Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା : ଭିଜିଲାନ୍ସ ଜାଲରେ ଡିଆରଡିଏ କିରାଣୀ
ଆଜିର ଖବର

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା : ଭିଜିଲାନ୍ସ ଜାଲରେ ଡିଆରଡିଏ କିରାଣୀ

December 31, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
କଳାହାଣ୍ଡି,31/12 : ଆୟ ବହିର୍ଭୂତ ଠୁଳ ଅଭିଯୋଗରେ କଳାହାଣ୍ଡି ଜିଲା ଡିଆରଡିଏର ବରିଷ୍ଠ କିରାଣୀ ହରପ୍ରସାଦ ଆଚାରୀଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି । ସୋମବାର ଭିଜିଲାନ୍ସ ପକ୍ଷରୁ ହରପ୍ରସାଦଙ୍କ ତିନୋଟି ଘରରେ ଏକକାଳୀନ ଚଢାଉ କରାଯାଇଥିଲା । କୋରାପୁଟ ଭିଜିଲାନ୍ସ ଏସପିଙ୍କ ନିର୍ଦ୍ଦେଶ କ୍ରମେ 3ଟି ଟିମ ଏହି ଚଢାଉ କରିଥିଲେ । ହରପ୍ରସାଦଙ୍କ ରାମନଗର ସ୍ଥିତ ବାସଭବନ, ମନ୍ଦାର ବଗିଚାସ୍ଥିତ ପୈତୃକ ଘର ଓ ଅଫିସରେ ଚଢ଼ଉ କରାଯାଇଛି ।

drda raid VIGILANCE
Share. Facebook Twitter LinkedIn Email WhatsApp Copy Link

Related Posts

ଯୋଗାଣ ବିଭାଗର ବିଭିନ୍ନ ସ୍ଥାନରେ ଚଢ଼ାଉ: ୫୦୫ ଲିଟର ଡିଜେଲ ଜବତ

May 17, 2026

ୟୁଏଇରେ ନ୍ୟୁକ୍ଲିୟର ପ୍ଲାଣ୍ଟକୁ ଟାର୍ଗେଟ କରି ବଡ଼ ଡ୍ରୋନ୍ ଆକ୍ରମଣ

May 17, 2026

ଜାତୀୟ ପଞ୍ଚାୟତ ପୁରସ୍କାର ପାଇଁ ଓଡ଼ିଶାର ୫ ଟି ପଞ୍ଚାୟତ ମନୋନୀତ, ଜାଣନ୍ତୁ କିଏ

May 17, 2026

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026
Latest News

ଯୋଗାଣ ବିଭାଗର ବିଭିନ୍ନ ସ୍ଥାନରେ ଚଢ଼ାଉ: ୫୦୫ ଲିଟର ଡିଜେଲ ଜବତ

May 17, 2026

ୟୁଏଇରେ ନ୍ୟୁକ୍ଲିୟର ପ୍ଲାଣ୍ଟକୁ ଟାର୍ଗେଟ କରି ବଡ଼ ଡ୍ରୋନ୍ ଆକ୍ରମଣ

May 17, 2026

ଜାତୀୟ ପଞ୍ଚାୟତ ପୁରସ୍କାର ପାଇଁ ଓଡ଼ିଶାର ୫ ଟି ପଞ୍ଚାୟତ ମନୋନୀତ, ଜାଣନ୍ତୁ କିଏ

May 17, 2026

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.