Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରବଳ ଥଣ୍ଡାର ମୁକାବିଲା ପାଇଁ ଜିଲ୍ଲାପାଳଙ୍କୁ ସତର୍କସୂଚନା ଜାରି
ଆଜିର ଖବର

ପ୍ରବଳ ଥଣ୍ଡାର ମୁକାବିଲା ପାଇଁ ଜିଲ୍ଲାପାଳଙ୍କୁ ସତର୍କସୂଚନା ଜାରି

December 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର, 28/12 : ରାଜ୍ୟରେ ଶୀତର ପ୍ରକୋପ ବୃଦ୍ଧି ପାଇଥିବାରୁ ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କସୂଚନା ଜାରି କରାଯାଇଛି । ଶୀତର ପ୍ରକୋପ ବୃଦ୍ଧି କାରଣରୁ ପ୍ରତିଶେଧକ ମୂଳକ ପଦକ୍ଷେପ ଗ୍ରହଣ କରିବା ସହିତ ପ୍ରସ୍ତୁତ ରହିବା ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତ ବ୍ଲକ୍‌, ତହସିଲ୍‌ ଏବଂ ପଞ୍ଚାୟତକୁ ମଧ୍ୟ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଗରିବ ଶ୍ରେଣୀର ଲୋକ ଏବଂ ଘରନଥିବା ଲୋକ ଯେପରି ରାତିରେ ଶୋଇବା ପାଇଁ ହଇରାଣ ନ ହେୁଅନ୍ତି ସେଥିପାଇଁ ସ୍କୁଲ ଏବଂ ସର୍ବସାଧାରଣ କୋଠା ଗୁଡିକ ଖୋଲା ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଅଷ୍ଟ୍ରେଲିଆ ଗସ୍ତରେ ବଡ଼ ଘୋଷଣା କରିବେ ପ୍ରଧାନମନ୍ତ୍ରୀ ମୋଦି!: କ୍ରିକେଟ ପ୍ରଶଂସକଙ୍କୁ ମିଳିବ ଉପହାର

June 10, 2026

ପ୍ରଧାନମନ୍ତ୍ରୀ ମୋଦୀ ଶାସନ କ୍ଷମତାରେ ରହିବାର ଏକ ରେକର୍ଡ କରିଥିବାରୁ ରାଜ୍ୟ ବିଜେପିର ବିଭିନ୍ନ କାର୍ଯ୍ୟକ୍ରମ

June 10, 2026

ଆଫଗାନ ଘର ଉପରେ ବୋମା ମାଡ଼ କଲା ପାକିସ୍ତାନୀ ସେନା: ୧୧ ଶିଶୁ ସମେତ ୧୩ ମୃତ

June 10, 2026

Kalinga Literary Festival: ସଫଳତାର ସହ ଶେଷ ହେଲା କାଠମାଣ୍ଡୁ କଳିଙ୍ଗ ସାହିତ୍ୟ ଉତ୍ସବ

June 10, 2026
Latest News

ଅଷ୍ଟ୍ରେଲିଆ ଗସ୍ତରେ ବଡ଼ ଘୋଷଣା କରିବେ ପ୍ରଧାନମନ୍ତ୍ରୀ ମୋଦି!: କ୍ରିକେଟ ପ୍ରଶଂସକଙ୍କୁ ମିଳିବ ଉପହାର

June 10, 2026

ପ୍ରଧାନମନ୍ତ୍ରୀ ମୋଦୀ ଶାସନ କ୍ଷମତାରେ ରହିବାର ଏକ ରେକର୍ଡ କରିଥିବାରୁ ରାଜ୍ୟ ବିଜେପିର ବିଭିନ୍ନ କାର୍ଯ୍ୟକ୍ରମ

June 10, 2026

ଆଫଗାନ ଘର ଉପରେ ବୋମା ମାଡ଼ କଲା ପାକିସ୍ତାନୀ ସେନା: ୧୧ ଶିଶୁ ସମେତ ୧୩ ମୃତ

June 10, 2026

Kalinga Literary Festival: ସଫଳତାର ସହ ଶେଷ ହେଲା କାଠମାଣ୍ଡୁ କଳିଙ୍ଗ ସାହିତ୍ୟ ଉତ୍ସବ

June 10, 2026

ମହଙ୍ଗା ପଡିଲା ରୁଷ ସହିତ ବନ୍ଧୁତା!: ଭାରତୀୟ ଏବଂ ଚୀନ୍ ଉପରେ କଠୋର ପ୍ରତିବନ୍ଧକ ଲଗାଇଲା ଇୟୁ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.