Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିରୋଧ ପ୍ରଦର୍ଶନକାରୀଙ୍କୁ ଚକିତ କରିଛନ୍ତି ସରକାର : ଯୋଗୀ ଆଦିତ୍ୟନାଥ
ଆଜିର ଖବର

ବିରୋଧ ପ୍ରଦର୍ଶନକାରୀଙ୍କୁ ଚକିତ କରିଛନ୍ତି ସରକାର : ଯୋଗୀ ଆଦିତ୍ୟନାଥ

December 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ
ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସୁରକ୍ଷାରେ ତ୍ରୁଟି: ଚିନ୍ତା ପ୍ରକାଶ କଲେ ଅଖିଳେଶ ଯାଦବ

ଲକ୍ଷ୍ନୌ, 28/12 : ବିରୋଧ ପ୍ରଦର୍ଶନ ସମୟରେ ହିଂସା ପ୍ରଦର୍ଶନକାରୀଙ୍କ ବିରୋଧରେ ଉତ୍ତର ପ୍ରଦେଶ ସରକାରଙ୍କ କାର୍ଯ୍ୟାନୁଷ୍ଠାନକୁ ସଠିକ୍‌ ବୋଲି କହିଛନ୍ତି ଯୋଗୀ ଆଦିତ୍ୟନାଥ । ସରକାରଙ୍କ କାର୍ଯ୍ୟାନୁଷ୍ଠାନ ହିଂସା ପ୍ରଦର୍ଶନକାରୀଙ୍କୁ ଚକିତ କରିଛି ବୋଲି ଯୋଗୀ ପ୍ରକାଶ କରିଛନ୍ତି । ସରକାରଙ୍କ କାର୍ଯ୍ୟାନୁଷ୍ଠାନ ପରେ ପ୍ରତ୍ୟୋକ ଭିଡ ହିଂସାକାରୀ ଚକିତ ହୋଇଯାଇଛନ୍ତି । ଏହି ପଦକ୍ଷେପ ରାଜ୍ୟରେ ଶାନ୍ତି ଫେରାଇବାରେ ସହାୟକ ହୋଇଛି ବୋଲି ଯୋଗୀ କହିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ସର୍ବସାଧାରଣ ସମ୍ପତ୍ତି ନଷ୍ଟ କରିଥିବା ହିଂସାକାରୀଙ୍କ ସମ୍ପତ୍ତି ବାଜ୍ୟାପ୍ତ କରି କ୍ଷତି ଭରଣା କରିବାର ନିଷ୍ପତ୍ତି ନେଇଥିଲେ ଯୋଗୀ ସରକାର । ଶୁକ୍ରବାର ଯୋଗୀଙ୍କ ସାମ୍ବାଦିକ ସମ୍ମିଳନୀ ପରେ ସୋସିଆଲ ମିଡିଆରେ ଟ୍ବିଟ୍ଟର ବ୍ୟବହାରକାରୀ ପ୍ରଶଂସା କରିଛନ୍ତି ।

caaprotest up yogiadityanath
Share. Facebook Twitter LinkedIn Email WhatsApp Copy Link

Related Posts

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026
Latest News

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.