Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆତଙ୍କବାଦୀଙ୍କୁ ଅର୍ଥ ଯୋଗାଣ ମାମଲା : ଜାନୁୟାରୀ 2କୁ ଘୁଞ୍ଚିଲା ହଫିଜ୍‌ ସଇଦ୍‌ର ଶୁଣାଣି
ଆଜିର ଖବର

ଆତଙ୍କବାଦୀଙ୍କୁ ଅର୍ଥ ଯୋଗାଣ ମାମଲା : ଜାନୁୟାରୀ 2କୁ ଘୁଞ୍ଚିଲା ହଫିଜ୍‌ ସଇଦ୍‌ର ଶୁଣାଣି

December 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲାହୋର,25/12 : ଆତଙ୍କବାଦୀଙ୍କୁ ଅର୍ଥଯୋଗାଣ ମାମଲାରେ ହାଫିଜ୍‌ ସଇଦ୍‌ର ଶୁଣାଣୀ ଆସନ୍ତା ଜାନୁୟାରୀ 2 ପର୍ଯ୍ୟନ୍ତ ସ୍ଥଗିତ ରହିଛି । ମୁମ୍ବାଇ ଆକ୍ରମଣର ମାଷ୍ଟର ମାଇଣ୍ଡ ହଫିଜ୍‌ ସଇଦ୍‌ଙ୍କ ଶୁଣାଣି ଆଜି ହେବାର ଥିବା ବେଳେ ଓକିଲଙ୍କ ଆନ୍ଦୋଳନ କାରଣରୁ ଆଜି ଶୁଣାଣିକୁ ସ୍ଥଗିତ ରଖାଯାଇଛି । ହଫିଜ୍‌ ସଇଦ୍‌ ଏବଂ ତା’ର ତିନି ଜଣ ସହଯୋଗୀଙ୍କ ବିରୋଧରେ ଡିସେମ୍ବର 11ରେ ମାମଲା ଆରମ୍ଭ କରାଯାଇଥିଲା । ଆତଙ୍କ ନିରୋଧୀ ସ୍କ୍ବାଡ୍‌ ପକ୍ଷରୁ ସ୍ବତନ୍ତ୍ର କୋର୍ଟରେ ଆଜି ଶୁଣାଣି ହେବାର ଥିବାବେଳେ ଓକିଲଙ୍କ ଆନ୍ଦୋଳନ କାରଣରୁ ବିଚାର ପ୍ରକ୍ରିୟା ସ୍ଥଗିତ ରଖାଯାଇଛି । ଆସନ୍ତା ଜାନୁୟାରୀ 2 ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାପଡିଛି । (ଏଜେନ୍ସୀ)

hafeezsaeed terrorfunding
Share. Facebook Twitter LinkedIn Email WhatsApp Copy Link

Related Posts

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.