Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏନ୍‌ପିଆରରେ ନାମ ନଥିଲେ ବି ନାଗରିକତା ବୈଧ ରହିବ : ଅମିତ୍‌ ଶାହା
ଆଜିର ଖବର

ଏନ୍‌ପିଆରରେ ନାମ ନଥିଲେ ବି ନାଗରିକତା ବୈଧ ରହିବ : ଅମିତ୍‌ ଶାହା

December 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, 25/12: ମୋଦି କ୍ୟାବିନେଟ୍‌ ଭାରତର ଜନଗଣନା 2021ର ପ୍ରକ୍ରିୟା ଆରମ୍ଭ କରିବା ପାଇଁ ରାଷ୍ଟ୍ରୀୟ ଜନସଂଖ୍ୟା ରେଜିଷ୍ଟାର (ଏନ୍‌ପିଆର)ର ମଞ୍ଜୁରୀ ଦେଇଛନ୍ତି । ଏହାକୁ ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍‌ ଶାହା କହିଛନ୍ତି ଯେ, ରାଷ୍ଟ୍ରୀୟ ଜନସଂଖ୍ୟା ରେଜିଷ୍ଟର (ଏନ୍‌ପିଆର) ଓ ରାଷ୍ଟ୍ରୀୟ ନାଗରିକତା ରେଜିଷ୍ଟର (ଏନ୍‌ଆରସି) ମଧ୍ୟରେ କୌଣସି ସମ୍ପର୍କ ନାହିଁ । ଆହୁରି ମଧ୍ୟ କହିଛନ୍ତି ଯେ, ଏନ୍‌ପିଆର୍‌ରେ ନାମ ନଥିଲେ ମଧ୍ୟ କାହାର ବି ନାଗରିକତ୍ବ ଅବୈଧ ହେବ ନାହିଁ । ବା ନାଗରିକତା ଯିବ ନାହିଁ । ଏହାକୁ ନେଇ ବିରୋଧୀ ଭ୍ରମ ସୃଷ୍ଟି କରାଉଛନ୍ତି । ସେହିପରି ସଂଖ୍ୟାଲଘୁଙ୍କୁ ଏନ୍‌ପିଆରକୁ ନେଇ ଡରିବାର କୌଣସି ଆବଶ୍ୟକତା ନାହିଁ । ସେହିପରି ଅମିତ୍‌ ଶାହା ପୂରା ଭାରତ ବର୍ଷରେ ଏନ୍‌ଆରସିକୁ ନେଇ ଚାଲିଥିବା ତର୍କର କିଛି ଆବଶ୍ୟକତା ନାହିଁ । କାରଣ ଏହା ଉପରେ କୌଣସି ଚର୍ଚ୍ଚା ହୋଇନଥିବା କହିଛନ୍ତି ଗୃହନ୍ତ୍ରୀ । ପ୍ରଧାନମନ୍ତ୍ରୀ ଠିକ୍‌ କହିଛନ୍ତି, ଏନ୍‌ଆରସିକୁ ନେଇ ଏପର୍ଯ୍ୟନ୍ତ ମନ୍ତ୍ରିମଣ୍ଡଳ ବା ସଂସଦରେ କିଛି ଚର୍ଚ୍ଚା ହୋଇନାହିଁ  ବୋଲି କହିଛନ୍ତି ଅମିତ୍ ଶାହା । (ଏଜେନ୍ସି)

amitshaha npr NRC
Share. Facebook Twitter LinkedIn Email WhatsApp Copy Link

Related Posts

ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

October 16, 2026

୮ ବର୍ଷ ପରେ ଓଡ଼ିଶାରେ ହୋଇଛି ଏବିଭିପିର ବିପୁଳ ବିଜୟ: ସାଧାରଣ ସମ୍ପାଦକ ବିରଞ୍ଚି ନାରାୟଣ ତ୍ରିପାଠୀ

October 16, 2026

୧୫ ବର୍ଷରେ ପାଦ ଥାପିଲା ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪

October 16, 2026

ଘରୋଇ କମ୍ପାନୀର ୯ କୋଟି ବକେୟା: ସରକାରୀ ସମ୍ପତ୍ତି ଆଟାଚ୍ ନିର୍ଦ୍ଦେଶ

October 16, 2026
Latest News

ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

October 16, 2026

୮ ବର୍ଷ ପରେ ଓଡ଼ିଶାରେ ହୋଇଛି ଏବିଭିପିର ବିପୁଳ ବିଜୟ: ସାଧାରଣ ସମ୍ପାଦକ ବିରଞ୍ଚି ନାରାୟଣ ତ୍ରିପାଠୀ

October 16, 2026

୧୫ ବର୍ଷରେ ପାଦ ଥାପିଲା ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪

October 16, 2026

ଘରୋଇ କମ୍ପାନୀର ୯ କୋଟି ବକେୟା: ସରକାରୀ ସମ୍ପତ୍ତି ଆଟାଚ୍ ନିର୍ଦ୍ଦେଶ

October 16, 2026

ପିଏମ୍-ସେତୁ: ଓଡ଼ିଶାର ୫ ଆଇଟିଆଇ ପାଇଁ ୨୪୦ କୋଟି ମଞ୍ଜୁର

October 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.