ: ବ୍ରହ୍ମପୁର କରାଟେ ଏକାଡେମୀର ଅଭୁତପୂର୍ବ ସଫଳତା

August 25, 2026

ଗ୍ଲୋବାଲ୍ ସ୍ୱୀକୃତି ପାଇଲା ୟୁପିଆଇ: କାରବାର ସଂଖ୍ୟାରେ ୧୩ ହଜାର ଗୁଣ ବୃଦ୍ଧି

August 25, 2026

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026
Latest News

ଜାତୀୟ ଚମ୍ପିୟାନସିପ: ବ୍ରହ୍ମପୁର କରାଟେ ଏକାଡେମୀର ଅଭୁତପୂର୍ବ ସଫଳତା

August 25, 2026

ଏଚ୍‌-୧ବି ଭିସା ଫି’: ନୂଆ ନିୟମ ଆଣିବା ଯୋଜନାରେ ଡିଏଚ୍‌ଏସ୍‌

August 25, 2026

ଗ୍ଲୋବାଲ୍ ସ୍ୱୀକୃତି ପାଇଲା ୟୁପିଆଇ: କାରବାର ସଂଖ୍ୟାରେ ୧୩ ହଜାର ଗୁଣ ବୃଦ୍ଧି

August 25, 2026

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.