Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏସ୍‌ପ୍ଲାନେଡ୍‌ରେ ସାମ୍ବାଦିକାଙ୍କୁ ଆକ୍ରମଣ : 2 ଗିରଫ
ଆଜିର ଖବର

ଏସ୍‌ପ୍ଲାନେଡ୍‌ରେ ସାମ୍ବାଦିକାଙ୍କୁ ଆକ୍ରମଣ : 2 ଗିରଫ

December 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର,29/12 : ଭୁବନେଶ୍ବରର ଏସ୍‌ପ୍ଲାନେଡ୍‌ ମଲ୍‌ରେ ମହିଳା ସାମ୍ବାଦିକାଙ୍କୁ ଦୁର୍ବ୍ୟବହାର ଏବଂ ଆକ୍ରମଣ ମାମଲାରେ କମିସନରେଟ୍‌ ପୋଲିସ୍‌ ପକ୍ଷରୁ 2 ଜଣଙ୍କୁ ଗିରଫ କରାଯାଇଛି । ଏହା ସହିତ ଘଟଣାର ତଦନ୍ତ ଜଣେ ଡିସିପି ପାହ୍ୟାର ଅଧିକାରୀ କରିବେ ବୋଲି ପୋଲିସ୍‌ ପକ୍ଷରୁ କୁହାଯାଇଛି । ଏହା ସହିତ ଅଭିଯୁକ୍ତଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଭୁବନେଶ୍ବର ଡିସିପି ଅନୁପ ସାହୁ ସୂଚନା ଦେଇଛନ୍ତି । ଏସ୍‌ପ୍ଲାନେଡ୍‌ ମଲ୍‌ରେ ବେଆଇନ ଭାବେ ପାର୍କିଂ ଫି ଆଦାୟ କରାଯାଉଥିଲା । ଏହାର ଖବର ସଂଗ୍ରହ କରୁଥିବା ବେଳେ ସାମ୍ବାଦିକ ସ୍ବାତୀ ଜେନାଙ୍କୁ ମଲ୍‌ର ସୁରକ୍ଷାକର୍ମୀ ଆକ୍ରମଣ କରିଥିଲେ ।

bbsr esplanade
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026

ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ, ରାଜ୍ୟ ନେତାଗଣ ବେଶ ଚଳଚଞ୍ଚଳ

May 17, 2026

୫ ଦିନିଆ ଅଭିଯାନରେ ପୋଲିସକୁ ବ୍ୟାପକ ସଫଳତା: ୧୭୭୧ ଗିରଫ, ବିପୁଳ ପରିମାଣର ଗଞ୍ଜେଇ ଜବତ

May 17, 2026

ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର: ଦୁଇ ଅଟକ 

May 17, 2026
Latest News

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026

ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ, ରାଜ୍ୟ ନେତାଗଣ ବେଶ ଚଳଚଞ୍ଚଳ

May 17, 2026

ସିନ୍ଧୁ ଜଳ ଚୁକ୍ତିନାମା ଉପରେ ଅନ୍ତର୍ଜାତୀୟ ନ୍ୟାୟାଳୟର ନିଷ୍ପତ୍ତିକୁ ଭାରତର ପ୍ରତ୍ୟାଖ୍ୟାନ: ପାକିସ୍ତାନକୁ ଚେତାବନୀ

May 17, 2026

୫ ଦିନିଆ ଅଭିଯାନରେ ପୋଲିସକୁ ବ୍ୟାପକ ସଫଳତା: ୧୭୭୧ ଗିରଫ, ବିପୁଳ ପରିମାଣର ଗଞ୍ଜେଇ ଜବତ

May 17, 2026

ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର: ଦୁଇ ଅଟକ 

May 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.