Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିହାରରେ ବିଜେପି-ଜେଡିୟୁ ବାକ୍‌ଯୁଦ୍ଧ
ଆଜିର ଖବର

ବିହାରରେ ବିଜେପି-ଜେଡିୟୁ ବାକ୍‌ଯୁଦ୍ଧ

December 31, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପାଟନା,31/12 : ବିହାରରେ ଦୁଇ ସହଯୋଗୀ ଦଳ ବିଜେପି ଏବଂ ଜେଡିୟୁ ମଧ୍ୟରେ ବାକ୍‌ଯୁଦ୍ଧ ଆରମ୍ଭ ହୋଇଛି । ବିହାର ଉପ ମୁଖ୍ୟମନ୍ତ୍ରୀ ସୁଶୀଲ ମୋଦି ଏବଂ ପ୍ରଶାନ୍ତ କିଶୋରଙ୍କ ମଧ୍ୟରେ ଏହି ବାକ୍‌ଯୁଦ୍ଧ ମଙ୍ଗଳବାର ଆରମ୍ଭ ହୋଇଛି । ଉପ ମୁଖ୍ୟମନ୍ତ୍ରୀ ସୁଶୀଲ ମୋଦି ପ୍ରଥମେ କିଶୋରଙ୍କୁ ଆକ୍ରମଣ କରିଥିବା ବେଳେ କିଶୋର ଏହାର ଯବାବ ଦେଇଛନ୍ତି । ଲାଭ ପାଇଁ ରାଜନୀତିର ବ୍ୟବସାୟ କରୁଥିବା ନେତା କେବ ଦେଶର ହିତ ପାଇଁ ଚିନ୍ତା କରିପାରିବେ ନାହିଁ ବୋଲି ମୋଦି ମତ ଦେଇଥିଲେ । ମୋଦି କାହାର ନାମ ନେଇନଥିଲେ ମଧ୍ୟ ପରୋକ୍ଷରେ ପ୍ରଶାନ୍ତ କିଶୋରଙ୍କ ଆଡକୁ ପରୋକ୍ଷରେ ଇଙ୍ଗିତ କରିଥିଲେ । ଏହାପରେ କିଶୋର ଏହାର ଜବାବ ଦେବା ସହିତ ସୁଶୀଲ ମୋଦିଙ୍କୁ ସମାଲୋଚନା କରିଥିଲେ । କିଶୋର କହିଥିଲେ ବିହାରର ଜନତା ଆପଣଙ୍କୁ ପ୍ରତ୍ୟାଖ୍ୟାନ କରିଥିଲେ । ମେଣ୍ଟ ସରକାର ଭାଙ୍ଗିନଥିଲେ ବିଜେପି ସରକାର ଗଠନର ସୁଯୋଗ ପାଇନଥାନ୍ତା କି ସୁଶୀଲ ମୋଦି ଉପ ମୁଖ୍ୟମନ୍ତ୍ରୀ ହେବାର ସୁଯୋଗ ପାଇନଥାନ୍ତେ ବୋଲି କିଶୋର କହିଥିଲେ । ସେହିପରି ସୁଶୀଲ ମୋଦିଙ୍କ ରାଜନୈତିକ ସଚ୍ଚୋଟତା, ସମ୍ମାନ ଏବଂ ଆଦର୍ଶକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଥିଲେ । (ଏଜେନ୍ସୀ)

bjp speaker apology peo odishagoverner jdu prashantkishore sushilmodi
Share. Facebook Twitter LinkedIn Email WhatsApp Copy Link

Related Posts

ଆଜିଠାରୁ ITEP ପାଠ୍ୟକ୍ରମ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ: ଜାଣନ୍ତୁ ସବୁକିଛି

June 20, 2026

ବିସ୍ତୃତ ରାଶିଫଳ: ଜୁନ ୨୦ ତାରିଖ ଶନିବାରରେ ପାଞ୍ଚୋଟି ରାଶିର ପାଇଁ ରହିଛି ଧନ ବର୍ଷା

June 20, 2026

ମମତା ବାନାର୍ଜୀଙ୍କୁ ବଡ଼ ଝଟକା : ବ୍ୟାଙ୍କ ଆକାଉଣ୍ଟକୁ ଫ୍ରିଜ୍ କଲା ପୋଲିସ

June 20, 2026

ଯୁକ୍ତ ୩ ନାମଲେଖା ପାଇଁ ବଢ଼ିଲା ସିଟ୍ 

June 20, 2026
Latest News

ଆଜିଠାରୁ ITEP ପାଠ୍ୟକ୍ରମ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ: ଜାଣନ୍ତୁ ସବୁକିଛି

June 20, 2026

ବିସ୍ତୃତ ରାଶିଫଳ: ଜୁନ ୨୦ ତାରିଖ ଶନିବାରରେ ପାଞ୍ଚୋଟି ରାଶିର ପାଇଁ ରହିଛି ଧନ ବର୍ଷା

June 20, 2026

ମମତା ବାନାର୍ଜୀଙ୍କୁ ବଡ଼ ଝଟକା : ବ୍ୟାଙ୍କ ଆକାଉଣ୍ଟକୁ ଫ୍ରିଜ୍ କଲା ପୋଲିସ

June 20, 2026

ଯୁକ୍ତ ୩ ନାମଲେଖା ପାଇଁ ବଢ଼ିଲା ସିଟ୍ 

June 20, 2026

ପିଏମ ଆବାସ ହିତାଧିକାରୀଙ୍କୁ ବଡ ଆଶ୍ଵସ୍ତି

June 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.