Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିଆରପିଏଫ୍‌ ଯବାନଙ୍କୁ 100 ଦିନ ଛୁଟି : ନୂତନ ମୁଖ୍ୟାଳୟ ଭିତ୍ତିପ୍ରସ୍ତର ସମୟରେ ଶାହାଙ୍କ ଘୋଷଣା
ଆଜିର ଖବର

ସିଆରପିଏଫ୍‌ ଯବାନଙ୍କୁ 100 ଦିନ ଛୁଟି : ନୂତନ ମୁଖ୍ୟାଳୟ ଭିତ୍ତିପ୍ରସ୍ତର ସମୟରେ ଶାହାଙ୍କ ଘୋଷଣା

December 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, 29/12 : ନୂଆଦିଲ୍ଲୀରେ ନୂତନ ସିଆରପିଏଫ୍‌ ମୁଖ୍ୟାଳୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ଗୃହମନ୍ତ୍ରୀ ଅମିତ ଶାହା । ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ସିଆରପିଏଫ୍‌ ଯବାନଙ୍କୁ ବାର୍ଷିକ 100 ଦିନ ଛୁଟି ମିଳିବା ନେଇ ଶାହା ଘୋଷଣା କରିଛନ୍ତି । ସରକାର ଖୁବ୍‌ ଶୀଘ୍ର ଏନେଇ ଏକ ନିୟମ ଆଣିବାକୁ ଯାଉଛନ୍ତି ବୋଲି ଶାହା ପ୍ରକାଶ କରିଛନ୍ତି । ପ୍ରତ୍ୟୋକ ଯବାନ ଦେଶ ପାଇଁ ସଦା ସର୍ବଦା କାର୍ଯ୍ୟରତ ରହିଥାନ୍ତି ତେଣୁ ଯେପରି ପ୍ରତ୍ୟୋକ ଯବାନ ନିଜ ପରିବାର ସହିତ 100 ଦିନ ବିତାଇବାର ସମୟ ପାନ୍ତି ସେ ସମ୍ପର୍କରେ ସରକାର ବିଚାର କରୁଛନ୍ତି ବୋଲି ଶାହା କହିଛନ୍ତି । ଏହା ସହିତ ଏ ନେଇ ଦେଶର ତିନି ସେନାମୁଖ୍ୟଙ୍କ ସହିତ ଆଲୋଚନା କରାଯାଉଥିବା ସମ୍ପର୍କରେ ଶାହା ସୂଚନା ଦେଇଥିଲେ । ଏହା ସହିତ ସମସ୍ତ ଯବାନଙ୍କ ପରିବାରକୁ ଏକ ସ୍ବାସ୍ଥ୍ୟ କାର୍ଡ ପ୍ରଦାନ କରାଯିବ ଏବଂ ଏହି କାର୍ଡ ଜରିଆରେ ପରିବାରକୁ ବିଭିନ୍ନ ସ୍ବାସ୍ଥ୍ୟ ସେବା ପ୍ରଦାନ କରାଯିବ । ଏନେଇ ଅଖିଳ ଭାରତୀୟ ସ୍ବାସ୍ଥ୍ୟ ସେବା ସଙ୍ଗଠନ(ଏମ୍ସ) ସହିତ ଆଲୋଚନା ଚାଲିଛି ବୋଲି ଶାହା କହିଛନ୍ତି । କ୍ୟାବିନେଟ ସଚିବ ରାଜୀବ ଗୌବା ଏବଂ ଗୃହ ସଚିବ ଅଜୟ କୁମାର ଭଲ୍ଲା ଏମ୍ସ କର୍ତ୍ତୃପକ୍ଷଙ୍କ ସହିତ ଆଲୋଚନା କରୁଛନ୍ତି । (ଏଜେନ୍ସୀ)

crpf saha stonelaying
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆ ଆଇଡିଆଥନ୍‌: ଅଫ୍‌ଲାଇନ୍‌ ପର୍ଯ୍ୟାୟ ଓ ଏସ୍‌ଆଇଏଚ୍‌-୨୦୨୬ ପାଇଁ ୫୦ଟି ଛାତ୍ର ଦଳ ମନୋନୀତ

September 4, 2026

କାର୍ଯ୍ୟକ୍ଷେତ୍ରରେ ଲିଙ୍ଗଗତ ସମ୍ବେଦନଶୀଳତା ସମ୍ପର୍କରେ କର୍ମଶାଳା ଆୟୋଜିତ

September 4, 2026

ଓଏଏସ ରୁ ଆଇଏଏସ ହେଲେ ଚଉଦ ଜଣ ଅଫିସର, ଜାଣନ୍ତୁ ସେମାନଙ୍କର ନାମ

September 4, 2026

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସର ଅହୋରାତ୍ର ଧାରଣା ଆରମ୍ଭ, ଜାଣନ୍ତୁ କାରଣ

September 4, 2026
Latest News

ସୋଆ ଆଇଡିଆଥନ୍‌: ଅଫ୍‌ଲାଇନ୍‌ ପର୍ଯ୍ୟାୟ ଓ ଏସ୍‌ଆଇଏଚ୍‌-୨୦୨୬ ପାଇଁ ୫୦ଟି ଛାତ୍ର ଦଳ ମନୋନୀତ

September 4, 2026

କାର୍ଯ୍ୟକ୍ଷେତ୍ରରେ ଲିଙ୍ଗଗତ ସମ୍ବେଦନଶୀଳତା ସମ୍ପର୍କରେ କର୍ମଶାଳା ଆୟୋଜିତ

September 4, 2026

ଓଏଏସ ରୁ ଆଇଏଏସ ହେଲେ ଚଉଦ ଜଣ ଅଫିସର, ଜାଣନ୍ତୁ ସେମାନଙ୍କର ନାମ

September 4, 2026

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସର ଅହୋରାତ୍ର ଧାରଣା ଆରମ୍ଭ, ଜାଣନ୍ତୁ କାରଣ

September 4, 2026

ଜନ୍ମାଷ୍ଟମୀରେ ସବୁଠାରୁ ପ୍ରସିଦ୍ଧ କୃଷ୍ଣ ମନ୍ଦିର ଦର୍ଶନ କରି ଦୂର କରନ୍ତୁ ସମସ୍ତ ଦୁଃଖ ଓ ଯନ୍ତ୍ରଣା

September 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.