Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଝାରଖଣ୍ଡ ବିଧାନସଭା ନିର୍ବାଚନ : ଭୋଟଗଣତି ଆରମ୍ଭ
ଆଜିର ଖବର

ଝାରଖଣ୍ଡ ବିଧାନସଭା ନିର୍ବାଚନ : ଭୋଟଗଣତି ଆରମ୍ଭ

December 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଞ୍ଚି,23/12 : ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ହୋଇଥିବା ମତଦାନର ଭୋଟଗଣତି ସୋମବାର ସକାଳ 8ଟାରୁ ଆରମ୍ଭ ହୋଇଛି । ରାଜ୍ୟର 81ଟି ବିଧାନସଭା ଆସନ ପାଇଁ 5ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ ହୋଇଥିଲା । ଭୋଟ ଗ୍ରହଣ ପରେ ପ୍ରକାଶିତ ଏକଜିଟ୍ ପୋଲ ରିପୋର୍ଟ ଅନୁଯାୟୀ ଜେଏମଏମ୍‌-କଂଗ୍ରେସ ଆରଜେଡି ମେଣ୍ଟ କ୍ଷମତାକୁ ଫେରିବ ଓ ବିଜେପି କ୍ଷମତା ହରାଇବ ବୋଲି ରିପୋର୍ଟ ପ୍ରକାଶ ପାଇଥିଲା । ଜେଏମଏମ୍‌ ମେଣ୍ଟ 41ଟି ଆସନ ଏବଂ ବିଜେପି 29ଟି ଆସନ ପାଇବା ନେଇ ଏକ୍‌ଜିଟ୍‌ ପୋଲ୍‌ରେ ପ୍ରକାଶ ପାଇଥିଲା । (ଏଜେନ୍ସୀ)

jharkhand
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ସାତୋଟି ରାଶି ପାଇଁ ରହିଛି ପ୍ରବଳ ଧନ ଯୋଗ: ଜାଣନ୍ତୁ ଅଗଷ୍ଟ ୧୭ ରାଶିଫଳ

August 17, 2026

ଭଦ୍ରକରେ ବନ୍ୟା ସ୍ଥିତି ଗମ୍ଭୀର, ୧.୦୭ ଲକ୍ଷ ଲୋକ ସ୍ଥାନାନ୍ତର

August 17, 2026

ଲୁଟ୍‌ ମାମଲାରେ ଅଭିଯୁକ୍ତ ଥାନାରୁ ଫେରାର, ASI ଓ କନେଷ୍ଟବଳ ନିଲମ୍ବିତ

August 17, 2026

ପ୍ରଶ୍ନପତ୍ର ତ୍ରୁଟି ପରେ NTAର ବଡ଼ ନିଷ୍ପତ୍ତି, ହେବ ପୁନଃ ପରୀକ୍ଷା

August 16, 2026
Latest News

ଆଜି ସାତୋଟି ରାଶି ପାଇଁ ରହିଛି ପ୍ରବଳ ଧନ ଯୋଗ: ଜାଣନ୍ତୁ ଅଗଷ୍ଟ ୧୭ ରାଶିଫଳ

August 17, 2026

ଭଦ୍ରକରେ ବନ୍ୟା ସ୍ଥିତି ଗମ୍ଭୀର, ୧.୦୭ ଲକ୍ଷ ଲୋକ ସ୍ଥାନାନ୍ତର

August 17, 2026

ଲୁଟ୍‌ ମାମଲାରେ ଅଭିଯୁକ୍ତ ଥାନାରୁ ଫେରାର, ASI ଓ କନେଷ୍ଟବଳ ନିଲମ୍ବିତ

August 17, 2026

ପ୍ରଶ୍ନପତ୍ର ତ୍ରୁଟି ପରେ NTAର ବଡ଼ ନିଷ୍ପତ୍ତି, ହେବ ପୁନଃ ପରୀକ୍ଷା

August 16, 2026

Odisha Flood Alert: ୪ ଜିଲ୍ଲାରେ ସ୍କୁଲ ବନ୍ଦ, ଉତ୍କଳ ବିଶ୍ବବିଦ୍ୟାଳୟ ପରୀକ୍ଷା ବାତିଲ

August 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.