Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିୟନ୍ତ୍ରଣ ରେଖାରେ ଦୁଇ ପାକ୍‌ ସୈନ୍ୟ ନିହତ
ଆଜିର ଖବର

ନିୟନ୍ତ୍ରଣ ରେଖାରେ ଦୁଇ ପାକ୍‌ ସୈନ୍ୟ ନିହତ

December 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Uri Baramulla: Army soldiers take position after a Junior Commissioned Officer was killed in firing from the Pakistan side along the LoC at an Indian post in Uri sector of J&K on Monday. PTI Photo(PTI10_29_2013_000028a) *** Local Caption ***

ନୂଆଦିଲ୍ଲୀ, 26/12 : ବାରମୁଳାର ନିୟନ୍ତ୍ରଣ ରେଖା ନିକଟରେ ଦୁଇ ପାକ୍‌ ସୈନ୍ୟ ନିହତ ହୋଇଛନ୍ତି । ଉରିରେ ପାକିସ୍ତାନ ଆକ୍ରମଣରେ ଜଣେ ଭାରତୀୟ ଯବାନ ପ୍ରାଣ ହରାଇବା ପରେ ପ୍ରତିଆକ୍ରମଣରେ ପାକ୍‌ ଯବାନ ପ୍ରାଣ ହରାଇଛନ୍ତି । ଗୁରୁବାର ଭାରତୀୟ ସେନା ପକ୍ଷରୁ ଏହି ବକ୍ରମଣ କରାଯାଇଥିବା ବେଳେ ପାକ୍‌ ସେନାର 2ରୁ 3ଟି ଶିବିର ନଷ୍ଟ କରିଦିଆଯାଇଛି ବୋଲି ସେନା ପକ୍ଷରୁ କୁହାଯାଇଛି । ଉଲ୍ଲେଖଯୋଗ୍ୟ ଯେ, ବୁଧବାର ପାକ୍‌ ସେନା ପକ୍ଷରୁ ସିଲିକୁଟ, ହଥଲଙ୍ଗା, ମୋଥଲ, ସୋୱରା, ବାଲାକୋଟ ଏବଂ ଚୁରଣ୍ଡା ଅଞ୍ଚଳରେ ଗୁଳିମାଡ କରାଯାଇଥିବା ବେଳେ ଜଣେ ଯବାନଙ୍କ ସମେତ ଜଣେ 23 ବର୍ଷୀୟ ଯୁବତୀ ପ୍ରାଣ ହରାଇଥିଲେ । (ଏଜେନ୍ସୀ)

baramulla loc uri
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.