Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କମିଶନରେଟ ପୋଲିସ୍‌ର ଦ୍ବାଦଶ ପ୍ରତିଷ୍ଠା ଦିବସ : କମିଶନରେଟ୍‌ ପୋଲିସ୍‌ ମୁଖ୍ୟାଳୟ ନାମ ହେବ ପରିବର୍ତ୍ତନ
ଆଜିର ଖବର

କମିଶନରେଟ ପୋଲିସ୍‌ର ଦ୍ବାଦଶ ପ୍ରତିଷ୍ଠା ଦିବସ : କମିଶନରେଟ୍‌ ପୋଲିସ୍‌ ମୁଖ୍ୟାଳୟ ନାମ ହେବ ପରିବର୍ତ୍ତନ

January 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର, 2/1: କମିଶନରେଟ୍‌ ପୋଲିସ୍‌ର ଦ୍ବାଦଶ ପ୍ରତିଷ୍ଠା ଦିବସ ଅବସରରେ କମିଶନରେଟ ପୋଲିସ୍‌ ମୁଖ୍ୟାଳୟର ନାମ ପରିବର୍ତ୍ତନ ହେବା ନେଇ ସୂଚନା ରହିଛି। ଏବେ ଏହି ମୁଖ୍ୟାଳୟର ନାମ ‘ପୋଲିସ୍‌ ସେବା ଭବନ’ ନାମରେ ନାମିତ ହେବ। କମିଶନରେଟ୍ ପୋଲିସକୁ ୧୨ ବର୍ଷ ପୂର୍ତ୍ତି ଅବସରରେ ଏହି ଘୋଷଣା କରାଯାଇଛି। ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ ପ୍ରତିଷ୍ଠା ଦିବସରେ ଏହି ଘୋଷଣା କରିଛନ୍ତି । କମିଶନରେଟ ପୁଲିସର ପ୍ରତିଷ୍ଠା ଦିବସ ଅବସରରେ ଡିଜିପି ଅଭୟ ଏସପିଓ ୟୁନିଟର ଶୁଭାରମ୍ଭ କରିଛନ୍ତି।  ଏହି ସମୟରେ ଡିଜିପି କହିଛନ୍ତି ଯେ, ମହିଳାଙ୍କ ସୁରକ୍ଷାକୁ ଅଗ୍ରାଧିକାର ଦିଆଯିବ। ମୋ ସରକାର ଯୋଜନାରେ ଭଲ ଫିଡବ୍ୟାକ୍ ମିଳୁଛି। ତ୍ବରିତ ଓ ସମନ୍ବିତ ସେବା ସହରାଞ୍ଚଳ ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ ରହିଛି ଏଥିପାଇଁ ୟୁନିଫାଏଡ୍ କଣ୍ଟ୍ରୋଲ ରୁମ୍ ପ୍ରତିଷ୍ଠା ହେବ ବୋଲି ସେ କହିଛନ୍ତି। ସେହିପରି ଏହି ଅବସରରେ ଅପରାଧୀ ବିରୋଧୀ ଦୃଢ କାର୍ଯ୍ୟାନୁଷ୍ଠାନକୁ ଗୁରୁତ୍ବ ଦିଆଯିବା ସହିତ ଟ୍ଵିନ୍ ସିଟିରେ ଇଲେକ୍ଟ୍ରୋନିକ ସରଭିଲାନ୍ସ କଡାକଡି କରାଯିବ। ସେହିପରି ଟ୍ରାଫିକ୍‌ ସମସ୍ୟାକୁ ମଧ୍ୟ କଡାକଡି ଗ୍ରହଣା କରାଯିବ । ଏଥିପାଇଁ ଟେକ୍ନୋସେଭି ଟ୍ରାଫିକ୍ ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ସୂଚନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଇଞ୍ଜିନିୟରମାନଙ୍କ ପାଇଁ “ରାସାୟନିକ ପଦାର୍ଥ ପରିଚାଳନାରେ ସୁରକ୍ଷା” ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 14, 2026

ଦେଶରେ ପ୍ରଥମ ହେଲା ପୂର୍ବତଟ ରେଳପଥ: ବର୍ଷକରେ ପରିବହନ କଲା ୫୦୦ ମେଟ୍ରିକ ଟନ୍ ପଣ୍ୟ

March 14, 2026

ନୂଆଦିଲ୍ଲୀରେ ସମ୍ୱଲପୁରୀ ଗାୟକଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 14, 2026

ଓଡ଼ିଶାରେ ୩.୫ ଗୁଣରୁ ଅଧିକ ବେଗରେ କାର୍ଯ୍ୟକ୍ଷମ ହେଲା ନୂଆ ରେଳ ଟ୍ରାକ୍‌

March 14, 2026
Latest News

ଇଞ୍ଜିନିୟରମାନଙ୍କ ପାଇଁ “ରାସାୟନିକ ପଦାର୍ଥ ପରିଚାଳନାରେ ସୁରକ୍ଷା” ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 14, 2026

ଦେଶରେ ପ୍ରଥମ ହେଲା ପୂର୍ବତଟ ରେଳପଥ: ବର୍ଷକରେ ପରିବହନ କଲା ୫୦୦ ମେଟ୍ରିକ ଟନ୍ ପଣ୍ୟ

March 14, 2026

ନୂଆଦିଲ୍ଲୀରେ ସମ୍ୱଲପୁରୀ ଗାୟକଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 14, 2026

ଓଡ଼ିଶାରେ ୩.୫ ଗୁଣରୁ ଅଧିକ ବେଗରେ କାର୍ଯ୍ୟକ୍ଷମ ହେଲା ନୂଆ ରେଳ ଟ୍ରାକ୍‌

March 14, 2026

କଟକ-ଭୁବନେଶ୍ୱର ମଧ୍ୟରେ ପ୍ରତି ଅଧଘଣ୍ଟାରେ ଚାଲିବ ନମୋ ଭାରତ ଟ୍ରେନ: ରେଳମନ୍ତ୍ରୀ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.