Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲୁଗାଁଠାରେ ବିଜେଡ଼ିର ୨୩ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ
ଆଜିର ଖବର

ବାଲୁଗାଁଠାରେ ବିଜେଡ଼ିର ୨୩ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ

December 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ବାଲୁଗାଁ, ୨୭/୧୨: ସମଗ୍ର ରାଜ୍ୟରେ ବିଜେଡିର ୨୩ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହେଉଛି। ଏହି ଅବସରରେ ଚିଲିକା ନିର୍ବାଚନ ମଣ୍ଡଳୀ ତରଫରୁ  ବାଲୁଗାଁ ବିଜ୍ଞାପିତ ପରିଷଦ (କଲ୍ୟାଣ ମଣ୍ଡପ) ପରିସରରେ ବିଜେଡ଼ି ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଉତ୍ସବରେ ପୂର୍ବତନ ବିଧାୟକ ରଘୁନାଥ ସାହୁ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିବାବେଳେ ପୂର୍ବତନ ଦେବେନ୍ଦ୍ର ମାନସିଂହ ସମ୍ମାନିତ ଅତିଥି ରୂପେ ଯୋଗଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ଚିଲିକା ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରତିନିଧି ନଗେନ୍ଦ୍ର ସାହୁ, ସାଂସଦ ପ୍ରତିନିଧି ମାନସ ରଞ୍ଜନ ପ୍ରଧାନ, ଭଗବାନ ପ୍ରଧାନ, ରମେଶ ମହାପାତ୍ର, ଚିଲିକା ବିଜ୍ଞାପିତ ଅଞ୍ଚଳ ବିଧାୟକ ପ୍ରତିନିଧି ଅଜୟ କୁମାର ଦାସ, ବାଣପୁର ବ୍ଲକ୍‌ ବିଧାୟକ ପ୍ରତିନିଧି ଗୋପୀନାଥ ମହାରଣା, ବାଣପୁର ବ୍ଲକ୍‌ ଅଧ୍ୟକ୍ଷା ରଂଜିତା ସେଠୀ, ଉପାଧ୍ୟକ୍ଷ ଅଜୟ ରାଉଳ, ଯୁବ ନେତା ଜଗତବଲ୍ଲଭ ମହାରଥା ସମେତ ଦଳୀୟ ବହୁ ନେତୃବୃନ୍ଦ ଉପସ୍ଥିତ ରହିଥିଲେ। ଏହି ଅବସରରେ ନବୀନ ସରକାରଙ୍କ ସୁଶାସନ ତଥା ନେତୃତ୍ବକୁ ପ୍ରଶଂସା କରିବା ସହିତ ସରକାରଙ୍କ ବିଭିନ୍ନ ଲୋକହିତକର କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି ଅବସରରେ ବିଜେଡ଼ିର ଶତାଧିକ କର୍ମୀ ଯୋଗଦେଇଥିଲେ।

୨୩ ବର୍ଷରେ ବିଜେଡ଼ି ଚିଲିକା ନିର୍ବାଚନ ମଣ୍ଡଳୀ ବାଲୁଗାଁ ବିଜେଡ଼ି ପ୍ରତିଷ୍ଠା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଏଣିକି ସମବାୟ କ୍ଷେତ୍ରରେ ମହିଳାଙ୍କୁ ଦିଆଯିବ ଗୁରୁତ୍ବ, କେନ୍ଦ୍ର ସଚିବଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026

ମଧ୍ୟପ୍ରଦେଶର ଖଜୁରାହୋ ନୃତ୍ୟୋତ୍ସବରେ ଚମକିବେ ବ୍ରହ୍ମପୁର ନୃତ୍ୟଶିଳ୍ପୀ ସୌମ୍ୟା ପ୍ରିୟଦର୍ଶିନୀ

February 12, 2026

“ବନ୍ଦେ ମାତରମ୍” ର ନୂତନ ନିୟମକୁ ବିରୋଧ କଲେ ମୁସଲିମ ନେତା: ଅର୍ଶଦ ମଦନୀ କହିଲେ……

February 12, 2026
Latest News

ଏଣିକି ସମବାୟ କ୍ଷେତ୍ରରେ ମହିଳାଙ୍କୁ ଦିଆଯିବ ଗୁରୁତ୍ବ, କେନ୍ଦ୍ର ସଚିବଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026

ରଙ୍କନାଥ ଦେବଙ୍କ ପୀଠରେ ହନୁମାନ ଚାଳିଶା ଯଜ୍ଞ: ମନ୍ଦିର ଉନ୍ନୟନ ପ୍ରକଳ୍ପ ଉଦଘାଟନ କରିବେ ଆଇନ ମନ୍ତ୍ରୀ

February 12, 2026

ମଧ୍ୟପ୍ରଦେଶର ଖଜୁରାହୋ ନୃତ୍ୟୋତ୍ସବରେ ଚମକିବେ ବ୍ରହ୍ମପୁର ନୃତ୍ୟଶିଳ୍ପୀ ସୌମ୍ୟା ପ୍ରିୟଦର୍ଶିନୀ

February 12, 2026

“ବନ୍ଦେ ମାତରମ୍” ର ନୂତନ ନିୟମକୁ ବିରୋଧ କଲେ ମୁସଲିମ ନେତା: ଅର୍ଶଦ ମଦନୀ କହିଲେ……

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.