Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବର୍ଷର ଶେଷ ସୂର୍ଯ୍ୟପରାଗ ଆରମ୍ଭ, ଭୁବନେଶ୍ବରରେ ଓ ବୁର୍ଲାରେ ସ୍ବତନ୍ତ୍ର ବ୍ୟବସ୍ଥା
ଆଜିର ଖବର

ବର୍ଷର ଶେଷ ସୂର୍ଯ୍ୟପରାଗ ଆରମ୍ଭ, ଭୁବନେଶ୍ବରରେ ଓ ବୁର୍ଲାରେ ସ୍ବତନ୍ତ୍ର ବ୍ୟବସ୍ଥା

December 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, 26/12: ସୂର୍ଯ୍ୟୋପରାଗ ଦୃଶ୍ୟମାନ ହେବ ଆରମ୍ଭ ହୋଇସାରିଲାଣି । ଓଡ଼ିଶାରେ ଆଂଶିକ ସୂର୍ଯ୍ୟୋପରାଗ ଦେଖାଯିବ । ଭାରତର କିଛି ସ୍ଥାନଗୁଡ଼ିକରେ ବଳୟ ସୂର୍ଯ୍ୟପରାଗ ଦେଖାଯାଇଛି । ତେବେ ଏହି ସୂର୍ଯ୍ୟୋପରାଗ ଖାଲି ଆଖିରେ ଦେଖିବାକୁ ବାରଣ କରାଯାଇଛି । ଖାଲି ଆଖିରେ ସୂର୍ଯ୍ୟୋପରାଗ ଦେଖିଲେ କୁପ୍ରଭାବ ପଡ଼ି ଦୃଷ୍ଟିଶକ୍ତି ନଷ୍ଟ ହେବା ସମ୍ଭାବନା ରହିଛି । ଏହି ବିରଳ ସୂର୍ଯ୍ୟପରାଗ ଦେଖିବା ପାଇଁ ଭୁବନେଶ୍ୱରସ୍ଥିତ ପଠାଣୀ ସାମନ୍ତ ପ୍ଲାନେଟୋରିୟମରେ ବ୍ୟବସ୍ଥା କରାଯାଇଛି । ବୁର୍ଲାସ୍ଥିତ ଅବଦୁଲ କଲାମ ପ୍ଲାନେଟୋରିୟମରେ ମଧ୍ୟ ସୂର୍ଯ୍ୟୋପରାଗ ଦେଖିବା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଏହି ପରାଗ 8ଟା 19 ମିନିଟ 24 ସେକେଣ୍ଡରେ ଆରମ୍ଭ ହୋଇଥିବାବେଳେ ଏହାର 11.29 ମିନିଟ୍‌ରେ ଶେଷ ହେବ ।

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତରେ ଅଛି ଏପରି ଗାଁ, ଯେଉଁଠାରୁ ପ୍ରତି ଘରୁ ଜଣେ ଜଣେ ହୋଇଛନ୍ତି ସୈନିକ

September 27, 2025

ହାରିସ୍‌ ରୌଫଙ୍କୁ ଜରିମାନା ପରେ ମଧ୍ୟ ସୁଧୁରୁନି ପାକିସ୍ତାନ: ନୂଆ ନାଟକ ସୃଷ୍ଟି କଲେ ପିସିବି ଅଧ୍ୟକ୍ଷ

September 27, 2025

ବିହାର ବିଜୟ ପାଇଁ ଗୁପ୍ତ ମନ୍ତ୍ରଣା କଲେ ବିଜେପି ଚାଣକ୍ୟ ଅମିତ ଶାହ

September 27, 2025

ସୋନମ ୱାଙ୍ଗଚୁକଙ୍କ ରହିଛି ପାକିସ୍ତାନୀ ଲିଙ୍କ୍?: ଲଦାଖ ଡିଜିପି ଙ୍କ ଆଶ୍ଚର୍ଯ୍ୟଜନକ ଦାବି

September 27, 2025
Latest News

ଅବକାରୀ ବିଭାଗର ବାଣପୁର-ଟାଙ୍ଗୀରେ ଚଢାଉ: ଦେଶୀ ମହୁଲି ଓ ଗଞ୍ଜେଇ ଜବତ, ଦୁଇ ଗିରଫ

September 27, 2025

ଶତ୍ରୁମାନଙ୍କୁ ଧ୍ୱଂସ କରିବ “ଅନନ୍ତ ଶସ୍ତ୍ର”: ସେନାର କ୍ରୟ ପ୍ରକ୍ରିୟା ଆରମ୍ଭ

September 27, 2025

ଭାରତରେ ଅଛି ଏପରି ଗାଁ, ଯେଉଁଠାରୁ ପ୍ରତି ଘରୁ ଜଣେ ଜଣେ ହୋଇଛନ୍ତି ସୈନିକ

September 27, 2025

ହାରିସ୍‌ ରୌଫଙ୍କୁ ଜରିମାନା ପରେ ମଧ୍ୟ ସୁଧୁରୁନି ପାକିସ୍ତାନ: ନୂଆ ନାଟକ ସୃଷ୍ଟି କଲେ ପିସିବି ଅଧ୍ୟକ୍ଷ

September 27, 2025

ବିହାର ବିଜୟ ପାଇଁ ଗୁପ୍ତ ମନ୍ତ୍ରଣା କଲେ ବିଜେପି ଚାଣକ୍ୟ ଅମିତ ଶାହ

September 27, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.