Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶ୍ରୀଲଙ୍କାକୁ 263 ରନ୍‌ରେ ପରାସ୍ତ କରି ସିରିଜ୍‌ ଜିତିଲା ପାକିସ୍ତାନ
ଆଜିର ଖବର

ଶ୍ରୀଲଙ୍କାକୁ 263 ରନ୍‌ରେ ପରାସ୍ତ କରି ସିରିଜ୍‌ ଜିତିଲା ପାକିସ୍ତାନ

December 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କରାଚୀ,23/12 : କରାଚୀରେ ପାକିସ୍ତାନ ଏବଂ ଶ୍ରୀଲଙ୍କା ମଧ୍ୟରେ ଅନୁଷ୍ଠିତ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ବିଜୟୀ ହେବା ସହିତ ସିରିଜ୍‌ ବିଜୟୀ ହୋଇଛି । ପ୍ରଥମ ଇନିଂସରେ ପଛୁଆ ରହିବା ସତ୍ତ୍ବେ ପାକିସ୍ତାନ 263 ରନ୍‌ରେ ଶ୍ରୀଲଙ୍କାକୁ ପରାସ୍ତ କରିଛି । ପ୍ରଥମ ଇନିଂସରେ ପାକିସ୍ତାନ ମାତ୍ର 191 ରନ୍‌ ସଂଗ୍ରହ କରିଥିବା ବେଳେ ଶ୍ରୀଲଙ୍କା 271 ରନ୍‌ ସଂଗ୍ରହ କରିଥିଲା । 80 ରନ୍‌ର ପଛୁଆ ପାକିସ୍ତାନ ପକ୍ଷରୁ ଦ୍ବିତୀୟ ଇନିଂସରେ ଟପ୍‌ ଅର୍ଡରର ପ୍ରଥମ ଚାରି ବ୍ୟାଟ୍ସମ୍ୟାନ୍‌ ଶତକ ହାସଲ କରିଥିଲେ । ଦୁଇ ଓପ୍ନର ଆବିଦ୍‌ ଅଲୀ(174) ଏବଂ ସାନ୍‌ ମାସୁଦ୍‌(135) ପ୍ରଥମ ଓ୍ବିକେଟ୍‌ରେ 278 ରନ୍‌ ଯୋଡିଥିଲେ । ପରେ ଅଧିନାୟକ ଆଝାର ଅଲୀ (118) ଏବଂ ବାବର ଆଜାମ(100) ଶତକ ହାସଲ କରିବାରୁ ପାକିସ୍ତାନ 3 ଓ୍ବିକେଟ୍‌ ବିନିମୟରେ 555 ରନ୍‌ ସଂଗ୍ରହ କରିଥିଲା । 476 ରନ୍‌ର ବିଜୟ ଲକ୍ଷ୍ୟରେ ବ୍ୟାଟ୍ସମ୍ୟାନଙ୍କ ବିଫଳତା କାରଣରୁ ଶ୍ରୀଲଙ୍କା 212 ରନ୍‌ରେ ସମସ୍ତ ଓ୍ବିକେଟ ହରାଇଥିଲା । ଶ୍ରୀଲଙ୍କା ପକ୍ଷରୁ ଓସାଡା ଫର୍ଣ୍ଣାଣ୍ଡୋ(102) ଶତକ ହାସଲ କରିଥିଲେ ମଧ୍ୟ ଅନ୍ୟ ବ୍ୟାଟ୍ସମ୍ୟାନଙ୍କ ବିଫଳତାରୁ ଦଳ ପରାଜୟ ବରଣ କରିଥିଲା । ଆବିଦ୍‌ ଅଲୀଙ୍କୁ ମ୍ୟାଚ୍‌ର ଶ୍ରେଷ୍ଠ ଖେଳାଳି ଘୋଷଣା କରାଯାଇଥିଲା । (ଏଜେନ୍ସୀ)

pakistan srilanka test
Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରମ୍ଫଙ୍କ ହତ୍ୟା ପାଇଁ ପୁରସ୍କାର ଘୋଷଣା କଲା ଇରାନ ସମର୍ଥିତ ଇରାକୀ ଆତଙ୍କବାଦୀ ସଂଗଠନ

July 17, 2026

ପାଞ୍ଚ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କଲା ଗୁଜୁରାଟ ATS: ଚାଞ୍ଚଲ୍ୟକର ଖୁଲାସା

July 17, 2026

ଟିମ୍ ଇଣ୍ଡିଆକୁ ବଡ଼ ଝଟକା: ଭାରତ ବନାମ ଇଂଲଣ୍ଡ ତୃତୀୟ ODIରୁ ବାଦ ପଡ଼ିବେ ଏହି ଖେଳାଳି 

July 17, 2026

Reliance Digital: ରିଲାଏନ୍ସ ଡିଜିଟାଲର ରଥଯାତ୍ରା ଉପଲକ୍ଷେ ଅଫର, ₹୭,୫୦୦ ପର୍ଯ୍ୟନ୍ତ ଉପହାର

July 17, 2026
Latest News

ଟ୍ରମ୍ଫଙ୍କ ହତ୍ୟା ପାଇଁ ପୁରସ୍କାର ଘୋଷଣା କଲା ଇରାନ ସମର୍ଥିତ ଇରାକୀ ଆତଙ୍କବାଦୀ ସଂଗଠନ

July 17, 2026

ପାଞ୍ଚ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କଲା ଗୁଜୁରାଟ ATS: ଚାଞ୍ଚଲ୍ୟକର ଖୁଲାସା

July 17, 2026

ଗୁଣ୍ଡିଚା ମନ୍ଦିର ଆଗରେ ତିନି ରଥ, ଶନିବାର ଦିନି ତିନିଠାକୁରଙ୍କ ଆଡପ ମଣ୍ଡପ ବିଜେ

July 17, 2026

ଟିମ୍ ଇଣ୍ଡିଆକୁ ବଡ଼ ଝଟକା: ଭାରତ ବନାମ ଇଂଲଣ୍ଡ ତୃତୀୟ ODIରୁ ବାଦ ପଡ଼ିବେ ଏହି ଖେଳାଳି 

July 17, 2026

ରାଜ୍ୟସଭାରେ ପ୍ରଥମେ ବନ୍ଦେ ମାତରମ୍ ବିଲ୍ ଆଗତ କରିବେ ଗୃହମନ୍ତ୍ରୀ: ଅପମାନ କଲେ ମିଳିବ କଠୋର ଦଣ୍ଡ 

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.