Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅକଲାଣ୍ଡ ଓପନ୍‌ : ଏକତ୍ର ଖେଳିବେ ଓ୍ବୋଜ୍‌ନିଆକି-ସେରେନା
ଆଜିର ଖବର

ଅକଲାଣ୍ଡ ଓପନ୍‌ : ଏକତ୍ର ଖେଳିବେ ଓ୍ବୋଜ୍‌ନିଆକି-ସେରେନା

December 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ,24/12 : ଅକଲାଣ୍ଡ ଓପନ ଟେନିସ ଟୁର୍ଣ୍ଣାମେଣ୍ଟରେ ଶେଷଥର ପାଇଁ ଏକତ୍ର ନଜର ଆସିବାକୁ ଯାଉଛନ୍ତି ଦୁଇ ପୂର୍ବତନ ଏକ ନମ୍ବର ଖେଳାଳି କାରୋଲିନ୍‌ ଓଜ୍‌ନିଆକି ଏବଂ ସେରେନା ଓ୍ବିଲିୟମ୍ସ । କ୍ୟାରିୟରର ଅନ୍ତିମ ଟୁର୍ଣ୍ଣାମେଣ୍ଟ ହୋଇଥିବାରୁ ଓ୍ବୋଜ୍‌ନିଆକିଙ୍କ ଘନିଷ୍ଠ ବନ୍ଧୁ ସେରେନା ଏହି ଟୁର୍ଣ୍ଣାମେଣ୍ଟରେ ଖେଳିବା ପାଇଁ ସବୁଜ ସଙ୍କେତ ଦେଇଛନ୍ତି । 2017ରେ ଡେଭିଡ୍‌ ଲିଙ୍କୁ ବିବାହ ପରେ ଏକ ବର୍ଷ ପାଇଁ କୋର୍ଟରୁ ଦୂରେଇ ରହିଥିବା ପୂର୍ବତନ ଏକ ନମ୍ବର ଖେଳାଳି ଓ୍ବୋଜ୍‌ନିଆକି 2018ରେ ଅଷ୍ଟ୍ରେଲିଆନ୍‌ ଓପନ୍‌ରେ ବିଜୟୀ ହୋଇଥିଲେ । ଏହାପରେ ରୁମାଟଏଡ ଆର୍ଥାଇଟ୍ରିସ୍‌ରେ ପୀଡିତ ହେବା ସହିତ ଟେନିସ୍‌ରୁଅବସର ନେବା ନେଇ ଘୋଷଣା କରିଥିଲେ । ଅବସର ପୂର୍ବରୁ ଅକଲାଣ୍ଡ ଓପନ ଟେନିସ ଟୁର୍ଣ୍ଣାମେଣ୍ଟର ଯୁଗଳ ବର୍ଗରେ ସେରେନାଙ୍କ ସହିତ ଖେଳିବାକୁ ଯାଉଛନ୍ତି ଓ୍ବୋଜ୍‌ନିଆକି । (ଏଜେନ୍ସୀ)

serenawilliams
Share. Facebook Twitter LinkedIn Email WhatsApp Copy Link

Related Posts

ଜିମ୍ବାୱେ ବିପକ୍ଷରେ କେହଳିବେ ନାହିଁ ରିଙ୍କୁ ସିଂହ!: ଜାଣନ୍ତୁ କାହାକୁ ମିଳିବ ସୁଯୋଗ?

February 25, 2026

ରିଲାଏନ୍ସ ଫାଉଣ୍ଡେସନ ସହାୟତାରେ ଢେଙ୍କାନାଳର ସୋରଟ ଗାଁରେ ୨୦ ବର୍ଷ ପରେ ପୁଣି ଚାଷ ଆରମ୍ଭ

February 25, 2026

କେତେ ବଢିଲା ସୁନା ଓ ରୂପା ମୂଲ୍ୟ?: ଜାଣନ୍ତୁ ଆଜିର ଦର

February 25, 2026

କିପରି ପ୍ଲସ୍ ଜୋନ୍‌କୁ ଆସିବ ନେଟ୍ ରନ୍ ରେଟ୍?: ଜାଣନ୍ତୁ ଜିମ୍ବାୱେ ବିପକ୍ଷରେ ଭାରତର ସମୀକରଣ

February 25, 2026
Latest News

ଜିମ୍ବାୱେ ବିପକ୍ଷରେ କେହଳିବେ ନାହିଁ ରିଙ୍କୁ ସିଂହ!: ଜାଣନ୍ତୁ କାହାକୁ ମିଳିବ ସୁଯୋଗ?

February 25, 2026

ରିଲାଏନ୍ସ ଫାଉଣ୍ଡେସନ ସହାୟତାରେ ଢେଙ୍କାନାଳର ସୋରଟ ଗାଁରେ ୨୦ ବର୍ଷ ପରେ ପୁଣି ଚାଷ ଆରମ୍ଭ

February 25, 2026

“ଆମେ ନ୍ୟାୟପାଳିକାକୁ ବଦନାମ କରିବା ପାଇଁ ଦେବୁ ନାହିଁ…”: NCERT ପୁସ୍ତକ ଉପରେ CJI କ୍ଷୁବ୍ଧ

February 25, 2026

କେତେ ବଢିଲା ସୁନା ଓ ରୂପା ମୂଲ୍ୟ?: ଜାଣନ୍ତୁ ଆଜିର ଦର

February 25, 2026

କିପରି ପ୍ଲସ୍ ଜୋନ୍‌କୁ ଆସିବ ନେଟ୍ ରନ୍ ରେଟ୍?: ଜାଣନ୍ତୁ ଜିମ୍ବାୱେ ବିପକ୍ଷରେ ଭାରତର ସମୀକରଣ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.