Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା 27 ତାରିଖରେ ଓଡିଶା ଆସୁଛନ୍ତି ଉପରାଷ୍ଟ୍ରପତି ଏମ ଭେଙ୍କେୟା ନାଇଡୁ
ଆଜିର ଖବର

ଆସନ୍ତା 27 ତାରିଖରେ ଓଡିଶା ଆସୁଛନ୍ତି ଉପରାଷ୍ଟ୍ରପତି ଏମ ଭେଙ୍କେୟା ନାଇଡୁ

December 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର, 24/12: ଆସନ୍ତା 27 ତାରିଖରେ ଓଡିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି ଏମ ଭେଙ୍କେୟା ନାଇଡୁ। ସେଦିନ ସେ ବଲାଙ୍ଗୀରରେ ଆୟୋଜିତ ଦୁଇଟି କାଯ୍ୟକ୍ରମରେ ଯୋଗ ଦେବେ ବୋଲି ଜଣାପଡିଛି। ଶୁକ୍ରବାର ସକାଳ 9ଟା 20 ମିନିଟରେ ଉପରାଷ୍ଟ୍ରପତି ବଲାଙ୍ଗିରର ଏଲପିଜି ବଟଲିଂ ପ୍ଲାଣ୍ଟର ଲୋକାର୍ପଣ ଉତ୍ସବରେ ଯୋଗଦେବେ। ଏହାପରେ ସେ ରାଜେନ୍ଦ୍ର ସ୍ବଂୟଚାଳିତ କଲେଜର ପ୍ଲାଣ୍ଟିନିୟମ ଜୁବୁଲି କାର୍ଯ୍ୟକ୍ରମରେ ଯୋଗ ଦେବେ। ଦିନ 10ଟା 35 ମିନଟରେ ଉପରାଷ୍ଟ୍ରପତି ଗାନ୍ଧୀ ଷ୍ଟାଡିୟମରେ ଆୟୋଜିତ ଏକ ସଭାରେ ଛାତ୍ରଛାତ୍ରୀଙ୍କୁ ଦୀକ୍ଷାନ୍ତ ଭାଷଣ ଦେବେ। ତାଙ୍କ ଗସ୍ତକୁ ନଜରରେ ରଖି ବଲାଙ୍ଗିର ଜିଲ୍ଲା ପ୍ରଶାସନ ତରଫରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।

ଉପରାଷ୍ଟ୍ରପତି ଏମ ଭେଙ୍କେୟା ନାଇଡୁ ଓଡିଶା
Share. Facebook Twitter LinkedIn Email WhatsApp Copy Link

Related Posts

ରସାଳପୁର କଲେଜରେ ନିଶାମୁକ୍ତ ଭାରତ ଅଭିଯାନ ଆୟୋଜିତ

August 20, 2026

ପଞ୍ଜାବରେ ବିଜେପି-ଅକାଳୀ ଦଳ ମେଣ୍ଟ?: ସଂକେତ ଦେଲେ ହରସିମରତ କୌର

August 20, 2026

ସୋଆ ପକ୍ଷରୁ ସଂକ୍ରମଣ ନିୟନ୍ତ୍ରଣ ରଣନୀତି ସମ୍ପର୍କିତ କମର୍ଶାଳା

August 20, 2026

ହକି ବିଶ୍ୱକପ-୨୦୨୬: ଭାରତର ପରବର୍ତ୍ତୀ ମ୍ୟାଚ୍ କେବେ ଓ କେଉଁ ଦଳ ସହିତ ମୁକାବିଲା ହେବ?

August 20, 2026
Latest News

ରସାଳପୁର କଲେଜରେ ନିଶାମୁକ୍ତ ଭାରତ ଅଭିଯାନ ଆୟୋଜିତ

August 20, 2026

ପଞ୍ଜାବରେ ବିଜେପି-ଅକାଳୀ ଦଳ ମେଣ୍ଟ?: ସଂକେତ ଦେଲେ ହରସିମରତ କୌର

August 20, 2026

ସୋଆ ପକ୍ଷରୁ ସଂକ୍ରମଣ ନିୟନ୍ତ୍ରଣ ରଣନୀତି ସମ୍ପର୍କିତ କମର୍ଶାଳା

August 20, 2026

Raksha Bandhan: ଏଥର ରକ୍ଷା ବନ୍ଧନ କେବେ? ଅଗଷ୍ଟ ୨୭ ନା ୨୮ ତାରିଖ, ଶୁଭ ମୁହୁର୍ତ୍ତ କେତେବେଳେ

August 20, 2026

ହକି ବିଶ୍ୱକପ-୨୦୨୬: ଭାରତର ପରବର୍ତ୍ତୀ ମ୍ୟାଚ୍ କେବେ ଓ କେଉଁ ଦଳ ସହିତ ମୁକାବିଲା ହେବ?

August 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.