Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»15 ଲକ୍ଷ ଟଙ୍କାର ଆପାର୍ଟମେଣ୍ଟ ପଡିଲା ମହଙ୍ଗା : ଅଷ୍ଟ୍ରିଆ ରାଷ୍ଟ୍ରଦୂତଙ୍କୁ ଫେରସ୍ତ ଆଣିଲା ବୈଦେଶିକ ମନ୍ତ୍ରାଳୟ
ଆଜିର ଖବର

15 ଲକ୍ଷ ଟଙ୍କାର ଆପାର୍ଟମେଣ୍ଟ ପଡିଲା ମହଙ୍ଗା : ଅଷ୍ଟ୍ରିଆ ରାଷ୍ଟ୍ରଦୂତଙ୍କୁ ଫେରସ୍ତ ଆଣିଲା ବୈଦେଶିକ ମନ୍ତ୍ରାଳୟ

December 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ,30/12 : ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ଅଷ୍ଟ୍ରିଆରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ଫେରସ୍ତ ଆଣିଛି । ଅଷ୍ଟ୍ରିଆରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତ ରେଣୁ ପଲ୍‌ଙ୍କୁ ଭାରତ ଫେରାଇ ଅଣାଯାଇଛି । ଏକ 15 ଲକ୍ଷ ଟଙ୍କାର ଆପାର୍ଟ ମେଣ୍ଟ ଭଡାରେ ନେଇଥିବାରୁ ରେଣୁଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । 1988 ବ୍ୟାଚ୍‌ର ବିଦେଶ ସେବା ଅଧିକାରୀ ରହିଥିବା ରେଣୁ କେବଳ ଆପାର୍ଟମେଣ୍ଟ ନୁହେଁ ବରଂ ଅନ୍ୟାନ୍ୟ ଦୁର୍ନୀତିରେ ମଧ୍ୟ ଲିପ୍ତ ରହିଥିବା ନେଇ ସିଭିସିଙ୍କ ରିପୋର୍ଟ ଆସିଥିଲା । ଭ୍ୟାଟ୍‌ ଜରିଆରେ ରେଣୁ କୋଟି କୋଟି ଟଙ୍କାର ଅର୍ଥ ତୋଷାରପାତ କରିଥିବା ନେଇ ସିଭିସିଙ୍କ ରିପୋର୍ଟରେ ଉଲ୍ଳେଖ କରାଯାଇଥିଲା । (ଏଜେନ୍ସୀ)

Austria envoy
Share. Facebook Twitter LinkedIn Email WhatsApp Copy Link

Related Posts

ଜିମ୍ବାୱେ ବିପକ୍ଷରେ କେହଳିବେ ନାହିଁ ରିଙ୍କୁ ସିଂହ!: ଜାଣନ୍ତୁ କାହାକୁ ମିଳିବ ସୁଯୋଗ?

February 25, 2026

ରିଲାଏନ୍ସ ଫାଉଣ୍ଡେସନ ସହାୟତାରେ ଢେଙ୍କାନାଳର ସୋରଟ ଗାଁରେ ୨୦ ବର୍ଷ ପରେ ପୁଣି ଚାଷ ଆରମ୍ଭ

February 25, 2026

“ଆମେ ନ୍ୟାୟପାଳିକାକୁ ବଦନାମ କରିବା ପାଇଁ ଦେବୁ ନାହିଁ…”: NCERT ପୁସ୍ତକ ଉପରେ CJI କ୍ଷୁବ୍ଧ

February 25, 2026

କେତେ ବଢିଲା ସୁନା ଓ ରୂପା ମୂଲ୍ୟ?: ଜାଣନ୍ତୁ ଆଜିର ଦର

February 25, 2026
Latest News

ଜିମ୍ବାୱେ ବିପକ୍ଷରେ କେହଳିବେ ନାହିଁ ରିଙ୍କୁ ସିଂହ!: ଜାଣନ୍ତୁ କାହାକୁ ମିଳିବ ସୁଯୋଗ?

February 25, 2026

ରିଲାଏନ୍ସ ଫାଉଣ୍ଡେସନ ସହାୟତାରେ ଢେଙ୍କାନାଳର ସୋରଟ ଗାଁରେ ୨୦ ବର୍ଷ ପରେ ପୁଣି ଚାଷ ଆରମ୍ଭ

February 25, 2026

“ଆମେ ନ୍ୟାୟପାଳିକାକୁ ବଦନାମ କରିବା ପାଇଁ ଦେବୁ ନାହିଁ…”: NCERT ପୁସ୍ତକ ଉପରେ CJI କ୍ଷୁବ୍ଧ

February 25, 2026

କେତେ ବଢିଲା ସୁନା ଓ ରୂପା ମୂଲ୍ୟ?: ଜାଣନ୍ତୁ ଆଜିର ଦର

February 25, 2026

କିପରି ପ୍ଲସ୍ ଜୋନ୍‌କୁ ଆସିବ ନେଟ୍ ରନ୍ ରେଟ୍?: ଜାଣନ୍ତୁ ଜିମ୍ବାୱେ ବିପକ୍ଷରେ ଭାରତର ସମୀକରଣ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.