Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡ୍ରିମ୍ସ ରଣଜୀ ମୁକାବିଲାରେ ବସନ୍ତଙ୍କୁ 6 ଓ୍ବିକେଟ୍‌ : 117ରେ ସମାପ୍ତ ହେଲା ଉତ୍ତରାଖଣ୍ଡ ଇନିଂସ
ଆଜିର ଖବର

ଡ୍ରିମ୍ସ ରଣଜୀ ମୁକାବିଲାରେ ବସନ୍ତଙ୍କୁ 6 ଓ୍ବିକେଟ୍‌ : 117ରେ ସମାପ୍ତ ହେଲା ଉତ୍ତରାଖଣ୍ଡ ଇନିଂସ

December 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
କଟକ, 25/12 : ଓଡିଶା ଏବଂ ଉତ୍ତରାଖଣ୍ଡ ମଧ୍ୟରେ ଅନୁଷ୍ଠିତ ରଣଜୀ ଟ୍ରଫି ମୁକାବିଲାରେ ଓଡିଶା ଦୃଢ ସ୍ଥିତିରେ ରହିଛି । ଓଡିଶାର ପେସ୍ ବୋଲର ସମସ୍ତ 10 ଓ୍ବିକେଟ ଅକ୍ତିଆର କରିବାରୁ ଉତ୍ତରାଖଣ୍ଡ ମାତ୍ର 117 ରନ୍‌ରେ ଅଲଆଉଟ ହୋଇଛି । ଓଡିଶା ପକ୍ଷରୁ ଭେଟେରାନ୍‌ ପେସ୍‌ ବୋଲର ବସନ୍ତ ମହାନ୍ତି 6ଟି ଓ୍ବିକେଟ୍‌ ଅକ୍ତିଆର କରିଥିବା ବେଳେ ଦେବବ୍ରତ ପ୍ରଧାନ ଦୁଇଟି ଓ୍ବିକେଟ ଅକ୍ତିଆର କରିଥିଲେ । ସୂର୍ଯ୍ୟକାନ୍ତ ପ୍ରଧାନ ଏବଂ ରାଜେଶ ମହାନ୍ତି ପ୍ରତ୍ୟୋକ ଗୋଟିଏ ଲେଖାଏଁ ଓ୍ବିକେଟ ଅକ୍ତିଆର କରିଥିଲେ । ଉତ୍ତରାଖଣ୍ଡ ପକ୍ଷରୁ ଦୀକ୍ଷାଂଶୁ ନେଗୀ ସର୍ବାଧିକ 36 ରନ୍‌ ସଂଗ୍ରହ କରିଥିବା ବେଳେ ମାତ୍ର 4 ଜଣ ବ୍ୟାଟ୍ସମ୍ୟାନ୍‌ ଦୁଇ ଅଙ୍କ ସ୍କୋର ଛୁଇଁଥିଲେ । ବସନ୍ତ 19.4 ଓଭର ବୋଲିଂ କରି 17 ରନ୍‌ ବିନିମୟରେ 6ଟି ଓ୍ବିକେଟ୍‌ ଅକ୍ତିଆର କରିଥିଲେ ।

Odisha ranjitrophy uttarkhand
Share. Facebook Twitter LinkedIn Email WhatsApp Copy Link

Related Posts

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.