Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଗୀତା ଗୋପୀନାଥ : ଅର୍ଥନୈତିକ ମାନ୍ଦାବସ୍ଥାକୁ ନେଇ ଆଲୋଚନା
ଆଜିର ଖବର

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଗୀତା ଗୋପୀନାଥ : ଅର୍ଥନୈତିକ ମାନ୍ଦାବସ୍ଥାକୁ ନେଇ ଆଲୋଚନା

December 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ,24/12 : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠିର ମୁଖ୍ୟ ପରାମର୍ଶଦାତା ଗୀତା ଗୋପୀନାଥ । ଫିକିର 92 ତମ ବାର୍ଷିକ ସମ୍ମିଳନୀରେ ଯୋଗ ଦେବାକୁ ଆସିଥିବା ଗୋପୀନାଥ ସୋମବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି । ଭାରତୀୟ ଅର୍ଥନୀତିରେ ଦେଖା ଦେଇଥିବା ଶୀଥିଳତା ନେଇ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା । ଏହି ବୈଠକ ନେଇ ମୋଦି ଏବଂ ଗୋପୀନାଥଙ୍କ ଏକ ଫଟୋ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ବିଟ୍ଟର ଜରିଆରେ ସେୟାର କରାଯାଇଛି । ଏହି ବୈଠକ ପରେ ଗୀତା କହିଛନ୍ତି ବିଶ୍ବର ଅର୍ଥନୈତିକ ମାନ୍ଦାବସ୍ଥା ଦ୍ବାରା ଭାରତର ଅର୍ଥନୀତି ଗଭୀର ଭାବରେ ପ୍ରଭାବିତ ହୋଇଛି । ଏହା ସହିତ ସରକାରଙ୍କ ଅର୍ଥନୈତିକ ନିଷ୍ପତ୍ତି ମଧ୍ୟ ଏପରି ପରସ୍ଥିତି ପାଇଁ ଦାୟୀ । ଭାରତ ପକ୍ଷରୁ ଅର୍ଥନୈତିକ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି ମାତ୍ର ଏହି ପଦକ୍ଷେପ ଦୀର୍ଘସୂତ୍ରୀ ହେବା ଆବଶ୍ୟକ । ଏହା ସହିତ ଜିଏସ୍‌ଟିକୁ ଗୋପୀନାଥ ପ୍ରଶଂସା କରିଥିଲେ ।

economicslowdown imf Modi
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଆଇସିଟି ର ଅଭିବୃଦ୍ଧି ଏବଂ ସମ୍ପ୍ରସାରଣ ଯୋଜନାର ସମୀକ୍ଷା

March 19, 2026

ଆଜି ବିଶେଷ ଦିନ!: ଏକା ସାଙ୍ଗରେ ପଡୁଛି ଅନେକ ବଡ଼ ପର୍ବ, ବ୍ରତ ଏବଂ ଦୁର୍ଲଭ ସଂଯୋଗ

March 19, 2026

ଆଜି ମାର୍ଚ୍ଚ ୧୯ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ: ଜାଣନ୍ତୁ ରାଶିଫଳ

March 19, 2026

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026
Latest News

ଆଇଆଇସିଟି ର ଅଭିବୃଦ୍ଧି ଏବଂ ସମ୍ପ୍ରସାରଣ ଯୋଜନାର ସମୀକ୍ଷା

March 19, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରାଳୟ ସାମ୍ବାଦିକ ସମ୍ମିଳନୀ

March 19, 2026

ଆଜି ବିଶେଷ ଦିନ!: ଏକା ସାଙ୍ଗରେ ପଡୁଛି ଅନେକ ବଡ଼ ପର୍ବ, ବ୍ରତ ଏବଂ ଦୁର୍ଲଭ ସଂଯୋଗ

March 19, 2026

ଆଜି ମାର୍ଚ୍ଚ ୧୯ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ: ଜାଣନ୍ତୁ ରାଶିଫଳ

March 19, 2026

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.