Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାବାଳିକା ଦୁଷ୍କର୍ମ ଉଦ୍ୟମ : ନାବାଳକ ଗିରଫ
ଆଜିର ଖବର

ନାବାଳିକା ଦୁଷ୍କର୍ମ ଉଦ୍ୟମ : ନାବାଳକ ଗିରଫ

December 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ନୂଆପଡ଼ା, 23/12 : ନୂଆପଡ଼ା ଜିଲ୍ଲା ଜୋଙ୍କ ଥାନା ଅଞ୍ଚଳରେ ଜଣେ 4 ବର୍ଷର ନାବାଳିକାକୁ ଦୁଷ୍କର୍ମର ଅଭିଯୋଗ ହୋଇଛି । 2 ମାସ ତଳେ ସେହି ଗାଁର ଜଣେ ନାବାଳକ ଏହି ଜଘନ୍ୟ କାଣ୍ଡ ଭିଆଇଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି । ଏପରିକି ଘଟଣା ସମ୍ପର୍କରେ ବାହାରେ ପ୍ରକାଶ କଲେ ଝିଅର ଭିଡିଓ ଭାଇରାଲ କରିଦେବେ ବୋଲି ପୀଡ଼ିତାର ବାପାଙ୍କୁ ନାବାଳକ ଜଣକ ଧମକ ଦେଇଥିଲା । ଏନେଇ ରବିବାର ପୀଡ଼ିତାଙ୍କ ପରିବାରବର୍ଗ ଜୋଙ୍କ ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୋଗ ପରେ ପୁଲିସ୍‌ ମାମଲା ରୁଜୁ କରି ନାବାଳକକୁ ଜୁଭେନାଇଲ୍ ଜଷ୍ଟିସ ବୋର୍ଡରେ ହାଜର କରାଇଛି ।

minorgirl rape
Share. Facebook Twitter LinkedIn Email WhatsApp Copy Link

Related Posts

ମିରଟରେ ନୀଳ ଡ୍ରମ୍ ହତ୍ୟାକାଣ୍ଡ ଘଟଣା: ସ୍ତ୍ରୀ ମୁସ୍କାନ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

October 14, 2026

ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଭୟଙ୍କର ଉତ୍ତେଜନା, ବିସିଜେଡି ଓ ଏବିଭିପି ଛାତ୍ରଗୋଷ୍ଠୀ ମୁହାଁମୁହିଁ

October 14, 2026

ନବୀନଙ୍କୁ ବିଜେପିର ପାଲଟା ଜବାବ: ଚବିଶ ବର୍ଷର ଶାସନରେ ଓଡ଼ିଶାର ଅର୍ଥନୀତି ତଳକୁ ଖସିଥିଲା

October 14, 2026

ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ, ଜୟପୁରରେ ଜରୁରୀ ଅବତରଣ

October 14, 2026
Latest News

ମିରଟରେ ନୀଳ ଡ୍ରମ୍ ହତ୍ୟାକାଣ୍ଡ ଘଟଣା: ସ୍ତ୍ରୀ ମୁସ୍କାନ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

October 14, 2026

ଶାନ୍ତିଶୃଙ୍ଖଳାର ସହ ମତଦାନ ପାଇଁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ

October 14, 2026

ଓଡ଼ିଶାରେ ସୃଷ୍ଟି ହେବ ବ୍ୟାପକ ନିଯୁକ୍ତିର ନୂଆ ଦିଗନ୍ତ: ମୁଖ୍ୟମନ୍ତ୍ରୀ

October 14, 2026

ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଭୟଙ୍କର ଉତ୍ତେଜନା, ବିସିଜେଡି ଓ ଏବିଭିପି ଛାତ୍ରଗୋଷ୍ଠୀ ମୁହାଁମୁହିଁ

October 14, 2026

ନବୀନଙ୍କୁ ବିଜେପିର ପାଲଟା ଜବାବ: ଚବିଶ ବର୍ଷର ଶାସନରେ ଓଡ଼ିଶାର ଅର୍ଥନୀତି ତଳକୁ ଖସିଥିଲା

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.