Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ
ଆଜିର ଖବର

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

December 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ,25/12: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ 95ତମ ଜୟନ୍ତୀ ଅବସରରେ ରାଷ୍ଟ୍ରୀ ସ୍ମୃତି ସ୍ଥଳରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ୍‌ ଶାହା, ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂ, ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ତଥା ବିଭିନ୍ନ ରାଜନୈତିକ ଦଳର ବରିଷ୍ଠ ନେତୃବୃନ୍ଦମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହି ଅବସରରେ ମୋଦି ହିନ୍ଦୀରେ ଏକ ମିନିଟ୍‌ର ଏକ ଭିଡିଓ ସନ୍ଦେଶ ଟୁଇଟ୍‌ କରିଛନ୍ତି । ଏହି ଭିଡିଓରେ ମୋଦି କହିଛନ୍ତି ଯେ, ବାଜପେୟୀଙ୍କ  ଶବ୍ଦମାନେ ଶକ୍ତିଶାଳୀ ଥିଲେ । କିନ୍ତୁ ତାଙ୍କ ନିରବତା ଅଧିକ ଶକ୍ତିଶାରୀ ରହିଥିଲା। ସେହିପରି ଗୃହମନ୍ତ୍ରୀ ଅମିତ୍‌ ଶାହା ଏକ ଟୁଇଟ୍‌ କରି କହିଛନ୍ତି ଯେ, ରାଷ୍ଟ୍ରବାଦୀ ଚିନ୍ତାଧାରା, ତ୍ରୁଟିହୀନ ଛବି ଓ ରାଷ୍ଟ୍ରକୁ ସମର୍ପିତ ଜୀବନ ସହିତ ଅଟଳଜୀ ଭାରତୀୟ ରାଜନୀତିରେ ଏକ ଅମିଳନ ଛାପ ପକାଇଛନ୍ତି । ଅଟଳଜୀଙ୍କ ଜୀବନ ବିଚାରଧାର ଓ ସିଦ୍ଧାନ୍ତ ଉପରେ ଆଧାରିତ ଥିଲା । ତାଙ୍କ ନେତୃତ୍ବରେ ଦେଶ ସୁଶାସନର ସ୍ବାଦ ଚାଖିଥିଲା । (ଏଜେନ୍ସି)



				
		
		
		
	
atalbihari bajapyee narendra modi president of india
Share. Facebook Twitter LinkedIn Email WhatsApp Copy Link

Related Posts

ଉନମୋଚିତ ହେଲା ରାଜନେତା ନିରଞ୍ଜନ ପଟ୍ଟନାୟକଙ୍କ ଆତ୍ମଜୀବନୀ ‘ସମୟ ସାକ୍ଷୀ’

July 2, 2026

ଗଜପତିରେ ଆନ୍ତଃରାଜ୍ୟ ଯୁବତୀ ଚୋରାଚାଲାଣ ରାକେଟ୍‌ର ପର୍ଦ୍ଦାଫାଶ, ୭ ଯୁବତୀ ଉଦ୍ଧାର; ୨ ଦଲାଲ ଗିରଫ

July 2, 2026

ହ୍ବାଟ୍‌ସଆପ୍‌ର ‘ୟୁଜରନେମ୍‌’ ଫିଚରକୁ ନେଇ ବଢ଼ିଲା ଚିନ୍ତା: କାହିଁକି ରୋକ ଲଗାଇବାକୁ କହିଲେ କେନ୍ଦ୍ର ସରକାର?

July 2, 2026

ଜୟଦେବ ବିହାର–ନନ୍ଦନକାନନ ରାସ୍ତାରେ ୬ଟି ଫ୍ଲାଏଓଭର ନିର୍ମାଣକୁ ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

July 2, 2026
Latest News

କିଏ ସେହି ଲାଲଜୀ ଦେଶାଇ, ଯିଏ ଓଡିଶା ପ୍ରଦେଶ କଂଗ୍ରେସର ହେଲେ ନୂଆ ପ୍ରଭାରୀ

July 2, 2026

ଉନମୋଚିତ ହେଲା ରାଜନେତା ନିରଞ୍ଜନ ପଟ୍ଟନାୟକଙ୍କ ଆତ୍ମଜୀବନୀ ‘ସମୟ ସାକ୍ଷୀ’

July 2, 2026

ରାଜ୍ୟ କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି, ୮ ବିଭାଗର ୧୨ ପ୍ରସ୍ତାବକୁ ମଞ୍ଜୁରି

July 2, 2026

‘ଜ୍ଞାନୋଦୟ–ଶିକ୍ଷାରୁ ସମୃଦ୍ଧି’: ଓଡ଼ିଶାରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷାର ନୂଆ ଅଧ୍ୟାୟ

July 2, 2026

ଗଜପତିରେ ଆନ୍ତଃରାଜ୍ୟ ଯୁବତୀ ଚୋରାଚାଲାଣ ରାକେଟ୍‌ର ପର୍ଦ୍ଦାଫାଶ, ୭ ଯୁବତୀ ଉଦ୍ଧାର; ୨ ଦଲାଲ ଗିରଫ

July 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.