Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟ୍ରକ୍‌ ଓ ବସ୍‌ ମୁହାଁମୁହିଁ ଧକ୍କା, ଦୁଇ ମୃତ, ୨୮ଆହତ
ଆଜିର ଖବର

ଟ୍ରକ୍‌ ଓ ବସ୍‌ ମୁହାଁମୁହିଁ ଧକ୍କା, ଦୁଇ ମୃତ, ୨୮ଆହତ

January 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭଦ୍ରକ, ୩/୧:  ଭଦ୍ରକ ଜିଲ୍ଲା ବନ୍ତ ଛକଠାରେ ଏକ ଯାତ୍ରୀ ବସ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୨ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୨୮ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରେ ୭ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସେମାନଙ୍କୁ କଟକ ବଡ଼ଡାକ୍ତରଖାନା ସ୍ଥାନାନ୍ତରିତ କରାଯାଇଛି।  ଆଜି ଭୋର ପ୍ରାୟ ୪ଟା ବେଳେ ବାସୁଦେବପୁର ଅଭିମୁଖେ ଯାଉଥିବା ଯାତ୍ରୀବାହୀ ବସ୍‌ଟି ବନ୍ତ ଛକରେ ଏକ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ୨ ଜଣ ଯାତ୍ରୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ୨୮ଜଣ ଆହତ ହୋଇଛନ୍ତି।  ପ୍ରାୟ ୫୦ ଜଣ ଯାତ୍ରୀଙ୍କ ଏହି ବସ୍‌ରେ ରହିଥିଲେ।

accident
Share. Facebook Twitter LinkedIn Email WhatsApp Copy Link

Related Posts

ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ଲାଲ ସାଗରରେ ବୁଡ଼ିଗଲା ଭାରତୀୟ ଜାହାଜ 

August 4, 2026

କ୍ରାଇମବ୍ରାଞ୍ଚରେ ଆତ୍ମସମର୍ପଣ କଲେ ଶରଣକୁଳ ଥାନାର ନିଲମ୍ବିତ ଇନ୍ସପେକ୍ଟର

August 4, 2026

ଜନ୍ମ–ମୃତ୍ୟୁ ପଞ୍ଜୀକରଣର ନିୟମ ବଦଳିଲା : ସଂଶୋଧନ ବିଲ୍‌କୁ ରାଜ୍ୟସଭାର ମଞ୍ଜୁରୀ

August 4, 2026

ରାଷ୍ଟ୍ରପତିଙ୍କୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର କଳାକୃତି ଉପହାର ପ୍ରଦାନ କଲେ ରାଜ୍ୟପାଳ

August 4, 2026
Latest News

ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ଲାଲ ସାଗରରେ ବୁଡ଼ିଗଲା ଭାରତୀୟ ଜାହାଜ 

August 4, 2026

କ୍ରାଇମବ୍ରାଞ୍ଚରେ ଆତ୍ମସମର୍ପଣ କଲେ ଶରଣକୁଳ ଥାନାର ନିଲମ୍ବିତ ଇନ୍ସପେକ୍ଟର

August 4, 2026

ଜନ୍ମ–ମୃତ୍ୟୁ ପଞ୍ଜୀକରଣର ନିୟମ ବଦଳିଲା : ସଂଶୋଧନ ବିଲ୍‌କୁ ରାଜ୍ୟସଭାର ମଞ୍ଜୁରୀ

August 4, 2026

ରାଷ୍ଟ୍ରପତିଙ୍କୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର କଳାକୃତି ଉପହାର ପ୍ରଦାନ କଲେ ରାଜ୍ୟପାଳ

August 4, 2026

BYD EV ଉପରେ ବଡ଼ ଅଫର ଉପଲବ୍ଧ: କମ ହେଲା EMI

August 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.