Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୋଲିସ୍‌ର ନିଷ୍କ୍ରିୟତା ପ୍ରତିବାଦରେ କଂଗ୍ରେସ ତରଫରୁ ୧୨ ଘଣ୍ଟିଆ ନବରଙ୍ଗପୁର ବନ୍ଦ
ଆଜିର ଖବର

ପୋଲିସ୍‌ର ନିଷ୍କ୍ରିୟତା ପ୍ରତିବାଦରେ କଂଗ୍ରେସ ତରଫରୁ ୧୨ ଘଣ୍ଟିଆ ନବରଙ୍ଗପୁର ବନ୍ଦ

December 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନବରଙ୍ଗପୁର,26/12 :  ପୋଲିସର ନିଷ୍କ୍ରିୟତା ପ୍ରତିବାଦରେ ଆଜି କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ନବରଙ୍ଗପୁର ବନ୍ଦ ପାଳନ କରାଯାଉଛି । ଡିସେମ୍ବର ୧୪ ତାରିଖରେ ନବରଙ୍ଗପୁର ନାବାଳିକାଙ୍କୁ ଗଣଦୁଷ୍କର୍ମ ଓ ହତ୍ୟା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିବାରେ ଅସଫଳ ରହିଛି । ଦୋଷୀକୁ ଶୀଘ୍ର ଗିରଫ କରିବା ଦାବିରେ ଏହି ବନ୍ଦ ପାଳନ କରାଯାଉଛି । ପୋଲିସ କୁନ୍ଦୁଲି ମାମଲା ଭଳି ଏହି ଘଟଣାକୁ ମଧ୍ୟ ଲଚାଇବାକୁ ଚେଷ୍ଟା କରୁଥିବା ଦର୍ଶାଇ ପୂର୍ବତନ ସାଂସଦ ତଥା ପିସିସିର ପୂବତନ କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀଙ୍କ ଡାକରାରେ କଂଗ୍ରେସ ପକ୍ଷରୁ ୧୨ଘଣ୍ଟିଆ ନବରଙ୍ଗପୁର ବନ୍ଦ ପାଳନ କରାଯାଉଛି । ଆଜି ଶତାଧିକ କଂଗ୍ରେସ କର୍ମୀ କଂଗ୍ରେସ କାର୍ଯ୍ୟାଳୟ ଆଗରେ ଟାୟାର ଜାଳି ବିକ୍ଷୋଭ ପ୍ରଦର୍ଶନ କରିବା ସହ ୨୬ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି । ଫଳରେ ରାସ୍ତାର ଉଭୟ ପାଶ୍ୱର୍ରେ ଗାଡ଼ି ଅଟକି ରହିଛି । ଯାତାୟତ ବାଧାପ୍ରାପ୍ତ ହୋଇଛି । ଦୋକାନବଜାର ମଧ୍ୟ ବନ୍ଦ ରହିଛି । ଏହି ଘଟଣାରେ ପୋଲିସ ଖୁବଶୀଘ୍ର ତଦନ୍ତ କରି ଦୋଷୀକୁ ଗିରଫ ନ କଲେ ଆନ୍ଦୋଳନକୁ ତୀବ୍ର କରାଯିବ ବୋଲି କଂଗ୍ରେସ ପକ୍ଷରୁ ଚେତାବନୀ ଦିଆଯାଇଛି । ଉଲ୍ଲେଖଯୋଗ୍ୟ, ଗତ ୧୪ ତାରିଖରେ ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ା ଥାନା ଅଂଚଳ ଗୁମଣ୍ଡଳୀ ଗାଁରେ ଏକ ବିଲ ମଧ୍ୟରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର ହୋଇଥିଲା ।

କଂଗ୍ରେସ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ଯୁବ କଂଗ୍ରେସ ରାଷ୍ଟ୍ରୀୟ ସଭାପତିଙ୍କୁ ଗିରଫ ପ୍ରତିବାଦରେ ଓଡିଶା ଯୁବ କଂଗ୍ରେସର ବିକ୍ଷୋଭ

February 26, 2026

ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ହରଦିପ ସିଂ ପୁରୀଙ୍କ କୁଶପୁତଳିକା ଦାହ

February 26, 2026
Latest News

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ସାରା ଦେଶରେ ଯାତ୍ରୀ ଟର୍ମିନାଲର କ୍ଷମତା ବୃଦ୍ଧି ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ରେଳ ମନ୍ତ୍ରୀ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.