Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାୟଗଡା ଗୁଣପୁର ତିଣ୍ଡିକୋଣା ଛକରେ ଦୁର୍ଘଟଣା : ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷଙ୍କ ମୃତ୍ୟୁ
ଆଜିର ଖବର

ରାୟଗଡା ଗୁଣପୁର ତିଣ୍ଡିକୋଣା ଛକରେ ଦୁର୍ଘଟଣା : ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷଙ୍କ ମୃତ୍ୟୁ

December 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
accident
accident

ସମୀକ୍ଷା ବ୍ୟୁରୋ

ରାୟଗଡା, 25/12: ରାୟଗଡ଼ା ଗୁଣପୁର ତିଣ୍ଡିକୋଣା ଛକରେ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ରାୟଗଡ଼ା ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁରୁଷୋତ୍ତମ ଗମାଙ୍ଗର ମୃତ୍ୟୁ ଘଟିଛି । ପୁରୁଷୋତ୍ତମ ଗତକାଲି (ମଙ୍ଗଳବାର)ବିଳମ୍ବିତ ରାତିରେ କୋର୍ଟରୁ ଘରକୁ ଫେରୁଥିବା ସମୟରେ ରାମନାଗୁଡ଼ା-ଗୁଣୁପୁର ରାସ୍ତାରେ ଦୁର୍ଘଟଣାର ଶିକାର ହୋଇଥିଲେ । ଦୁର୍ଘଟଣାରେ ଗୁରୁତର ଭାବରେ ଆହାତ ହୋଇଥିବା ପୁରୁଷୋତ୍ତମ ଗମାଙ୍ଗଙ୍କୁ ସ୍ଥାନୀୟଲୋକେ ଗୁରୁତର ଅବସ୍ଥାରେ ରାସ୍ତାରୁ ଉଦ୍ଧାର କରି ଶ୍ରୀକାକୁଲମ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ । ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।  ସୂଚନାଯୋଗ୍ୟ ଯେ, ୨୦୧୭ ମାର୍ଚ୍ଚ ୧୨ ତାରିଖରେ ହୋଇଥିବା ରାୟଗଡ଼ା ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦବୀ ଓ ନିର୍ବାଚନକୁ ରାୟଗଡ଼ା ଜିଲ୍ଲା ଦୌରାଜଜ୍‌ ସୋମ ଶେଖର ଜେନା ଗତକାଲି ପୁଣି ଅସିଦ୍ଧ ଘୋଷଣା କରିଥିଲେ ।

accident
Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Latest News

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.