Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମଧ୍ୟପ୍ରଦେଶରେ ଲିଫ୍ଟ ଖସି 6 ମୃତ
ଆଜିର ଖବର

ମଧ୍ୟପ୍ରଦେଶରେ ଲିଫ୍ଟ ଖସି 6 ମୃତ

January 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଇନ୍ଦୋର ,01/01 : ମଧ୍ୟପ୍ରଦେଶର ଇନ୍ଦୋରରେ ଏକ ଦୁର୍ଘଟଣା ଘଟି 6 ଜଣଙ୍କର ମୃତ୍ୟୁ ଘଟିଛି । ପାଟଲପନୀର ଜନୈକ ବ୍ୟବସାୟୀଙ୍କ ଫାର୍ମ ହାଉସ୍‌ରେ ଲିଫ୍ଟ ଛିଡିଯିବାରୁ ଏହି ଦୁର୍ଘଟଣା ଘଟିଛି । ବ୍ୟବସାୟୀ ପୁନୀତ ଅଗ୍ରଓ୍ବାଲଙ୍କ ଘରେ ଏହି ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ 6 ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ ଏକାଧିକ ଆହତ ହୋଇଛନ୍ତି । ଦୁର୍ଘଟଣାର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ୍‌ ପକ୍ଷରୁ ଘଟଣାର ତଦନ୍ତ ଆରମ୍ଭ କରାଯାଇଛି । ଆହତ ମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । (ଏଜେନ୍ସୀ)

indore
Share. Facebook Twitter LinkedIn Email WhatsApp Copy Link

Related Posts

ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ଲାଲ ସାଗରରେ ବୁଡ଼ିଗଲା ଭାରତୀୟ ଜାହାଜ 

August 4, 2026

କ୍ରାଇମବ୍ରାଞ୍ଚରେ ଆତ୍ମସମର୍ପଣ କଲେ ଶରଣକୁଳ ଥାନାର ନିଲମ୍ବିତ ଇନ୍ସପେକ୍ଟର

August 4, 2026

ଜନ୍ମ–ମୃତ୍ୟୁ ପଞ୍ଜୀକରଣର ନିୟମ ବଦଳିଲା : ସଂଶୋଧନ ବିଲ୍‌କୁ ରାଜ୍ୟସଭାର ମଞ୍ଜୁରୀ

August 4, 2026

ରାଷ୍ଟ୍ରପତିଙ୍କୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର କଳାକୃତି ଉପହାର ପ୍ରଦାନ କଲେ ରାଜ୍ୟପାଳ

August 4, 2026
Latest News

ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ଲାଲ ସାଗରରେ ବୁଡ଼ିଗଲା ଭାରତୀୟ ଜାହାଜ 

August 4, 2026

କ୍ରାଇମବ୍ରାଞ୍ଚରେ ଆତ୍ମସମର୍ପଣ କଲେ ଶରଣକୁଳ ଥାନାର ନିଲମ୍ବିତ ଇନ୍ସପେକ୍ଟର

August 4, 2026

ଜନ୍ମ–ମୃତ୍ୟୁ ପଞ୍ଜୀକରଣର ନିୟମ ବଦଳିଲା : ସଂଶୋଧନ ବିଲ୍‌କୁ ରାଜ୍ୟସଭାର ମଞ୍ଜୁରୀ

August 4, 2026

ରାଷ୍ଟ୍ରପତିଙ୍କୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର କଳାକୃତି ଉପହାର ପ୍ରଦାନ କଲେ ରାଜ୍ୟପାଳ

August 4, 2026

BYD EV ଉପରେ ବଡ଼ ଅଫର ଉପଲବ୍ଧ: କମ ହେଲା EMI

August 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.