Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅର୍ଥନୀତିରେ ସୁଧାର ନଆସିଲେ ବିଜେପି ମୁକ୍ତ ଭାରତ ସମ୍ଭବ : ସ୍ବାମୀ
ଆଜିର ଖବର

ଅର୍ଥନୀତିରେ ସୁଧାର ନଆସିଲେ ବିଜେପି ମୁକ୍ତ ଭାରତ ସମ୍ଭବ : ସ୍ବାମୀ

December 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, 24/12 : ଝାରଖଣ୍ଡରେ ବିଜେପିର ପରିଚୟ ନେଇ ବିଜେପିର ବରିଷ୍ଠ ନେତା ସୁବ୍ରମଣ୍ୟମ ସ୍ବାମୀ ମତ ରଖିଛନ୍ତି । ବିଜେପି ସର୍ବଦା କଂଗ୍ରେସ ମୁକ୍ତ ଭାରତ ସମ୍ପର୍କରେ ଆଲୋଚନା କରୁଥିବା ବେଳେ ପ୍ରଥମ ଥର ପାଇଁ କଂଗ୍ରେସ ଏବଂ ଅନ୍ୟ ରାଜନୈତିକ ଦଳ ପକ୍ଷରୁ ବିଜେପି ମୁକ୍ତ ଭାରତର ନାରା ଦିଆଯାଇଛି । ଯଦି କେନ୍ଦ୍ର ସରକାର ଅର୍ଥନୈତିକ ବ୍ୟବସ୍ଥାରେ ସୁଧାର ନ କରନ୍ତି ତେବେ ବିଜେପି ମୁକ୍ତ ଭାରତ ସମ୍ଭବ ବୋଲି ସ୍ବାମୀ ପ୍ରକାଶ କରିଛନ୍ତି । ଅର୍ଥନୀତିକୁ ସୁଧାରିବା ପାଇଁ କେନ୍ଦ୍ର ସରକାରଙ୍କୁ କିଛି କଡା ପଦକ୍ଷେପ ଗ୍ରହଣ କରିବାକୁ ପଡିବ ନଚେତ୍‌ କଂଗ୍ରେସର ନାରା ସଫଳ ହେବାରେ ସମୟ ଲାଗିବ ନାହିଁ ବୋଲି ସ୍ବାମୀ କହିଛନ୍ତି । ମଙ୍ଗଳବାର ଦଳର ବରିଷ୍ଠ ନେତା ମାନଙ୍କୁ ଚେତାବନୀ ଦେଇ ସ୍ବାମୀ କହିଛନ୍ତି ଦେଶର ଅର୍ଥନୀତିକୁ ସୁଧାରିବାକୁ ପଡିବ । ଏହା ସହିତ ନରେନ୍ଦ୍ର ମୋଦୀଙ୍କ ଉପଦେଷ୍ଟାଙ୍କୁ ସ୍ବାମୀ ସମାଲୋଚନା କରିଛନ୍ତି । ଦେଶର ଅର୍ଥନୈତିକ ବିଧିବ୍ୟବସ୍ଥାକୁ ନେଇ ମୋଦିଙ୍କୁ ଉପଦେଷ୍ଟା ମଣ୍ଡଳୀ ଅନ୍ଧାରରେ ରଖୁଛନ୍ତି ବୋଲି ସ୍ବାମୀ ଅଭିଯୋଗ କରିଛନ୍ତି । (ଏଜେନ୍ସୀ)

subramanyamswami
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ର‌୍ୟାଙ୍କିଙ୍ଗସ୍‌-୨୦୨୬: ମହତ୍ୱପୂ୍‌ର୍ଣ୍ଣ ସ୍ଥାନରେ ସୋଆ

April 1, 2026

ଗ୍ରୀଷ୍ମ ଋତୁରେ ଯାତ୍ରୀ ଚାହିଦା ପୂରଣ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ସେବାରେ ସମ୍ପ୍ରସାରଣ

April 1, 2026

ଚଣ୍ଡିଗଡ଼: ବିଜେପି କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ

April 1, 2026

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ବଡ଼ ଆଶ୍ଵସ୍ତି: ଫୌଜଦାରୀ ମାନହାନି ମାମଲା ଖାରଜ କଲେ କୋର୍ଟ

April 1, 2026
Latest News

କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ର‌୍ୟାଙ୍କିଙ୍ଗସ୍‌-୨୦୨୬: ମହତ୍ୱପୂ୍‌ର୍ଣ୍ଣ ସ୍ଥାନରେ ସୋଆ

April 1, 2026

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ’ ର ସିଦ୍ଧେଶ୍ୱରୀ ମଣ୍ଡଳ ପ୍ରଶିକ୍ଷଣ ବର୍ଗ ଉଦଘାଟିତ

April 1, 2026

ଗ୍ରୀଷ୍ମ ଋତୁରେ ଯାତ୍ରୀ ଚାହିଦା ପୂରଣ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ସେବାରେ ସମ୍ପ୍ରସାରଣ

April 1, 2026

ଚଣ୍ଡିଗଡ଼: ବିଜେପି କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ

April 1, 2026

ଭୁବନେଶ୍ୱର ରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.