Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୋଦି ସରକାରଙ୍କ କ୍ୟାବିନେଟ୍‌ ବୈଠକ : ଏନ୍‌ପିଆରକୁ ମଞ୍ଜୁରୀ
ଆଜିର ଖବର

ମୋଦି ସରକାରଙ୍କ କ୍ୟାବିନେଟ୍‌ ବୈଠକ : ଏନ୍‌ପିଆରକୁ ମଞ୍ଜୁରୀ

December 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ,24/12 : ନୂଆଦିଲ୍ଲୀରେ ମୋଦି ସରକାରଙ୍କ ପକ୍ଷରୁ ଏକ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହୋଇଯାଇଛି । ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏନ୍‌ପିଆରକୁ ମଞ୍ଜୁରୀ ମିଳିଛି । ଦେଶରେ ସିଏଏ ଏବଂ ଏନ୍‌ଆରସିକୁ ନେଇ ବିରୋଧ ଏବଂ ଆନ୍ଦୋଳନ ଲାଗି ରହିଥିବା ବେଳେ ଏହା ମଧ୍ୟରେ ସରକାର ଏନ୍‌ପିଆରକୁ ମଞ୍ଜୁରୀ ଦେଇଛନ୍ତି । ମଙ୍ଗଳବାର କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଜନଗଣନା(ଏନ୍‌ପିଆର) ନିମନ୍ତେ ସରକାର 8700 କୋଟିର ବଜେଟ୍‌ ନିର୍ଦ୍ଧାରଣ କରାଯାଇଛି । ମୋଦିଙ୍କ ବ୍ୟତିତ ଗୃହମନ୍ତ୍ରୀ ଅମିତ ଶାହା ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏହି ବୈଠକରେ ଉପସ୍ଥିତ ଥିଲେ । (ଏଜେନ୍ସୀ)

caa cabinet Modi npr NRC
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.