Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜମ୍ମୁ କଶ୍ମୀରରୁ ଫେରିବେ ଅର୍ଦ୍ଧସୈନିକ ବଳର ୭୨ କମ୍ପାନୀ
ଆଜିର ଖବର

ଜମ୍ମୁ କଶ୍ମୀରରୁ ଫେରିବେ ଅର୍ଦ୍ଧସୈନିକ ବଳର ୭୨ କମ୍ପାନୀ

December 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
କାଶ୍ମୀର
କାଶ୍ମୀରରେ CIK ର ବଡ଼ ଧରଣର ଅପରେସନ, ଅନେକ ସ୍ଥାନରେ ଚଢାଉ ଜାରି
ନୂଆଦିଲ୍ଲୀ, 25/12: ଜମ୍ମ୍ମ କାଶ୍ମୀରରୁ ଅର୍ଦ୍ଧସୈନିକ ବଳର 72ଟି କମ୍ପାନୀକୁ ସରକାର ଫେରାଇ ଆଣିବାକୁ ନିଷ୍ପତ୍ତି ନେଇଛନ୍ତି । ଏଥିରେ ସିଆରପିଏଫ୍‌ର 24, ବିଏସ୍‌ଏଫ୍‌, ଆଇଟିବିପି, ସିଆଇଏସ୍‌ଏଫ୍‌ ଓ ଏସ୍‌ଏସ୍‌ବିର12-12 କମ୍ପାନୀ ସାମିଲ୍‌ ରହିଥିଲେ । ପ୍ରତ୍ୟେକ କମ୍ପାନୀରେ 90ରୁ 100 କର୍ମୀ ରହିଥିଲେ । ଘାଟିରେ ଏବେ ସ୍ବାଭାବିକ ଅବସ୍ଥାକୁ ଦେଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି ।  ଏବେ ଘାଟିରୁ 7000ରୁ ଅଧିକ ଅର୍ଦ୍ଧସୈନିକ ବଳ ଫେରାଇ ନିଆଯିବାର ଆଦେଶ ରହିଛି । କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ କରିବା ପରେ ପରିସ୍ଥିତିକୁ ଦୃଷ୍ଟିରେ ରଖି ବ୍ୟାପକ ସଂଖ୍ୟାରେ ସୁରକ୍ଷାବଳ ମୁତୟନ କରାଯାଇଥିଲା।ଜମ୍ମୁ କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ କରାଯିବା ପୂର୍ବରୁ କେନ୍ଦ୍ର ସରକାର ସମ୍ଭାବିତ ବିରୋଧ-ପ୍ରଦର୍ଶନକୁ ଦୃଷ୍ଟିରେ ରଖି ଘାଟୀରେ କଟକଣା ଲଗାଯାଇଥିଲା। ସେହିପରି କିଛି ସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ ମଜବୁତ କରି ଦିଆଯାଇଥିଲା। ଏହାକୁ ଧୀରେ ଧୀରେ ହଟାଇ ଦିଆଯାଉଛି। (ଏଜେନ୍ସି)
jammu kashmir
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Latest News

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.