Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବୁର୍କିନା ଫାସୋରେ ସେନାର ଆକ୍ରମଣ : 80 ଆତଙ୍କୀଙ୍କ ସହିତ 35 ସାଧାରଣ ନାଗରିକ ମୃତ
ଆଜିର ଖବର

ବୁର୍କିନା ଫାସୋରେ ସେନାର ଆକ୍ରମଣ : 80 ଆତଙ୍କୀଙ୍କ ସହିତ 35 ସାଧାରଣ ନାଗରିକ ମୃତ

December 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ,25/12 : ପଶ୍ଚିମ ଆଫ୍ରିକୀୟ ରାଷ୍ଟ୍ର ବୁର୍କିନା ଫାସୋରେ ସେନା ତରଫରୁ ଏକ ଆକ୍ରମଣ କରାଯାଇଛି । ଏହି ଆକ୍ରମଣରେ 80 ଜଣ ଆତଙ୍କବାଦୀ ପ୍ରାଣ ହରାଇଥିବା ବେଳେ 35 ଜଣ ସାଧାରଣ ନାଗରିକ ପ୍ରାଣ ହରାଇଛନ୍ତି । ଏହା ସହିତ ସେନାର 7 ଜଣ ଯବାନ ପ୍ରାଣ ହରାଇଥିବା ଜଣାପଡିଛି । ବୁର୍କିନା ଫାସୋର ସୋମ୍‌ର ଅର୍‌ବିଣ୍ଡାରେ ଏହି ଆକ୍ରମଣ ହୋଇଥିଲା । ନିହତ ସାଧାରଣ ନାଗରିକଙ୍କ ମଧ୍ୟରେ ସମସ୍ତ ମହିଳା ଥିବା ଜଣାପଡିଛି । ବୁର୍କିନା ଫାସୋର ରାଷ୍ଟ୍ରପତି ଏକ ସାମ୍ବାଦିକ ସମ୍ମିଳନୀ କରି ଏହି ଆକ୍ରମଣ ସମ୍ପର୍କରେ ସୂଚନା ଦେଇଛନ୍ତି । ମାଲି ଏବଂ ନାଇଜରର ସୀମାରେ ଅବସ୍ଥିତ ଏହି ରାଷ୍ଟ୍ରରେ 2015ରୁ ମୁସ୍‌ଲିମ୍‌ ଜେହାଦୀଙ୍କ ଦୌରାତ୍ମ୍ୟ ବୃଦ୍ଧି ପାଇବାରେ ଲାଗିଛି । ଏକ ବୃହତ ଆତଙ୍କୀ ସଙ୍ଗଠନ ଉପରେ ଆକ୍ରମଣ ସମୟରେ ଏହି କାଣ୍ଡ ଘଟିଥିବା ଜଣାପଡିଛି । (ଏଜେନ୍ସୀ)

terrorattack terrorists
Share. Facebook Twitter LinkedIn Email WhatsApp Copy Link

Related Posts

ଦିଲ୍ଲୀରେ CJP ର ପ୍ରତିବାଦ: ଆଶୁତୋଷ ରାଙ୍କା ଓ ସୌରଭ ଦାସ ଅଟକ

October 13, 2026

ନୂଆପଡ଼ାରେ ଚାଞ୍ଚଲ୍ୟ! ଗୋଟିଏ ଘରୁ ମିଳିଲା ନବଦମ୍ପତିଙ୍କ ମୃତଦେହ

October 13, 2026

ଚିନ୍ତା ବଢ଼ାଇଲା ଦରବୃଦ୍ଧି, ୫.୫୪%କୁ ବଢ଼ିଲା ଖୁଚୁରା ମୁଦ୍ରାସ୍ଫୀତି

October 13, 2026

SC-ST ସଂରକ୍ଷଣକୁ ନେଇ ବଡ଼ ରାୟ! ୫୬% କୋଟା ରଦ୍ଦ କଲେ ହାଇକୋର୍ଟ

October 13, 2026
Latest News

“ଉଭୟଙ୍କ ମଧ୍ୟରେ ସମ୍ପର୍କ…”: ପ୍ରଧାନମନ୍ତ୍ରୀ ମୋଦି ଏବଂ ଟ୍ରମ୍ପଙ୍କ ବିଷୟରେ ବଡ଼ ବୟାନ ଦେଲେ ସର୍ଜିଓ ଗୋର୍

October 13, 2026

ଦିଲ୍ଲୀରେ CJP ର ପ୍ରତିବାଦ: ଆଶୁତୋଷ ରାଙ୍କା ଓ ସୌରଭ ଦାସ ଅଟକ

October 13, 2026

ନୂଆପଡ଼ାରେ ଚାଞ୍ଚଲ୍ୟ! ଗୋଟିଏ ଘରୁ ମିଳିଲା ନବଦମ୍ପତିଙ୍କ ମୃତଦେହ

October 13, 2026

ଚିନ୍ତା ବଢ଼ାଇଲା ଦରବୃଦ୍ଧି, ୫.୫୪%କୁ ବଢ଼ିଲା ଖୁଚୁରା ମୁଦ୍ରାସ୍ଫୀତି

October 13, 2026

SC-ST ସଂରକ୍ଷଣକୁ ନେଇ ବଡ଼ ରାୟ! ୫୬% କୋଟା ରଦ୍ଦ କଲେ ହାଇକୋର୍ଟ

October 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.