Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୌଶେରାରେ ନିୟନ୍ତ୍ରଣରେଖାରେ 2 ଯବାନ ଶହିଦ
ଆଜିର ଖବର

ନୌଶେରାରେ ନିୟନ୍ତ୍ରଣରେଖାରେ 2 ଯବାନ ଶହିଦ

January 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
army kills terrorist
army kills terrorist

ଶ୍ରୀନଗର, 01/01 : ଜମ୍ମୁ କାଶ୍ମୀରର ନୌସେରା ନିୟନ୍ତ୍ରଣରେଖାରେ 2 ଯବାନ ଶହିଦ ହୋଇଛନ୍ତି । ନୌଶୋରାର ରଜୌରୀ ଅଞ୍‌ଚଳରେ ବୁଧବାର ଏହି ଏନକାଉଣ୍ଟର ଘଟିଛି । ଗତକାଲି ବିଳମ୍ବିତ ରାତିରେ ଗୁଳିମାଡ ହୋଇଥିବା ବେଳେ ବୁଧବାର ସକାଳୁ ଦୁଇ ଯବାନଙ୍କ ମୃତ ଶରୀର ଉଦ୍ଧାର କରାଯାଇଛି । ଭାରତୀୟ ସେନା ମଧ୍ୟରେ ଏନ୍‌କାଉଣ୍ଟର ଘଟି 2 ଯବାନ ଶହିଦ ହୋଇଛନ୍ତି । ଏହି ଘଟଣାରେ ଆତଙ୍କୀଙ୍କ ସମ୍ପୃକ୍ତି ସନ୍ଦେହ କରି ସେନା ପକ୍ଷରୁ ସମ୍ପୃକ୍ତ ଅଞ୍ଚଳରେ ତଲାସୀ ଜାରି ରହିଛି । ବର୍ତ୍ତମାନ କାଶ୍ମୀର ଉପତ୍ୟାକାରେ 250 ଆତଙ୍କୀ ସକ୍ରିୟ ରହିଥିବା ନେଇ ପୋଲିସ କମିଶନର ଦିଲବାଗ ସିଂ ପ୍ରକାଶ କରିଛନ୍ତି । (ଏଜେନ୍ସୀ)

army
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026
Latest News

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.