Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁରକ୍ଷା ଅଧିନିୟମ ଭଙ୍ଗ କରିଛନ୍ତି ପ୍ରିୟଙ୍କା : ସିଆରପିଏଫ୍‌
ଆଜିର ଖବର

ସୁରକ୍ଷା ଅଧିନିୟମ ଭଙ୍ଗ କରିଛନ୍ତି ପ୍ରିୟଙ୍କା : ସିଆରପିଏଫ୍‌

December 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, 30/12 : କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ସୁରକ୍ଷା ଅଧିନିୟମ ଭଙ୍ଗ କରିଥିବା ନେଇ ସିଆରପିଏଫ୍‌ ପକ୍ଷରୁ ସୂଚନା ଦିଆଯାଇଛି । ବିନା କୌଣସି ସୂଚନାରେ ବିଭିନ୍ନ ସ୍ଥାନକୁ ଭ୍ରମଣ କରି ସିଆରପିଏଫ୍‌ ନିୟମ ଭଙ୍ଗ କରିଛନ୍ତି ବୋଲି ସିଆରପିଏଫ୍‌ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି । ରବିବାର ପ୍ରିୟଙ୍କା କଂଗ୍ରେସ ପ୍ରତିଷ୍ଠା ଦିବସରେ ଯୋଗଦେବା କାର୍ଯ୍ୟକ୍ରମ ରହିଥିବା ବେଳେ ପ୍ରିୟଙ୍କା ସୁରକ୍ଷା ଦାୟିତ୍ବରେ ରହିଥିବା ଅଧିକାରୀଙ୍କୁ ନ ଜଣାଇ ଲକ୍ଷ୍ନୌ ଯାଇଥିଲେ । ପରବର୍ତ୍ତୀ ସମୟରେ ପୋଲିସ ପ୍ରିୟଙ୍କାଙ୍କ ଗଳା ଦବାଇବା ନେଇ କଂଗ୍ରେସ ମହାସଚିବ ଅଭିଯୋଗ କରିଥିଲେ । ଉଲ୍ଲେଖଯୋଗ୍ୟ ଯେ, ବର୍ତ୍ତମାନ ପ୍ରିୟଙ୍କାଙ୍କୁ ଜେଡ୍‌ ପ୍ଲସ୍‌ ସୁରକ୍ଷା ବ୍ୟବସ୍ଥା ମିଳୁଥିବା ବେଳେ ସିଆରପିଏଫ୍‌ ସୁରକ୍ଷା ଦାୟିତ୍ବରେ ରହିଛି । (ଏଜେନ୍ସୀ)

crpf priyankagandhi
Share. Facebook Twitter LinkedIn Email WhatsApp Copy Link

Related Posts

୧୯ ବର୍ଷରୁ କମ୍ ବିଶ୍ୱକପ୍ ରୁ ବିଦା ହେଲା ପାକିସ୍ତାନ: ସେମିଫାଇନାଲରେ ପ୍ରବେଶ କଲା ଭାରତ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026
Latest News

୧୯ ବର୍ଷରୁ କମ୍ ବିଶ୍ୱକପ୍ ରୁ ବିଦା ହେଲା ପାକିସ୍ତାନ: ସେମିଫାଇନାଲରେ ପ୍ରବେଶ କଲା ଭାରତ

February 1, 2026

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.