Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନବ୍‌ଦୀପ୍‌ ସାଇନିଙ୍କୁ ପ୍ରଥମ ଅନ୍ତର୍ଜାତୀୟ ସଫଳତା : ଓ୍ବିଣ୍ଡିଜ୍‌ 144/4
ଆଜିର ଖବର

ନବ୍‌ଦୀପ୍‌ ସାଇନିଙ୍କୁ ପ୍ରଥମ ଅନ୍ତର୍ଜାତୀୟ ସଫଳତା : ଓ୍ବିଣ୍ଡିଜ୍‌ 144/4

December 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
କଟକ,22/12 : ଭାରତ ଏବଂ ଓ୍ବିଣ୍ଡିଜ୍‌ ମଧ୍ୟରେ ଅନୁଷ୍ଠିତ ଦିନିକିଆ ଶୃଙ୍ଖଳାର ନିର୍ଣ୍ଣାୟକ ମ୍ୟାଚ୍‌ରେ ଭାରତ ଦୃଢ ସ୍ଥିତିରେ ରହିଛି । ଭାରତ ପକ୍ଷରୁ ପଦାର୍ପଣ କରିଥିବା ଦ୍ରୁତ ବୋଲର ନବଦୀପ ସାଇନି ସିମ୍‌ରନ୍‌ ହିଟ୍‌ମେୟରଙ୍କୁ ଆଉଟ୍‌ କରି ନିଜର ପ୍ରଥମ ଦିନିକିଆ ଓ୍ବିକେଟ୍‌ ଅକ୍ତିଆର କରିଛନ୍ତି । ଏହାର ପରବର୍ତ୍ତୀ ଓଭରରେ ଅନ୍ୟତମ ସେଟ୍‌ ବ୍ୟାଟ୍ସମ୍ୟାନ୍‌ ରଷ୍ଟନ ଚେଜ୍‌ଙ୍କୁ ଆଉଟ୍‌ କରି ସାଇନି ଦ୍ବିତୀୟ ସଫଳତା ହାସଲ କରିବା ସହିତ ଓ୍ବିଣ୍ଡିଜ୍‌କୁ ବ୍ୟାକ୍‌ଫୁଟ୍‌କୁ ଠେଲି ଦେଇଥିଲେ । ଦୁଇ ଓପ୍ନର ସାଇ ହୋପ୍‌(42) ଏବଂ ଏଭିନ୍‌ ଲୁଇସ୍‌(17) ସତର୍କତାର ସହ ବ୍ୟାଟିଂ କରି ଅର୍ଦ୍ଧଶତକୀୟ ଭାଗିଦାରୀ କରିବା ପରେ ଜାଡେଜା ଏହି ଯୋଡି ଭାଙ୍ଗିଥିଲେ । 74 ରନ୍‌ରେ ଦୁଇଟି ଓ୍ବିକେଟ୍‌ ପଡିଥିବା ବେଳେ ଚେଜ୍‌(38)-ହିଟମେୟର(31) 60 ରନ୍‌ର ଭାଗିଦାରୀ କରିଥିଲେ । ଉଭୟ ଆକ୍ରମଣାତ୍ମକ କ୍ରିକେଟ ଖେଳୁଥିବା ବେଳେ ଲଗାତାର ଦୁଇ ଓଭରରେ ସାଇନି ଉଭୟଙ୍କୁ ଆଉଟ କରି ଦେଇଥିଲେ ।(ଏଜେନ୍ସୀ)

barabatti indvswi saINI
Share. Facebook Twitter LinkedIn Email WhatsApp Copy Link

Related Posts

ରଥଯାତ୍ରା ୨୦୨୬ : ପୁରୀବାସୀଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା

June 24, 2026

ଲକ୍ଷ୍ନୌ ଅଗ୍ନିକାଣ୍ଡ ଘଟଣା: ୪ ଜଣ ଗିରଫ

June 24, 2026

ଯୁବତୀକୁ ମାରି ଫିଙ୍ଗିଦେଲେ 

June 23, 2026

ରାଜଧାନୀରେ ଲଜ୍ଜା : କୋଚିଂ ସେଣ୍ଟରରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

June 23, 2026
Latest News

ରଥଯାତ୍ରା ୨୦୨୬ : ପୁରୀବାସୀଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା

June 24, 2026

ଲକ୍ଷ୍ନୌ ଅଗ୍ନିକାଣ୍ଡ ଘଟଣା: ୪ ଜଣ ଗିରଫ

June 24, 2026

ଯୁବତୀକୁ ମାରି ଫିଙ୍ଗିଦେଲେ 

June 23, 2026

ରାଜଧାନୀରେ ଲଜ୍ଜା : କୋଚିଂ ସେଣ୍ଟରରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

June 23, 2026

ତିନି ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ

June 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.