Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭିସି ମାଧ୍ୟମରେ ବୌଦ୍ଧ ମହୋତ୍ସବ ଉଦ୍‌ଘାଟନ, ୧୧୪ କୋଟି ଟଙ୍କାର ଅନୁଦାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ଭିସି ମାଧ୍ୟମରେ ବୌଦ୍ଧ ମହୋତ୍ସବ ଉଦ୍‌ଘାଟନ, ୧୧୪ କୋଟି ଟଙ୍କାର ଅନୁଦାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

January 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
କାହିଁକି କମ ବ୍ୟବଧାନରେ ସାବିତ୍ରୀ ଅଗ୍ରୱାଲା ଜିତିଲେ, ପାଟକୁରା ମଙ୍ଗୁଆଳଙ୍କଠାରୁ କଇଫତ ମାଗିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
Nveen patnaik reviews the Patakura result

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର, ୦୨/୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକସେବା ଭବନରୁ ଭିଡିଓ କନ୍‌ଫରେନ୍ସିଂ ଜରିଆର ବୌଦ୍ଧ ମହୋତ୍ସବକୁ ଉଦ୍‌ଘାଟନ କରିଛନ୍ତି। କଳାର ପ୍ରସାରରେ ବୌଦ୍ଧ ମହୋତ୍ସବ ରାଜ୍ୟ ତଥା ଦେଶର କଳାକାରଙ୍କ ପାଇଁ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀ ବୌଦ୍ଧ ଜିଲ୍ଲା ପାଇଁ ୨୭ଟି ନୂତନ ପ୍ରକଳ୍ପର ଘୋଷଣା କରିବା ସହିତ ଏହାର ଉଦ୍‌ଘାଟନ ଏବଂ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ୨୭ଟି ପ୍ରକଳ୍ପରେ ୧୧୪ କୋଟି ଟଙ୍କା ବିନିଯୋଗ ହେବ। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ପାନୀୟ ଜଳ ପ୍ରକଳ୍ପର ଉଦ୍‌ଘାଟନ କରିବା ସହିତ ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଭିତ୍ତି ପ୍ରସ୍ତର କରିଛନ୍ତି। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ନିର୍ମାଣ ପାଇଁ ସରକାରଙ୍କ ପକ୍ଷରୁ ୬୦କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ସହିତ ସରକାରଙ୍କ ପକ୍ଷରୁ ସଡକ ପ୍ରକଳ୍ପ, ସ୍ପୋର୍ଟସ୍‌, ଛାତ୍ରୀ ନିବାସ ଏବଂ ଅନ୍ୟାନ୍ୟ ପ୍ରକଳ୍ପ ସମ୍ପର୍କରେ ଘୋଷଣା କରାଯାଇଛି।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟତିତ ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ପଞ୍ଚାୟତିରାଜ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ପ୍ରତାପ ଜେନା, କ୍ରୀଡା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା, ବୌଦ୍ଧ ବିଧାୟକ ପ୍ରଦୀପ କୁମାର ଅମାତ, ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ଉପଦେଷ୍ଟା, ବିଭିନ୍ନ ବିଭାଗର ସଚିବ ଏବଂ ବୌଦ୍ଧ ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ବୌଦ୍ଧ ଜିଲ୍ଲାର କଳାକାର ମାନେ ପ୍ରସ୍ତୁତ କରିଥିବା ମାଟିର ଏକ ବୌଦ୍ଧ ମୂର୍ତ୍ତି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରିଥିଲେ।

 

 

naveenpattnaik odishacm
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.