Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀରେ ପୁଣି ଭୟାବହ ଅଗ୍ନିକାଣ୍ଡ : 22 ଦମକଳ ଗାଡି ନିୟୋଜିତ
ଆଜିର ଖବର

ଦିଲ୍ଲୀରେ ପୁଣି ଭୟାବହ ଅଗ୍ନିକାଣ୍ଡ : 22 ଦମକଳ ଗାଡି ନିୟୋଜିତ

December 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ,24/12 : ଦୁଇ ଦିନ ତଳେ କିରାରୀ ଅଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ ଘଟି 9 ଜଣଙ୍କର ପ୍ରାଣହାନି ଘଟିଥିବା ବେଳେ ମଙ୍ଗଳବାର ଦିନ ପୁଣି ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଦିଲ୍ଲୀର ନରେଲା ଶିଳ୍ପାଞ୍ଚଳରେ ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ଘଟିବାରୁ ଏହି ଭୟାବହ ଅଗ୍ନିକାଣ୍ଡ ଘଟିଛି । ମଙ୍ଗଳବାର ଭୋର 4.52 ମିନିଟ୍‌ରେ ଏହି ଅଗ୍ନିକାଣ୍ଡ ଘଟିଥିବା ବେଳେ ଦିଲ୍ଳୀ ଅଗ୍ନିଶମ ବିଭାଗର 22ଟି ଦମକଳ ଗାଡି ଘଟଣାସ୍ଥଳରେ ନିୟୋଜିତ ଅଛନ୍ତି । ଘଟଣାସ୍ଥଳରେ କେହି ମୃତାହତ ହୋଇନଥିବା ବେଳେ କେବଳ ତିନି ଜଣ ଅଗ୍ନିଶମ କର୍ମଚାରୀ ସାମାନ୍ୟ ଆହତ ହୋଇଥିବା ନେଇ ଅଗ୍ନିଶମ ଡିଜି ଅତୁଲ ଗର୍ଗ ସୂଚନା ଦେଇଛନ୍ତି ।  (ଏଜେନ୍ସୀ)

delhi
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026

୫ ଦିନିଆ ଅଭିଯାନରେ ପୋଲିସକୁ ବ୍ୟାପକ ସଫଳତା: ୧୭୭୧ ଗିରଫ, ବିପୁଳ ପରିମାଣର ଗଞ୍ଜେଇ ଜବତ

May 17, 2026

ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର: ଦୁଇ ଅଟକ 

May 17, 2026

ଭାରତ ପାଇଁ ଆଶ୍ବସ୍ତିକର ଖବର: ହର୍ମୁଜ୍ ପାର ହୋଇ ଭାରତରେ ପହଞ୍ଚିଲା ଆଉ ଏକ ଏଲପିଜି ଟ୍ୟାଙ୍କର

May 17, 2026
Latest News

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026

ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ, ରାଜ୍ୟ ନେତାଗଣ ବେଶ ଚଳଚଞ୍ଚଳ

May 17, 2026

ସିନ୍ଧୁ ଜଳ ଚୁକ୍ତିନାମା ଉପରେ ଅନ୍ତର୍ଜାତୀୟ ନ୍ୟାୟାଳୟର ନିଷ୍ପତ୍ତିକୁ ଭାରତର ପ୍ରତ୍ୟାଖ୍ୟାନ: ପାକିସ୍ତାନକୁ ଚେତାବନୀ

May 17, 2026

୫ ଦିନିଆ ଅଭିଯାନରେ ପୋଲିସକୁ ବ୍ୟାପକ ସଫଳତା: ୧୭୭୧ ଗିରଫ, ବିପୁଳ ପରିମାଣର ଗଞ୍ଜେଇ ଜବତ

May 17, 2026

ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର: ଦୁଇ ଅଟକ 

May 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.