Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆର୍‌ଏସ୍‌ପି ମଧ୍ୟରୁ 2 ଟ୍ରେଲର ଜବତ : 4 କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ୍‌
ଆଜିର ଖବର

ଆର୍‌ଏସ୍‌ପି ମଧ୍ୟରୁ 2 ଟ୍ରେଲର ଜବତ : 4 କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ୍‌

December 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ରାଉରକେଲା, 28/12 :ରାଉରକେଲା ଇସ୍ପାତ କାରଖାନା ପରିସରରେ ବିନା କାଗଜ ପତ୍ର , ବିନା ଏଣ୍ଟ୍ରି ପାସରେ ପଶିଥିବା ଦୁଇଟି ଟ୍ରେଲର୍‌ ଜବତ ହୋଇଛି । ଏହା ସହିତ କମ୍ପାନୀର 4 ଜଣ କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି । ଶୁକ୍ରବାର ଅପରାହ୍ନରେ ପ୍ଲେଟ ମିଲ୍‌ ନିକଟରୁ ଆର୍‌ଏସ୍‌ପି କ୍ରାଇମ ବ୍ରାଞ୍ଚ ଏବଂ ଭିଜିଲାନ୍ସ ଟିମ୍‌ ଏହି ଟ୍ରେଲର୍‌ ଜବତ କରିଥିଲା । ଟାଙ୍ଗରପାଲି ଥାନାରେ ମାମଲା ରୁଜୁ କରାଯିବା ପରେ ପୋଲିସ୍‌ ଏବଂ ସିଆଇଏସଏଫ୍‌ ପକ୍ଷରୁ ତଦନ୍ତ ଆରମ୍ଭ କରାଯାଇଛି ।

steel trailer
Share. Facebook Twitter LinkedIn Email WhatsApp Copy Link

Related Posts

ଭତ୍ତା ପାଣ୍ଠିରୁ ୧୨.୩୦ ଲକ୍ଷ ହେରଫେର ଅଭିଯୋଗ: ପଞ୍ଚାୟତ ନିର୍ବାହୀ ଅଧିକାରୀ ଗିରଫ

June 2, 2026

ଖାନ ସାରଙ୍କ କୋଚିଂ ସେଣ୍ଟର ବାହାରେ ଗୁଳିକାଣ୍ଡ

June 2, 2026

ରୁଦ୍ରମ୍-୨ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

June 2, 2026

ବୈଷୟିକ ଶିକ୍ଷାରେ ବଢିଲା ସରଂକ୍ଷଣ

June 2, 2026
Latest News

ଭତ୍ତା ପାଣ୍ଠିରୁ ୧୨.୩୦ ଲକ୍ଷ ହେରଫେର ଅଭିଯୋଗ: ପଞ୍ଚାୟତ ନିର୍ବାହୀ ଅଧିକାରୀ ଗିରଫ

June 2, 2026

ଖାନ ସାରଙ୍କ କୋଚିଂ ସେଣ୍ଟର ବାହାରେ ଗୁଳିକାଣ୍ଡ

June 2, 2026

ରୁଦ୍ରମ୍-୨ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

June 2, 2026

ବୈଷୟିକ ଶିକ୍ଷାରେ ବଢିଲା ସରଂକ୍ଷଣ

June 2, 2026

ଲୋଖଣ୍ଡେ ପ୍ରଶାନ୍ତ ସୀତାରାମ ହେଲେ ସିବିଏସଇର ନୂତନ ଅଧ୍ୟକ୍ଷ

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.