Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ସରକାର ଗଢିବା ପାଇଁ ଦାବି ଉପସ୍ଥାପନ କରିବେ ହେମନ୍ତ ସୋରେନ୍‌
ଆଜିର ଖବର

ଆଜି ସରକାର ଗଢିବା ପାଇଁ ଦାବି ଉପସ୍ଥାପନ କରିବେ ହେମନ୍ତ ସୋରେନ୍‌

December 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଝାଡଖଣ୍ଡ, 24/12: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ୍‌)ର କାର୍ଯ୍ୟକାରୀ ଅଧ୍ୟକ୍ଷ ହେମନ୍ତ ସୋରେନ୍‌ ଆଜି ରାତ୍ର 8 ଘଟିକାରେ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କ ସାକ୍ଷାତ କରି ସରକାର ପାଇଁ ଦାବି ଉପସ୍ଥାପନ କରିବେ। ଦାବି ଉପସ୍ଥାପନ ପୂର୍ବରୁ କଂଗ୍ରେସ-ଜେଏମଏମ୍‌-ଆରଜେଡିର ଏକ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ମେଣ୍ଟର ସମସ୍ତ ବିଧାୟକ ଉପସ୍ଥିତ ରହିବେ। ସୋରେନ୍‌ଙ୍କୁ ଜେଏମଏମ ବିଧାୟକ ଦଳର ନେତା ନିର୍ବାଚିତ କରାଯାଇଛି।

ସୋରେନ୍‌ ଡିସେମ୍ବର 27ରେ ମୋରହାବାଦୀ ମଇଦାନଠାରେ ମୁଖ୍ୟମନ୍ତ୍ରୀ ପଦବୀର ଶପଥ ନେବେ। ହେମନ୍ତ ସୋରେନ୍‌ଙ୍କୁ ବାବୁଲାଲ୍‌ ମାରାଣ୍ଡିଙ୍କ ଦଳ ଝାଡଖଣ୍ଡ ବିକାଶ ମୋର୍ଚ୍ଚା (ଜେବିଏମ୍‌)ର ସମର୍ଥନ ମଧ୍ୟ ମିଳିଛି। ଦଳ ତରଫରୁ ନୂତନ ସରକାରକୁ ବିନା ସର୍ତ୍ତରେ ସମର୍ଥନ କରିବା ନେଇ ଘୋଷଣା କରାଯାଇଛି । ଆଜି ହେମନ୍ତ ସୋରେନ୍‌ ବାବୁଲାଲ ମାରାଣ୍ଡିଙ୍କ ସହ ସାକ୍ଷାତ କରିଥିଲେ। 81 ଆସନ ବିଶିଷ୍ଟ ଝାଡଖଣ୍ଡ ବିଧାନସଭା ନିର୍ବାଚନରେ ଜେଏମଏମ 30ଟି କଂଗ୍ରେସ 16ଟି ଓ ଆରଜେଡି ଗୋଟିଏ ଆସନ ମିଳିଛି । ବିଗତ ପାଞ୍ଚ ବର୍ଷ ଧରି କ୍ଷମତାରେ ରହିଥିବା ବିଜେପିକୁ ମାତ୍ର 25ଟି ଆସନ ମିଳିଛି

Share. Facebook Twitter LinkedIn Email WhatsApp Copy Link

Related Posts

ଭଉଣୀଙ୍କ ପାଇଁ ରାକ୍ଷୀ ଉପହାର: ରକ୍ଷାବନ୍ଧନରେ ମାଗଣା ‘ଆମ ବସ୍’ ସେବା

August 27, 2026

ନଭେମ୍ବର ୨୪ରୁ ବାଲିଯାତ୍ରା: ମହାନଦୀରେ ଜଳକ୍ରୀଡ଼ା ହେବ ମୁଖ୍ୟ ଆକର୍ଷଣ

August 27, 2026

କ୍ୟାଶ୍‌ଲେସ୍‌ ଚିକିତ୍ସାରେ କ୍ୟାଶ୍‌ର ଖେଳ! ଆୟୁଷ୍ମାନ ହିତାଧିକାରୀଙ୍କୁ ଟାର୍ଗେଟ୍‌ କରୁଛନ୍ତି ଘରୋଇ ହସ୍ପିଟାଲ?

August 26, 2026

କୃତ୍ରିମ ବୁଦ୍ଧିମତା ଓ ମାନବିକୀ ବିଜ୍ଞାନ ମଧ୍ୟରେ ସେତୁ ସ୍ଥାପନ ପାଇଁ ସୋଆରେ କମର୍ଶାଳା

August 26, 2026
Latest News

ଭଉଣୀଙ୍କ ପାଇଁ ରାକ୍ଷୀ ଉପହାର: ରକ୍ଷାବନ୍ଧନରେ ମାଗଣା ‘ଆମ ବସ୍’ ସେବା

August 27, 2026

ନଭେମ୍ବର ୨୪ରୁ ବାଲିଯାତ୍ରା: ମହାନଦୀରେ ଜଳକ୍ରୀଡ଼ା ହେବ ମୁଖ୍ୟ ଆକର୍ଷଣ

August 27, 2026

କ୍ୟାଶ୍‌ଲେସ୍‌ ଚିକିତ୍ସାରେ କ୍ୟାଶ୍‌ର ଖେଳ! ଆୟୁଷ୍ମାନ ହିତାଧିକାରୀଙ୍କୁ ଟାର୍ଗେଟ୍‌ କରୁଛନ୍ତି ଘରୋଇ ହସ୍ପିଟାଲ?

August 26, 2026

ଧର୍ମପରାୟଣ ସମାଜସେବୀ ମହିଳାଙ୍କ ପରଲୋକ

August 26, 2026

କୃତ୍ରିମ ବୁଦ୍ଧିମତା ଓ ମାନବିକୀ ବିଜ୍ଞାନ ମଧ୍ୟରେ ସେତୁ ସ୍ଥାପନ ପାଇଁ ସୋଆରେ କମର୍ଶାଳା

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.