Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁସଲମାନଙ୍କ ପାଇଁ ରହିଛି 150 ରାଷ୍ଟ୍ର : ବିଜୟ ରୂପାନୀ
ଆଜିର ଖବର

ମୁସଲମାନଙ୍କ ପାଇଁ ରହିଛି 150 ରାଷ୍ଟ୍ର : ବିଜୟ ରୂପାନୀ

December 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ,25/12 : ମୁସଲମାନଙ୍କ ପାଇଁ ସମଗ୍ର ବିଶ୍ବରେ 150ଟି ରାଷ୍ଟ୍ର ରହିଥିବା ବେଳେ ହିନ୍ଦୁ ମାନଙ୍କ ପାଇଁ କେବଳ ଗୋଟିଏ ରାଷ୍ଟ୍ର ରହିଛି ବୋଲି ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ପ୍ରକାଶ କରିଛନ୍ତି । ନାଗରିକତ୍ବ ସଂଶୋଧନ ଆଇନ୍‌କୁ ନେଇ ବିପକ୍ଷ ଦଳ ପକ୍ଷରୁ ଆନ୍ଦୋଳନ କରାଯାଇଥିବାରୁ ଏହି ମତ ଦେଇଛନ୍ତି ରୂପାନୀ । କଂଗ୍ରେସ ମହାତ୍ମା ଗାନ୍ଧୀଙ୍କ ଆଦର୍ଶକୁ ପାଳନ କରୁନାହିଁ ଏବଂ ପଡୋଶୀ ରାଷ୍ଟ୍ରରେ ନିର୍ଯାତିତ ହିନ୍ଦୁ ମାନଙ୍କ ପ୍ରତି କଂଗ୍ରେସ ବିଦ୍ବେଷ ଭାବ ପୋଷଣ କରୁଛି ବୋଲି ରୂପାନୀ କହିଛନ୍ତି । ଏହି ତିନି ରାଷ୍ଟ୍ରର ବ୍ୟକ୍ତି ଭାରତକୁ ଆସିଲେ ସେମାନଙ୍କୁ ଦେଶରେ ସ୍ଥାନ ଦିଆଯିବ ବୋଲି ଗାନ୍ଧିଜୀ କହିଥିଲେ । ମାତ୍ର ଏହି ନିୟମକୁ ବିରୋଧ କରି କଂଗ୍ରେସ ଗାନ୍ଧିଜୀଙ୍କ ନୀତିର ବିରୋଧ କରୁଛି ବୋଲି ରୂପାନୀ କହିଛନ୍ତି । (ଏଜେନ୍ସୀ)

Congress procaa
Share. Facebook Twitter LinkedIn Email WhatsApp Copy Link

Related Posts

ମହାରାଷ୍ଟ୍ର ବିଧାନ ପରିଷଦରେ ଠାକରେ-ପାୱାରଙ୍କୁ ଝଟକା: ୧୭ଟିରୁ ୧୬ ଟି ଆସନରେ ମହାୟୁତି ବିଜୟୀ

June 22, 2026

ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କ ଇସ୍ତଫା: ଜାଣନ୍ତୁ ଏବେ କିଏ ହେବେ ନୂତନ ପ୍ରଧାନମନ୍ତ୍ରୀ

June 22, 2026

ବର୍ଷା ଦିନିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

June 22, 2026

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026
Latest News

ମହାରାଷ୍ଟ୍ର ବିଧାନ ପରିଷଦରେ ଠାକରେ-ପାୱାରଙ୍କୁ ଝଟକା: ୧୭ଟିରୁ ୧୬ ଟି ଆସନରେ ମହାୟୁତି ବିଜୟୀ

June 22, 2026

ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କ ଇସ୍ତଫା: ଜାଣନ୍ତୁ ଏବେ କିଏ ହେବେ ନୂତନ ପ୍ରଧାନମନ୍ତ୍ରୀ

June 22, 2026

ବର୍ଷା ଦିନିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

June 22, 2026

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.