Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାରବାଟୀ ଦିନିକିଆ : ରୋହିତ-ରାହୁଲଙ୍କ ଶତକୀୟ ଭାଗିଦାରୀ
ଆଜିର ଖବର

ବାରବାଟୀ ଦିନିକିଆ : ରୋହିତ-ରାହୁଲଙ୍କ ଶତକୀୟ ଭାଗିଦାରୀ

December 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
କଟକ,22/12 : ଭାରତ ଏବଂ ଓ୍ବିଣ୍ଡିଜ୍‌ ମଧ୍ୟରେ ଅନୁଷ୍ଠିତ ଦିନିକିଆ ଶୃଙ୍ଖଳାର ନିର୍ଣ୍ଣାୟକ ମ୍ୟାଚ୍‌ରେ ଭାରତ ଦୃଢ ସ୍ଥିତିରେ ରହିଛି । 316 ରନ୍‌ର ବିଜୟ ଲକ୍ଷ୍ୟର ପିଛା କରୁଥିବା ଭାରତୀୟ ଦଳ ପକ୍ଷରୁ ଦୁଇ ଓପ୍‌ନର ଦୃଢତାର ସହ ଇନିଂସ ଆରମ୍ଭ କରିଛନ୍ତି । ଦୁଇ ଓପ୍‌ନର କେ ଏଲ୍‌ ରାହୁଲ୍‌ ଏବଂ ରୋହିତ ଶର୍ମା ବ୍ୟକ୍ତିଗତ ଅର୍ଦ୍ଧଶତକ ହାସଲ କରିବା ସହିତ ଶତକୀୟ ଭାଗିଦାରୀ କରିଛନ୍ତି । ଗତ ମ୍ୟାଚ୍‌ରେ ଶତକ ହାସଲକାରୀ ଦୁଇ ଓପ୍‌ନର ବାରବାଟୀରେ ଅର୍ଦ୍ଧଶତକ ହାସଲ କରିବା ସହିତ ଭଲ ମୂଳଦୂଆ ପକାଇଛନ୍ତି । 18 ଓଭର ଶେଷ ସୁଦ୍ଧା ଭାରତ 103 ରନ୍‌ ସଂଗ୍ରହ କରିଛି । ରାହୁଲ 53ଟି ବଲ୍‌ର ସମ୍ମୁଖୀନ ହୋଇ 7 ଚୌକା ସହାୟତାରେ 50 ରନ୍‌ କରିଥିବା ବେଳେ ରୋହିତ 52 ଟି ବଲ୍‌ର ସମ୍ମୁଖୀନ ହୋଇ 6ଟି ଚୌକା ଏବଂ ଗୋଟିଏ ଛକ୍କା ମାରିଛନ୍ତି ।

indvswi rahul rohit
Share. Facebook Twitter LinkedIn Email WhatsApp Copy Link

Related Posts

ସେମିକନ୍ ଇଣ୍ଡିଆ ୨୦୨୬: ସେପ୍ଟେମ୍ବର ୧୭ରେ ୫ମ ସଂସ୍କରଣର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

September 15, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ ଜଳିବ ‘ଆଶୀର୍ବାଦର ଦୀପ’: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

September 15, 2026

ଆଜି ଗଣପର୍ବ ନୂଆଁଖାଇ: ସମଗ୍ର ପଶ୍ଚିମ ଓଡ଼ିଶା ଉତ୍ସବ ମୁଖର

September 15, 2026

ରାଶିଫଳ: ସେପ୍ଟେମ୍ବର ୧୫ ତାରିଖରେ ସାତୋଟି ରାଶି ପାଇଁ ରହିଛି ଖୁସି ଖବର

September 15, 2026
Latest News

ରେଭେନ୍ସା ଦ୍ୱିତୀୟ କ୍ୟାମ୍ପସରେ ଭିତ୍ତିଭୂମି ଅଭାବ: ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ଧାରଣା

September 15, 2026

ବାଇକ୍-ଟ୍ରଲି ଅଟୋ ମୁହାଁମୁହିଁ ଧକ୍କା: ଜଣେ ମୃତ, ଜଣେ ଗୁରୁତର

September 15, 2026

ସେମିକନ୍ ଇଣ୍ଡିଆ ୨୦୨୬: ସେପ୍ଟେମ୍ବର ୧୭ରେ ୫ମ ସଂସ୍କରଣର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

September 15, 2026

ଜମିକୁ ପାଣି ମଡ଼ାଇବାକୁ କେନ୍ଦ୍ର କରି ଦିଅର-ଭାଉଜ ମାଡ଼ପିଟ୍‌: ଭାଉଜଙ୍କ ଭାଙ୍ଗିଲା ହାତ, ଦିଅର ଗିରଫ

September 15, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ ଜଳିବ ‘ଆଶୀର୍ବାଦର ଦୀପ’: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.