Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାରବାଟୀ ଦିନିକିଆ : ଭାରତ ସମ୍ମୁଖରେ 316 ରନ୍‌ର ବିଜୟଲକ୍ଷ୍ୟ
ଆଜିର ଖବର

ବାରବାଟୀ ଦିନିକିଆ : ଭାରତ ସମ୍ମୁଖରେ 316 ରନ୍‌ର ବିଜୟଲକ୍ଷ୍ୟ

December 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
କଟକ,22/12 : ବାରବାଟୀରେ ଅନୁଷ୍ଠିତ ଦିନିକିଆ ମ୍ୟାଚ୍‌ରେ ଭାରତ ସମ୍ମୁଖରେ 316 ରନ୍‌ର ବିଜୟ ଲକ୍ଷ୍ୟ ରହିଛି । ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରୁଥିବା ଓ୍ବେଷ୍ଟଇଣ୍ଡିଜ୍‌ ପୋଲାର୍ଡ ଏବଂ ପୁରନ୍‌ଙ୍କ ଅର୍ଦ୍ଧଶତକ ସହାୟତାରେ ନିର୍ଦ୍ଧାରିତ ଓଭରରେ 5 ଓ୍ବିକେଟ ହରାଇ 315 ରନ୍‌ ସଂଗ୍ରହ କରିଛି । ଦଳ ପକ୍ଷରୁ ଅଧିନାୟକ କିରନ ପୋଲାର୍ଡ ଅପରାଜିତ 74 ରନ୍‌ କରିଥିବା ବେଳେ ନିକୋଲାସ୍‌ ପୁରନ୍‌ 89 ରନ୍‌ ସଂଗ୍ରହ କରିଥିଲେ । ଉଭୟ ଷଷ୍ଠ ଓ୍ବିକେଟ୍‌ରେ 145 ରନ୍‌ ଯୋଡିଥିଲେ । ପୁରନ୍‌ 64 ବଲ୍‌ର ସମ୍ମୁଖୀନ ହୋଇ 10ଟି ଚୌକା ଏବଂ 3ଟି ଛକ୍କା ମାରିଥିବା ବେଳେ ପୋଲାର୍ଡ 51 ଟି ବଲ୍‌ର ସମ୍ମୁଖୀନ ହୋଇ 3ଟି ଚୌକା ଏବଂ 7ଟି ଛକ୍କା ମାରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସାଇ ହୋପ୍‌(42), ଏଭିନ୍‌ ଲୁଇସ୍‌(21), ରଷ୍ଟନ୍‌ ଚେଜ୍‌(38) ଏବଂ ସିମରନ୍‌ ହିଟ୍‌ମେୟର(37) ରନ୍‌ର ଯୋଗଦାନ କରିଥିଲେ । ଭାରତ ପକ୍ଷରୁ ପଦାର୍ପଣକାରୀ ନବ୍‌ଦୀପ୍‌ ସାଇନି 59 ରନ୍‌ରେ ଦୁଇଟି ଓ୍ବିକେଟ୍‌ ଅକ୍ତିଆର କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜାଡେଜା, ସାମି ଏବଂ ଶାର୍ଦ୍ଦୁଲ ଠାକୁର ଗୋଟିଏ ଲେଖାଏଁ ଓ୍ବିକେଟ ଅକ୍ତିଆର କରିଥିଲେ ।

indvswi saINI
Share. Facebook Twitter LinkedIn Email WhatsApp Copy Link

Related Posts

ଓମର ଅବଦୁଲ୍ଲାଙ୍କ ବିରୋଧରେ ମଧ୍ୟ ବିଦ୍ରୋହ!: ନୋ-ନେଟୱାର୍କ ଜୋନକୁ ଗଲେ ଦଳର ସାଂସଦ ଏବଂ ବିଧାୟକ

June 3, 2026

ବହୁତଳ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ: ୨୦ ମୃତ!

June 3, 2026

କମ୍ପାନୀଗୁଡ଼ିକର ଲମ୍ବା ଧାଡ଼ି: ଆକାଶଛୁଆଁ ହେଲା ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ରାଣ୍ଡ ମୂଲ୍ୟ

June 3, 2026

ଜୀ ସାର୍ଥକର ତରଫରୁ ‘କିଛି ସତ କିଛି ମିଛ’ ର ଆଲୋକ ଓ ଛବିର ବିବାହ ଉତ୍ସବ ପାଇଁ ନିମନ୍ତ୍ରଣ

June 3, 2026
Latest News

ଓମର ଅବଦୁଲ୍ଲାଙ୍କ ବିରୋଧରେ ମଧ୍ୟ ବିଦ୍ରୋହ!: ନୋ-ନେଟୱାର୍କ ଜୋନକୁ ଗଲେ ଦଳର ସାଂସଦ ଏବଂ ବିଧାୟକ

June 3, 2026

ବହୁତଳ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ: ୨୦ ମୃତ!

June 3, 2026

ମମତା ବାନାର୍ଜୀଙ୍କ ବିରୋଧରେ ବଡ଼ ବିଦ୍ରୋହ!: ୫୯ ବିଧାୟକଙ୍କ ସମର୍ଥନ ଦାବି କଲେ ରୀତବ୍ରତ ବାନାର୍ଜୀ

June 3, 2026

କମ୍ପାନୀଗୁଡ଼ିକର ଲମ୍ବା ଧାଡ଼ି: ଆକାଶଛୁଆଁ ହେଲା ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ରାଣ୍ଡ ମୂଲ୍ୟ

June 3, 2026

ଜୀ ସାର୍ଥକର ତରଫରୁ ‘କିଛି ସତ କିଛି ମିଛ’ ର ଆଲୋକ ଓ ଛବିର ବିବାହ ଉତ୍ସବ ପାଇଁ ନିମନ୍ତ୍ରଣ

June 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.