Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବର୍ଷର ଶେଷ ସୂର୍ଯ୍ୟପରାଗ ଆରମ୍ଭ, ଭୁବନେଶ୍ବରରେ ଓ ବୁର୍ଲାରେ ସ୍ବତନ୍ତ୍ର ବ୍ୟବସ୍ଥା
ଆଜିର ଖବର

ବର୍ଷର ଶେଷ ସୂର୍ଯ୍ୟପରାଗ ଆରମ୍ଭ, ଭୁବନେଶ୍ବରରେ ଓ ବୁର୍ଲାରେ ସ୍ବତନ୍ତ୍ର ବ୍ୟବସ୍ଥା

December 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, 26/12: ସୂର୍ଯ୍ୟୋପରାଗ ଦୃଶ୍ୟମାନ ହେବ ଆରମ୍ଭ ହୋଇସାରିଲାଣି । ଓଡ଼ିଶାରେ ଆଂଶିକ ସୂର୍ଯ୍ୟୋପରାଗ ଦେଖାଯିବ । ଭାରତର କିଛି ସ୍ଥାନଗୁଡ଼ିକରେ ବଳୟ ସୂର୍ଯ୍ୟପରାଗ ଦେଖାଯାଇଛି । ତେବେ ଏହି ସୂର୍ଯ୍ୟୋପରାଗ ଖାଲି ଆଖିରେ ଦେଖିବାକୁ ବାରଣ କରାଯାଇଛି । ଖାଲି ଆଖିରେ ସୂର୍ଯ୍ୟୋପରାଗ ଦେଖିଲେ କୁପ୍ରଭାବ ପଡ଼ି ଦୃଷ୍ଟିଶକ୍ତି ନଷ୍ଟ ହେବା ସମ୍ଭାବନା ରହିଛି । ଏହି ବିରଳ ସୂର୍ଯ୍ୟପରାଗ ଦେଖିବା ପାଇଁ ଭୁବନେଶ୍ୱରସ୍ଥିତ ପଠାଣୀ ସାମନ୍ତ ପ୍ଲାନେଟୋରିୟମରେ ବ୍ୟବସ୍ଥା କରାଯାଇଛି । ବୁର୍ଲାସ୍ଥିତ ଅବଦୁଲ କଲାମ ପ୍ଲାନେଟୋରିୟମରେ ମଧ୍ୟ ସୂର୍ଯ୍ୟୋପରାଗ ଦେଖିବା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଏହି ପରାଗ 8ଟା 19 ମିନିଟ 24 ସେକେଣ୍ଡରେ ଆରମ୍ଭ ହୋଇଥିବାବେଳେ ଏହାର 11.29 ମିନିଟ୍‌ରେ ଶେଷ ହେବ ।

Share. Facebook Twitter LinkedIn Email WhatsApp Copy Link

Related Posts

ସୁନା କିଣିବାକୁ ଯୋଜନା କରୁଛନ୍ତି କି?: ଜାଣନ୍ତୁ ଆଜିର ମୂଲ୍ୟ

July 21, 2026

ଶାମି ଏବଂ ସିରାଜଙ୍କ ସମର୍ଥନରେ ଆସିଲେ ଏହି ଅଭିଜ୍ଞ କ୍ରିକେଟର: ଗମ୍ଭୀର କଲେ ସମାଲୋଚନା

July 21, 2026

୬୬ତମ ଓଡ଼ିଶା ରାଜ୍ୟ ଜୁନିୟର ଓ ସବ୍-ଜୁନିୟର ସନ୍ତରଣ ପ୍ରତିଯୋଗିତା ଆରମ୍ଭ

July 21, 2026

ସଂସ୍କୃତ ଓ ଅର୍ଥଶାସ୍ତ୍ର ବିଷୟର ୧୨୦ ନବନିଯୁକ୍ତ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପାଇଁ ଦିଗଦର୍ଶନ କର୍ମଶାଳା

July 21, 2026
Latest News

ସୁନା କିଣିବାକୁ ଯୋଜନା କରୁଛନ୍ତି କି?: ଜାଣନ୍ତୁ ଆଜିର ମୂଲ୍ୟ

July 21, 2026

ଏବେ ଦିଲ୍ଲୀ ନିକଟରେ ପହଞ୍ଚିଲେ ଚାଷୀ: ବନ୍ଦ ହେଲା ଶମ୍ଭୁ ସୀମା, ହାଇ ଆଲର୍ଟ ଜାରି

July 21, 2026

ଶାମି ଏବଂ ସିରାଜଙ୍କ ସମର୍ଥନରେ ଆସିଲେ ଏହି ଅଭିଜ୍ଞ କ୍ରିକେଟର: ଗମ୍ଭୀର କଲେ ସମାଲୋଚନା

July 21, 2026

୬୬ତମ ଓଡ଼ିଶା ରାଜ୍ୟ ଜୁନିୟର ଓ ସବ୍-ଜୁନିୟର ସନ୍ତରଣ ପ୍ରତିଯୋଗିତା ଆରମ୍ଭ

July 21, 2026

ସଂସ୍କୃତ ଓ ଅର୍ଥଶାସ୍ତ୍ର ବିଷୟର ୧୨୦ ନବନିଯୁକ୍ତ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପାଇଁ ଦିଗଦର୍ଶନ କର୍ମଶାଳା

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.