Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସରକାରଙ୍କୁ ମିଳିଲା ଉଦ୍ଧବଙ୍କ ସାଥ୍‌ : ପ୍ରଧାନମନ୍ତ୍ରୀଙ୍କ ଉପରେ ଭରସା ରହିଛି
ଆଜିର ଖବର

ସରକାରଙ୍କୁ ମିଳିଲା ଉଦ୍ଧବଙ୍କ ସାଥ୍‌ : ପ୍ରଧାନମନ୍ତ୍ରୀଙ୍କ ଉପରେ ଭରସା ରହିଛି

December 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ, 25/12: ନାଗରିକତା ସଂଶୋଧନ ଆଇନ ଓ ଏନ୍‌ଆରସିକୁ ନେଇ ବିରୋଧୀ  ସରକାରଙ୍କୁ ଘେରିଥିବାବେଳେ ସେହିପରି ବିଜେପିର କିଛି ସହଯୋଗୀ ଦଳ ମଧ୍ୟ ବିରୋଧ କରିଛନ୍ତି । ଇତିମଧ୍ୟରେ ଶିବସେନା ପୁଣିଥରେ ସରକାରଙ୍କୁ ସମର୍ଥନ କରିବାର ନଜର ଆସିଛି । ଶିବସେନାର ମୁଖ୍ୟ ଉଦ୍ଧବ ଠାକ୍‌ରେ କହିଛନ୍ତି ଯେ, ରାମଲୀଲା ମଇଦାନରେ ପ୍ରଧାନମନ୍ତ୍ରୀ ଦେଇଥିବା ବୟାନ ଉପରେ ତାଙ୍କର ଭରସା ରହୈିଛି ।

ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ମୁସଲମାନ ନେତାଙ୍କ ସହିତ ସାକ୍ଷାତ କରି ବୟାନ ଦେଇ କହିଛନ୍ତି ଯେ, ମୋତେ ପ୍ରଧାନମନ୍ତ୍ରୀଙ୍କ କଥା ଉପରେ ଭରସା ଅଛି । ରାମଲୀଲା ମଇଦାନରେ ପ୍ରଧାନମନ୍ତ୍ରୀ ଦେଇଥିବା ମନ୍ତବ୍ୟ ଉପରେ ଶିବସେନା ଭରସା କରିଥିବାର କହିଛନ୍ତି ଉଦ୍ଧବ । ମୁସଲମାନ ନେତାଙ୍କ ସାକ୍ଷାତ ସମୟରେ ଉଦ୍ଧବଙ୍କ ସହିତ ସମାଜବାଦୀ ପାର୍ଟିର ନେତା ଅବୁ ଆଜ୍‌ମୀ ମଧ୍ୟ ସାମିଲ୍‌ ରହିଥିଲେ ।

ସୂଚନାଯୋଗ୍ୟ, ନାଗରିକତା ସଂଶୋଧନ ଆଇନ ବିରୁଦ୍ଧରେ ଦେଶର ବିଭିନ୍ନ ଅଞ୍ଚଳରେ ବିରୋଧ ପ୍ରଦର୍ଶନ ଜାରି ରହିଛି । ତେବେ ଗୃହମନ୍ତ୍ରୀ ଅମିତ୍‌ ଶାହା କହିଛନ୍ତି ଯେ, ନ୍ୟାସନାଲ୍‌ ପପୁଲେସନ୍‌ ରେଜିଷ୍‌ଟାର୍‌ (ଏନ୍‌ପିଆର) ଓ ଏନ୍‌ଆରସି ମଧ୍ୟରେ ଫରକ ରହିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାମଲୀଲା ମଇଦାନରେ ତାଙ୍କର ସରକାର ଏବେ ଏନ୍‌ଆରସିକୁ ନେଇ କୌଣସି ଆଲୋଚନା କରିନଥିବାର କହିଥିଲେ । (ଏଜେନ୍ସି)

caa narendramodi NRC udhavthakery
Share. Facebook Twitter LinkedIn Email WhatsApp Copy Link

Related Posts

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026
Latest News

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026

ପୁରୀ କୋରାପୁଟ ମଧ୍ୟରେ ଚାଲିବାକୁ ଥିବା ନୂଆ ଟ୍ରେନଟି କେଉଁ କେଉଁ ଷ୍ଟେସନରେ ରହିବ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.