Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାର୍ଚ୍ଚ 3 ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା, ଏଥର 3 ଲକ୍ଷ 49 ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
ଆଜିର ଖବର

ମାର୍ଚ୍ଚ 3 ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା, ଏଥର 3 ଲକ୍ଷ 49 ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା

December 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
CHSE Odisha announces +2 Exam schedule

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର: ଆସନ୍ତା ମାର୍ଚ୍ଚା 3 ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା। ଏନେଇ ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ତରଫରୁ ପରୀକ୍ଷା ସୂଚୀ ଘୋଷଣା କରାଯାଇଛି। ଘୋଷଣା ଅନୁସାରେ

ବିଜ୍ଞାନ ପରୀକ୍ଷା- ମାର୍ଚ୍ଚ 3 ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ 28 ତାରିଖ ପର୍ଯ୍ୟନ୍ତ ଚାଲିବ

କଳା ପରୀକ୍ଷା- ମାର୍ଚ୍ଚ 4 ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ 27 ତାରିଖ ପର୍ଯ୍ୟନ୍ତ ଚାଲିବ

ବାଣିଜ୍ୟ ପରୀକ୍ଷା- ମାର୍ଚ୍ଚ 4 ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ 26 ତାରିଖ ପର୍ଯ୍ୟନ୍ତ ଚାଲିବ

ଧନ୍ଦା ମୂଳକ ପରୀକ୍ଷା- ମାର୍ଚ୍ଚ 17 ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ 27 ତାରିଖ ପର୍ଯ୍ୟନ୍ତ ଚାଲିବ

ତେବେ ପ୍ରାଟିକାଲ ପରୀକ୍ଷା ଆସନ୍ତା ଜାନୁୟାରୀ 27 ତାରିଖରୁ ଆରମ୍ଭ ହୋଇ ଫେବୃୟାରୀ 5 ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ପରିଷଦ ତରଫରୁ କୁହାଯାଇଛି। ଏହି ପରୀକ୍ଷା ଗତ ବର୍ଷ ପରି ଦିନ 10ଟାରୁ ଆରମ୍ଭ ହୋଇ ଦିନ 1ଟା ପର୍ଯ୍ୟନ୍ତ ଚାଲିବ। ଏଥର ମୋଟ 3 ଲକ୍ଷ 49 ହଜାର 154 ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ସେଥିମଧ୍ୟରୁ କଳାରେ 2 ଲକ୍ଷ 18 ହଜାର 831, ବିଜ୍ଞାନରେ 97 ହଜାର 536, ବାଣିଜ୍ୟରେ 25 ହଜାର 670 ଏବଂ ଧନ୍ଦାମୂଳକ ପରୀକ୍ଷାରେ 7 ହଜାର 17 ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ପ୍ରାଟିକାଲ ପରୀକ୍ଷାର 3 ଦିନ ପୂର୍ବରୁ ଅନ ଲାଇନରେ ଛାତ୍ରଛାତ୍ରୀମାନେ ଆଡମିଟ କାର୍ଡ ପାଇ ପାରିବେ।

+2exams chseexam
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀଙ୍କ ସହ ୩୫ ବର୍ଷର ଅଭିଜ୍ଞତା ଆଧାରରେ ‘ଅପନାପନ’ ପୁସ୍ତକ ରଚନା କଲେ ଶିବରାଜ ସିଂହ ଚୌହାନ

May 15, 2026

ଆପାର୍ଟମେଣ୍ଟ ପଞ୍ଜୀକରଣ ସଂଶୋଧନ ଅଧ୍ୟାଦେଶ

May 14, 2026

ମ୍ୟାନେଜମେଣ୍ଟ ଶିକ୍ଷା କ୍ଷେତ୍ରରେ ଆଇଆଇଏମ ବିଶ୍ୱ ପାଇଁ ମଡେଲ – ଧର୍ମେନ୍ଦ୍ର ପ୍ରଧାନ

May 14, 2026

ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କଲେ ରୁଷବୈଦେଶିକ ମନ୍ତ୍ରୀ

May 14, 2026
Latest News

ପ୍ରଧାନମନ୍ତ୍ରୀଙ୍କ ସହ ୩୫ ବର୍ଷର ଅଭିଜ୍ଞତା ଆଧାରରେ ‘ଅପନାପନ’ ପୁସ୍ତକ ରଚନା କଲେ ଶିବରାଜ ସିଂହ ଚୌହାନ

May 15, 2026

ଆଜି ମଇ ୧୫ ତାରିଖ ଶୁକ୍ରବାରରେ ଏହି ଛଅଟି ରାଶି ପାଇଁ ରହିଛି ଶୁଭ ଖବର

May 15, 2026

ଆପାର୍ଟମେଣ୍ଟ ପଞ୍ଜୀକରଣ ସଂଶୋଧନ ଅଧ୍ୟାଦେଶ

May 14, 2026

ମ୍ୟାନେଜମେଣ୍ଟ ଶିକ୍ଷା କ୍ଷେତ୍ରରେ ଆଇଆଇଏମ ବିଶ୍ୱ ପାଇଁ ମଡେଲ – ଧର୍ମେନ୍ଦ୍ର ପ୍ରଧାନ

May 14, 2026

ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କଲେ ରୁଷବୈଦେଶିକ ମନ୍ତ୍ରୀ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.