Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହାଇକୋର୍ଟରେ କୋଣାର୍କ ଓ ଜଗମୋହନ ମରାମତି ମାମଲା, ମେ ୪ରେ ହେବ ପରବର୍ତ୍ତୀ ଶୁଣାଣି
ଆଜିର ଖବର

ହାଇକୋର୍ଟରେ କୋଣାର୍କ ଓ ଜଗମୋହନ ମରାମତି ମାମଲା, ମେ ୪ରେ ହେବ ପରବର୍ତ୍ତୀ ଶୁଣାଣି

December 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

କଟକ, 23/12 : ଆଜି ହାଇକୋର୍ଟରେ କୋଣାର୍କ ଓ ଶ୍ରୀମନ୍ଦିରର ଜଗମୋହନ ମରାମତି ମାମଲାର ଶୁଣାଣି ହୋଇଛି । କୋଣାର୍କ ଓ ଶ୍ରୀମନ୍ଦିର ଜଗମୋହନ ମରାମତି ମାମଲା ଶୁଣାଣୀ ପାଇଁ ଏଏସଆଇ ମହାନିର୍ଦ୍ଦେଶକ ହାଇକୋର୍ଟରେ ହାଜର ହୋଇଛନ୍ତି ।  ବାତ୍ୟା ଫୋନିରେ ଶ୍ରୀମନ୍ଦିର ଗର୍ଭଗୃହ, ଜଗମୋହନ ଓ ସୂର୍ଯ୍ୟ ମନ୍ଦିର କ୍ଷୟକ୍ଷତିର ମରାମତି ନେଇ ଏଏସଆଇକୁ ଦାୟିତ୍ୱ ଦିଆଯାଇଥିଲା । ଏହା ଉପରେ ଆଜି ହାଇକୋର୍ଟରେ ଶୁଣାଣୀ କରାଯାଇ ଆସନ୍ତା ୪ ମାସ ମଧ୍ୟରେ ନାଟ ମଣ୍ଡପ ମରାମତି ଶେଷ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।  କୋଣାର୍କ ମନ୍ଦିର ମରାମତି  ତଥା ସୁରକ୍ଷା ନେଇ କ’ଣ ସବୁ ଯୋଜନା ପ୍ରସ୍ତୁତ ହୋଇଛି ତାହା ବିଷୟରେ ଜଣାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତା ମେ ୪ ତାରିଖରେ ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ସଠିକ୍ ସୂଚନା ହିଁ ସରକାର ଓ ଜନତାଙ୍କ ମଧ୍ୟରେ ବିଶ୍ୱାସର ଆଧାର: ଅତିରିକ୍ତ ମହାନିର୍ଦ୍ଦେଶକ

August 5, 2026

ଡିପଫେକ୍ ଏବଂ ଶିଶୁ ଯୌନ ନିର୍ଯାତନା ବିଷୟବସ୍ତୁ ମାମଲା: କ୍ଷମା ମାଗିଲେ ମାର୍କ ଜୁକରବର୍ଗ

August 5, 2026

ବିପଦରେ ଅଗରକରଙ୍କ ଚାକିରି: ରୋହିତ ଶର୍ମା ଏହାର କାରଣ

August 5, 2026

ଇ-୨୦ ଡିପଫେକ୍ ମାମଲା: ନୀତିନ ଗଡକରୀଙ୍କ ସପକ୍ଷରେ ରାୟ ଦେଲେ ହାଇକୋର୍ଟ

August 5, 2026
Latest News

ସଠିକ୍ ସୂଚନା ହିଁ ସରକାର ଓ ଜନତାଙ୍କ ମଧ୍ୟରେ ବିଶ୍ୱାସର ଆଧାର: ଅତିରିକ୍ତ ମହାନିର୍ଦ୍ଦେଶକ

August 5, 2026

ଡିପଫେକ୍ ଏବଂ ଶିଶୁ ଯୌନ ନିର୍ଯାତନା ବିଷୟବସ୍ତୁ ମାମଲା: କ୍ଷମା ମାଗିଲେ ମାର୍କ ଜୁକରବର୍ଗ

August 5, 2026

ବିପଦରେ ଅଗରକରଙ୍କ ଚାକିରି: ରୋହିତ ଶର୍ମା ଏହାର କାରଣ

August 5, 2026

ଇ-୨୦ ଡିପଫେକ୍ ମାମଲା: ନୀତିନ ଗଡକରୀଙ୍କ ସପକ୍ଷରେ ରାୟ ଦେଲେ ହାଇକୋର୍ଟ

August 5, 2026

NEET-UG ପ୍ୟାଟର୍ନରେ ବଡ଼ ପରିବର୍ତ୍ତନ: ସୁପ୍ରିମକୋର୍ଟଙ୍କ ସମ୍ମୁଖରେ ଯୋଜନା ପ୍ରକାଶ କଲେ ସରକାର

August 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.