Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଘୁବର ଦାସଙ୍କ ବିରୋଧରେ ମାମଲା ରୁଜୁ
ଆଜିର ଖବର

ରଘୁବର ଦାସଙ୍କ ବିରୋଧରେ ମାମଲା ରୁଜୁ

December 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଞ୍ଚି, 26/12 : ଝାରଖଣ୍ଡର ବିଦାୟୀ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କ ବିରୋଧରେ ଏକ ମାମଲା ରୁଜୁ କରାଯାଇଛି । ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ରହିଥିବା ହେମନ୍ତ ସୋରେନଙ୍କ ଅଭିଯୋଗ କ୍ରମେ ଏହି ମାମଲା ରୁଜୁ କରାଯାଇଥିଲା । ରଘୁବରଙ୍କ ବିରୋଧରେ ଅନୁସୂଚିତ ଜାତି ଏବଂ ଜନଜାତି ଅଧିନିୟମ ଅନୁସାରେ ମାମଲା ରୁଜୁ କରାଯାଇଛି । ଡିସେମ୍ବର 19ରେ ହେମନ୍ତ ସୋରେନ୍‌ଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା କାରଣରୁ ସୋରେନ୍‌ଙ୍କ ପକ୍ଷରୁ ଦୁମ୍‌କା ଥାନାରେ ଅଭିଯୋଗ କରାଯାଇଥିଲା । ଯଦିଓ ସୋରେନ୍‌ ନିଜର ଅଭିଯୋଗ ଫେରସ୍ତ ନେବା ନେଇ ସୂଚନା ଦେଇଛନ୍ତି ତେବେ ଗୁରୁବାର ଦିନ ପୋଲିସ୍‌ ପକ୍ଷରୁ ରଘୁବରଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି । (ଏଜେନ୍ସୀ)

hemantsoren jharkhand RAGHUBARDAS
Share. Facebook Twitter LinkedIn Email WhatsApp Copy Link

Related Posts

୩୦ରେ ନିଟ୍‌-ପିଜି ପରୀକ୍ଷା: ଆଜିଠୁ ମିଳିବ ଆଡ୍‌ମିଟ୍ କାର୍ଡ

August 25, 2026

ଜାତୀୟ ଚମ୍ପିୟାନସିପ: ବ୍ରହ୍ମପୁର କରାଟେ ଏକାଡେମୀର ଅଭୁତପୂର୍ବ ସଫଳତା

August 25, 2026

ଗ୍ଲୋବାଲ୍ ସ୍ୱୀକୃତି ପାଇଲା ୟୁପିଆଇ: କାରବାର ସଂଖ୍ୟାରେ ୧୩ ହଜାର ଗୁଣ ବୃଦ୍ଧି

August 25, 2026

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026
Latest News

୩୦ରେ ନିଟ୍‌-ପିଜି ପରୀକ୍ଷା: ଆଜିଠୁ ମିଳିବ ଆଡ୍‌ମିଟ୍ କାର୍ଡ

August 25, 2026

ଜାତୀୟ ଚମ୍ପିୟାନସିପ: ବ୍ରହ୍ମପୁର କରାଟେ ଏକାଡେମୀର ଅଭୁତପୂର୍ବ ସଫଳତା

August 25, 2026

ଏଚ୍‌-୧ବି ଭିସା ଫି’: ନୂଆ ନିୟମ ଆଣିବା ଯୋଜନାରେ ଡିଏଚ୍‌ଏସ୍‌

August 25, 2026

ଗ୍ଲୋବାଲ୍ ସ୍ୱୀକୃତି ପାଇଲା ୟୁପିଆଇ: କାରବାର ସଂଖ୍ୟାରେ ୧୩ ହଜାର ଗୁଣ ବୃଦ୍ଧି

August 25, 2026

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.