Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାରବାଟୀ ଦିନିକିଆ : ଜାଡେଜା ଦେଲେ ପ୍ରଥମ ସଫଳତା
ଆଜିର ଖବର

ବାରବାଟୀ ଦିନିକିଆ : ଜାଡେଜା ଦେଲେ ପ୍ରଥମ ସଫଳତା

December 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
କଟକ,22/12 : ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ଅନୁଷ୍ଠିତ ଅନ୍ତିମ ତଥା ନିର୍ଣ୍ଣାୟକ ମ୍ୟାଚ୍‌ରେ ଭାରତକୁ ପ୍ରଥମ ସଫଳତା ମିଳିଛି । ଭାରତୀୟ ସ୍ପିନର ରବୀନ୍ଦ୍ର ଜାଡେଜା ଦଳକୁ ପ୍ରଥମ ସଫଳତା ଦେଇଛନ୍ତି । ଜାଡେଜା ଏବଂ ସାମି ପ୍ରତ୍ୟେକ ଗୋଟିଏ ଲେଖାଏଁ ଓ୍ବିକେଟ ଅକ୍ତିଆର କରିବାରୁ ଓ୍ବିଣ୍ଡିଜ୍‌ 20 ଓଭର ଶେଷ ସୁଦ୍ଧା 2 ଓ୍ବିକେଟ ହରାଇ 74 ରନ୍‌ ସଂଗ୍ରହ କରିଛି । ଦୁଇ ଓପ୍ନର ସାଇ ହୋପ୍‌(42) ଏବଂ ଏଭିନ୍‌ ଲୁଇସ୍‌(17) ସତର୍କତାର ସହ ବ୍ୟାଟିଂ କରି ଅର୍ଦ୍ଧଶତକୀୟ ଭାଗିଦାରୀ କରିଥିଲେ । ମ୍ୟାଚ୍‌ର 15 ତମ ଓଭରରେ ସ୍ପିନର ରବୀନ୍ଦ୍ର ଜାଡେଜା ଏଭିନ୍‌ ଲୁଇସ(17)ଙ୍କୁ ନବଦୀପ୍‌ ସାଇନିଙ୍କ ଦ୍ବାରା ଆଉଟ କରି ପ୍ରଥମ ସଫଳତା ହାସଲ କରିଥିଲେ । ଏହାର ପରବର୍ତ୍ତୀ ଓଭରରେ ଏକ ଚମତ୍କାର ଇନ୍‌ ସ୍ବିଙ୍ଗରରେ ହୋପ୍‌ଙ୍କୁ ଆଉଟ କରିଥିଲେ ମହମ୍ମଦ ସାମି । ଓ୍ବିଣ୍ଡିଜ୍‌ ପକ୍ଷରୁ ହୋପ୍‌ 50ଟି ବଲ୍‌ର ସମ୍ମୁଖୀନ ହୋଇ 42 ରନ୍‌ ସଂଗ୍ରହ କରିଥିଲେ । (ଏଜେନ୍ସୀ)

barabatti indvswi jadeja shami
Share. Facebook Twitter LinkedIn Email WhatsApp Copy Link

Related Posts

ରକ୍ଷାବନ୍ଧନ ପୂର୍ବରୁ ୯୫୫ କିଲୋଗ୍ରାମ ଅପମିଶ୍ରଣ କ୍ରିମ୍ ଜବତ: କାରଖାନା ସିଲ୍

August 25, 2026

ଦୁଦୁରା ଫଳ ବିକ୍ରୟ ପାଇଁ କାର୍ଯ୍ୟାନୁଷ୍ଠାନ: ଆମାଜନ, ସ୍ୱିଗି ଏବଂ ବିଗବାସ୍କେଟର ଖାଦ୍ୟ ଲାଇସେନ୍ସ ରଦ୍ଦ

August 25, 2026

ଏହି ୫ ଟି ସହରରେ ୩୫ ଟଙ୍କାରେ ମିଳିବ ପିଆଜ: ସରକାରଙ୍କ ବଡ଼ ନିଷ୍ପତ୍ତି

August 25, 2026

ପୋଖରୀରେ ବୁଡି ବୃଦ୍ଧଙ୍କ ମୃତ୍ୟୁ

August 25, 2026
Latest News

ମନୁସ୍ମୃତି ଉପରେ ବୟାନ ପାଇଁ ଶଙ୍କରାଚାର୍ଯ୍ୟ କ୍ଷୁବ୍ଧ: ରାହୁଲ ଗାନ୍ଧୀଙ୍କୁ ଦେଲେ ଚେତାବନୀ

August 25, 2026

ଟିଏମସି ବିଦ୍ରୋହୀଙ୍କୁ ଝଟକା!: ଅଭିଷେକ ବାନାର୍ଜୀଙ୍କ ଆବେଦନ ଉପରେ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

August 25, 2026

ରକ୍ଷାବନ୍ଧନ ପୂର୍ବରୁ ୯୫୫ କିଲୋଗ୍ରାମ ଅପମିଶ୍ରଣ କ୍ରିମ୍ ଜବତ: କାରଖାନା ସିଲ୍

August 25, 2026

ଦୁଦୁରା ଫଳ ବିକ୍ରୟ ପାଇଁ କାର୍ଯ୍ୟାନୁଷ୍ଠାନ: ଆମାଜନ, ସ୍ୱିଗି ଏବଂ ବିଗବାସ୍କେଟର ଖାଦ୍ୟ ଲାଇସେନ୍ସ ରଦ୍ଦ

August 25, 2026

ଏହି ୫ ଟି ସହରରେ ୩୫ ଟଙ୍କାରେ ମିଳିବ ପିଆଜ: ସରକାରଙ୍କ ବଡ଼ ନିଷ୍ପତ୍ତି

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.