Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏନ୍‌ଆରସି ଓ ଏନ୍‌ପିଆରକୁ ଦ୍ବିତୀୟ ନୋଟବନ୍ଦୀ ବୋଲି କହିଲେ ରାହୁଲ୍‌
ଆଜିର ଖବର

ଏନ୍‌ଆରସି ଓ ଏନ୍‌ପିଆରକୁ ଦ୍ବିତୀୟ ନୋଟବନ୍ଦୀ ବୋଲି କହିଲେ ରାହୁଲ୍‌

December 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, 28/12: କଂଗ୍ରେସ ଦଳ ଆଜି ୧୩୫ତମ ପ୍ରତିଷ୍ଠା ଦିବସ ପାଳନ କରୁଛନ୍ତି। ଏହି ଦିବସ ଅବସରରେ କଂଗ୍ରେସ ନାଗରିକତା ଆଇନ ବିଷୟକୁ ନେଇ ମୋଦି ସରକାରକୁ ଘେରିଛି। କଂଗ୍ରେସ ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ୍‌ ଗାନ୍ଧି ଏହାକୁ ଦ୍ବିତୀୟ ନୋଟବନ୍ଦୀ ବୋଲି କହିଛନ୍ତି। ରାହୁଲ୍‌ ଗାନ୍ଧି ଦଳର ମୁଖ୍ୟାଳୟରେ  ଏନ୍‌ଆରସି ଓ ଏନ୍‌ପିଆରକୁ ଦ୍ବିତୀୟ ନୋଟବନ୍ଦୀ ବୋଲି କହିଛନ୍ତି। ଏଥିରେ ଭାରତର ଗରିବ ଲୋକଙ୍କର ବହୁତ କ୍ଷତି ହେବାକୁ ଯାଉଛି। ରାହୁଲ୍‌ କହିଛନ୍ତି ଯେ, ଏନ୍‌ଆରସି ଓ ଏନ୍‌ଆରପି ପ୍ରକ୍ରିୟା ଦ୍ବାରା ସରକାରଙ୍କ କିଛି ପୁଞ୍ଜିପତି ବନ୍ଧୁଙ୍କ ଲାଭ ହେବ। ପୂର୍ବରୁ ରାହୁଲ୍‌ ଗାନ୍ଧି ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ୍‌ କରି ’ଆରଏସଏସ୍‌’ର ପ୍ରଧାନମନ୍ତ୍ରୀ ଭାରତ ମାତାଙ୍କୁ ମିଛ କହୁଛନ୍ତି ବୋଲି କହିଥିଲେ।

ଆଜି କଂଗ୍ରେସର ପ୍ରତିଷ୍ଠା ଦିବସ ଅବସରରେ ଦଳର ମୁଖ୍ୟ କାର୍ଯ୍ୟାଳୟଠାରେ କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧି  ଦଳର ପତାକା ଉତ୍ତୋଳନ କରିଥିଲେ । ଆଜି କଂଗ୍ରେସ ତରଫରୁ ସାରା ଭାରତବର୍ଷରେ ସମ୍ବିଧାନ ବଚାଓ ଦେଶ ବଚାଓର ରାଲିର ଆୟୋଜନ କରାଯାଇଛି। (ଏଜେନ୍ସି)

NRC rahul gandhi
Share. Facebook Twitter LinkedIn Email WhatsApp Copy Link

Related Posts

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026
Latest News

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.