Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଝାରଖଣ୍ଡର 11 ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ହେମନ୍ତ ସୋରେନ୍‌
ଆଜିର ଖବର

ଝାରଖଣ୍ଡର 11 ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ହେମନ୍ତ ସୋରେନ୍‌

December 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଞ୍ଚି,29/12 : ଝାରଖଣ୍ଡର 11 ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ହେମନ୍ତ ସୋରେନ୍‌ । ମୋରବଡି ଗ୍ରାଉଣ୍ଡରେ ହେମନ୍ତଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଥିଲେ । ହେମନ୍ତଙ୍କ ସହିତ ଅନ୍ୟ ତିନିଜଣ ବିଧାୟକ ଆଲମ ଗିରି ଆଲମ, ରାମେଶ୍ବର ଓରାମ ଓ ସତ୍ୟାନନ୍ଦ ଭକ୍ତା କ୍ୟାବିନେଟ୍‌ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ ।
ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀ ଉପସ୍ଥିତ ଥିଲେ । ରାହୁଲଙ୍କ ବ୍ୟତିତ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଏବଂ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଉପସ୍ଥିତ ଥିଲେ । ଅନ୍ୟ ନେତାମାନଙ୍କ ମଧ୍ୟରେ ବରିଷ୍ଠ ସିପିଏମ୍‌ ନେତା ସୀତାରାମ ୟେଚୁରୀ, ସିପିଆଇ ନେତା ଡି.ରାଜା ଏବଂ ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଉଲ୍ଲେଖଯୋଗ୍ୟ ଯେ, 81 ଆସନ ବିଶିଷ୍ଟ ଝାରଖଣ୍ଡ ବିଧାନସଭାରେ କଂଗ୍ରେସ-ଜେଏମ୍ଏମ୍‌-ଆରଜେଡି ମେଣ୍ଟ 47 ଆସନ ସହିତ ସରକାର ଗଠନ କରିଛି । (ଏଜେନ୍ସୀ)

hemantsoren jharkhand
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୧୦ ବୁଧବାର ଦିନ କଣ ରହିବ ଆପଣଙ୍କ ଭାଗ୍ୟ ଫଳ, ଆଜି କଣ କରିବା ଉଚିତ

September 10, 2025

ସମ୍ ହସ୍ପିଟାଲ୍‌ରେ ଅଙ୍ଗଦାନକାରୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ

September 9, 2025

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025
Latest News

ରାଶିଫଳ: ସେପ୍ଟେମ୍ବର ୧୦ ବୁଧବାର ଦିନ କଣ ରହିବ ଆପଣଙ୍କ ଭାଗ୍ୟ ଫଳ, ଆଜି କଣ କରିବା ଉଚିତ

September 10, 2025

ସମ୍ ହସ୍ପିଟାଲ୍‌ରେ ଅଙ୍ଗଦାନକାରୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ

September 9, 2025

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ବାଣପୁର: ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.