Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିଏଏ ଏବଂ ଏନ୍‌ଆରସିକୁ ନେଇ ଦେଶବାସୀଙ୍କୁ ଭ୍ରମିତ କରୁଛନ୍ତି ମୋଦୀ : ଓଓ୍ବେସୀ
ଆଜିର ଖବର

ସିଏଏ ଏବଂ ଏନ୍‌ଆରସିକୁ ନେଇ ଦେଶବାସୀଙ୍କୁ ଭ୍ରମିତ କରୁଛନ୍ତି ମୋଦୀ : ଓଓ୍ବେସୀ

December 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ହାଇଦ୍ରାବାଦ,24/12 : ନାଗରିକତ୍ବ ସଂଶୋଧନ ଆଇନ (ସିଏଏ) ଏବଂ ରାଷ୍ଟ୍ରୀୟ ନାଗରିକ ପଞ୍ଜୀକରଣ (ଏନ୍‌ଆର୍‌ସି)କୁ ନେଇ ମୋଦି ଦେଶବାସୀଙ୍କୁ ଭ୍ରମିତ କରୁଛନ୍ତି ବୋଲି ଏଆଇଏମ୍‌ଆଇଏମ୍‌ ମୁଖ୍ୟ ଅସଦ୍ଦୁଦ୍ଦିନ ଓଓ୍ବେସୀ କହିଛନ୍ତି । ହାଇଦ୍ରାବାଦରେ ଓଓ୍ବେସୀ ଏକ ସମାମ୍ବାଦିକ ସମ୍ମିଳନୀ କରି ଏହା କହିଛନ୍ତି । ଏହା ଗୃହମନ୍ତ୍ରୀ ଅମିତ ଶାହା ମିଛ କହୁଛନ୍ତି କିମ୍ବା ମୋଦି ଜନସାଧାରଣଙ୍କ ସହିତ ଛଳନା କରୁଛନ୍ତି ଏହା ମୁଁ ଜାଣିବାକୁ ଚାହୁଁଛି ବୋଲି ଓଓ୍ବେସୀ କହିଛନ୍ତି । ରାମଲୀଲା ମୈଦାନରେ ନିଜର ଅଭିଭାଷଣରେ ମୋଦି କହିଥିଲେ କି ସିଏଏ ଏବଂ ଏନ୍‌ଆରସି ଦେଶର ମୁସଲିମ୍‌ଙ୍କ ପାଇଁ ଲାଗୁ କରାଯିବ ନାହିଁ । ସିଏଏକୁ ନେଇ ବିଜେପି ଦେଶବାସୀଙ୍କୁ ଅନ୍ଧାରରେ ରଖିଥିବା ବେଳେ ଏନ୍‌ଆରସି ଲାଗୁ କରିବାକୁ ଚେଷ୍ଟା କରୁଥିବା ବେଳେ ମୋଦୀଙ୍କ ଏହି ମନ୍ତବ୍ୟ କିଛି ବୁଝା ପଡୁନାହିଁ । ଏନ୍‌ଆରସି ଲାଗୁ କରାଗଲେ ସମଗ୍ର ଦେଶରେ ଲୋକଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ ବୋଲି ଓଓ୍ବେସୀ କହିଛନ୍ତି । (ଏଜେନ୍ସୀ)

caa Modi NRC owaisi saha
Share. Facebook Twitter LinkedIn Email WhatsApp Copy Link

Related Posts

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026

ପ୍ରବାସୀ ଓଡ଼ିଆଙ୍କ ଗୁଜୁରାଟର ଅଙ୍କଲେଶ୍ୱରରେ ଓଡ଼ିଆ ନୂତନ ବର୍ଷ ପାଳିତ

April 23, 2026

ଭିଡିଓ ଭାଇରାଲ କରି ୫ ଗିରଫ

April 23, 2026
Latest News

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026

ପ୍ରବାସୀ ଓଡ଼ିଆଙ୍କ ଗୁଜୁରାଟର ଅଙ୍କଲେଶ୍ୱରରେ ଓଡ଼ିଆ ନୂତନ ବର୍ଷ ପାଳିତ

April 23, 2026

ଭିଡିଓ ଭାଇରାଲ କରି ୫ ଗିରଫ

April 23, 2026

୪, ୬୨୩ ଜଣଙ୍କୁ ମିଳିଲା ନିଯୁକ୍ତି

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.